Advertisement

ପତଞ୍ଜଳିର କରୋନିଲକୁ ମହାରାଷ୍ଟ୍ର ଆସିବା ମନା: ନକଲି ଔଷଧ ରାଜ୍ୟରେ ହେବନି ବିକ୍ରି, କହିଲେ ମନ୍ତ୍ରୀ

ମୁମ୍ବାଇ, ୨୫।୬: ପତଞ୍ଜଳି ପକ୍ଷରୁ କରୋନା ପାଇଁ ପ୍ରସ୍ତୁତ କରାଯାଇଥିବା କରୋନିଲକୁ ରାଜ୍ୟରେ ବିକ୍ରି ଲାଗି ମହାରାଷ୍ଟ୍ର ସରକାର ମନା କରିଛନ୍ତି। କୌଣସି ନକଲି ଔଷଧର ବିକ୍ରି ରାଜ୍ୟରେ ହେବନି ବୋଲି ଗୃହମନ୍ତ୍ରୀ ଅନୀଲ ଦେଶମୁଖ କହିଛନ୍ତି। କରୋନିଲର କ୍ଲିନିକାଲ ଟ୍ରାଏଲ୍‌ ନେଇ ସଠିକ ପ୍ରମାଣ ମିଳିନାହିଁ। ଜୟପୁର ସ୍ଥିତ ନ୍ୟାଶନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମେଡ଼ିକାଲ ସାଇନ୍ସ୍‌ରେ କରୋନିଲର କ୍ଲିନିକାଲ ଟ୍ରାଏଲ୍‌ କରାଯାଇଛି କି ନାହିଁ ସେନେଇ ଯାଞ୍ଚ୍‌ କରାଯିବ ବୋଲି ଅନୀଲ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଯୋଗଗୁରୁ ବାବା ରାମଦେବଙ୍କ ପକ୍ଷରୁ ଏହି ଔଷଧ ସମ୍ପର୍କରେ ୩ ଦିନ ତଳେ ସୂଚନା ଦେଇଥିଲେ। ତେବେ ଇତିମଧ୍ୟରେ କରୋନିଲ ଆଇନର ଅଡୁଆ ଜାଲରେ ଫସି ଯାଇଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ ରାଜସ୍ଥାନ ସରକାର ମଧ୍ୟ କରୋନିଲର ବିକ୍ରି ଉପରେ କଟକଣା ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଶୁକ୍ରବର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୨୫କୁ ବୃଦ୍ଧି ପାଇଛି। ୩ ମୃତକଙ୍କ ମଧ୍ୟରେ...

ତ୍ରୁଟିପୂର୍ଣ୍ଣ କିଟ୍‌ ପାଇଁ ରାପିଡ୍‌ ଟେଷ୍ଟ ବନ୍ଦ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୮।୪(ପିଟି): କରୋନା ସଂକ୍ରମିତଙ୍କୁ ଚିହ୍ନଟ କରିବା ଉଦ୍ଦେଶ୍ୟରେ ଚାଇନାର ୨ଟି କମ୍ପାନୀରୁ ଭାରତକୁ ଆସିଥିବା କୋଭିଡ-୧୯ ରାପିଡ ଆଣ୍ଟିବଡି ଟେଷ୍ଟ କିଟ୍‌କୁ ବ୍ୟବହାର ନ କରିବାକୁ...

କୁମ୍ଭାରପଡ଼ା ଥାନା କର୍ମଚାରୀଙ୍କ ରିପୋର୍ଟ ନେଗେଟିଭ

ପୁରୀ ଅଫିସ,୨୩ା୫: ଆଶ୍ୱସ୍ତ ହୋଇଛନ୍ତି କୁମ୍ଭାରପଡ଼ା ଥାନା କର୍ମଚାରୀ। ଜଣେ ଗିରଫ ଅଭିଯୁକ୍ତ କରୋନା ଆକ୍ରାନ୍ତ ଜଣାପଡ଼ିିବା ପରେ ଥାନା ଆଇଆଇସିଙ୍କଠାରୁ ଆରମ୍ଭ କରି ପ୍ରାୟ...

ଦିଲ୍ଲୀ ବିଧାନସଭା ନିର୍ବାଚନ: ଭାଜପାର ଷ୍ଟାର୍‌ ପ୍ରଚାରକ ତାଲିକାରେ ମୋଦି, ଶାହା

ନୂଆଦିଲ୍ଲୀ,୨୨।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କଂଗ୍ରେସ ପରେ ଭାଜପା ନିଜ ଷ୍ଟାର ପ୍ରଚାରକ ତାଲିକା ବୁଧବାର ଘୋଷଣା କରିଛି।...

ଆଜମ୍‌ ଖାଁଙ୍କୁ ଝଟ୍‌କା: ରଦ୍ଦ ହେଲା ଅବଦୁଲାଙ୍କ ବିଧାୟକ ପଦ

ଲକ୍ଷ୍ନୌ,୧୬।୧୨: ସମାଜବାଦୀ ପାର୍ଟି ଏମ୍‌ପି ଆଜମ୍‌ ଖାଁଙ୍କୁ ବଡ଼ ଝଟ୍‌କା ଲାଗିଛି। ସୋମବାର ଆହ୍ଲାବାଦ୍‌ ହାଇକୋର୍ଟ ତାଙ୍କ ପୁଅ ଅବଦୁଲା ଆଜମ୍‌ଙ୍କ ବିଧାୟକ ପଦକୁ ରଦ୍ଦ...

ବିଦେଶ ଯାଉଥିବା ଲୋକଙ୍କ ଦ୍ୱିତୀୟ ଡୋଜ୍‌ ଟିକାକରଣକୁ ପ୍ରାଧାନ୍ୟ

ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ପାଠ ପଢ଼ିବା, ଚାକିରି ଓ ଟୋକିଓ ଅଲିମ୍ପିକ୍ସରେ ଯୋଗଦେବା ପାଇଁ ବିଦେଶ ଯିବାକୁ ଥିବା ଲୋକଙ୍କୁ ଦ୍ୱିତୀୟ ଡୋଜ୍‌ କୋଭିଶିଲ୍ଡ ଟିକାକରଣ ନିମନ୍ତେ...

ରାଷ୍ଟ୍ରପତି ନେଲେ କରୋନା ଟିକା

ନୂଆଦିଲ୍ଲୀ,୩।୩: ସାର୍ବଜନୀକ କରୋନା ଟିକାକରଣ ଅଭିଯାନର ଦ୍ୱିତୀୟ ପର୍ଯ୍ୟାୟରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୁଧବାର ଯିକାର ପ୍ରଥମ ଡୋଜ୍‌ ନେଇଛନ୍ତି। ରାଷ୍ଟ୍ରପତି ଦିଲ୍ଲୀର ଆର୍‌ ଆର୍‌...

୨୯ ବର୍ଷ ପରେ ପିତାଙ୍କ ହତ୍ୟାର ପ୍ରତିଶୋଧ ନେଲେ ପୁଅ

ଲକ୍ଷ୍ନୌ, ୨।୭: ୨୯ବର୍ଷ ପରେ ନିଜ ପିତାଙ୍କ ହତ୍ୟାର ପ୍ରତିଶୋଧ ନେଲେ ପୁଅ। ହତ୍ୟାର ପ୍ରତିଶୋଧ ନେବା ପାଇଁ ପୁଅ କଲ୍ୟାଣ କେବଳ ଯେ ୨୦ବର୍ଷ...

Advertisement
Archives

Model This Week