Advertisement

ଏହି ଓଟିଟି ପ୍ଲାର୍ଟଫର୍ମରେ ରିଲିଜ୍‌ ହେବ ‘ପଠାନ’

ମୁମ୍ବାଇ: ଚାରି ବର୍ଷର ଦୀର୍ଘ ବିରତି ପରେ ବଲିଉଡ ସୁପରଷ୍ଟାର ଶାହରୁଖ ଖାନ ଆକ୍ସନ-ଥ୍ରୀଲର ଫିଲ୍ମ ‘ପଠାନ’ ସହିତ ପରଦାକୁ ଫେରୁଛନ୍ତି। ବହୁ ପ୍ରତୀକ୍ଷିତ ଫିଲ୍ମ ‘ପଠାନ’ ଚଳଚ୍ଚିତ୍ର ଆସନ୍ତା ଜାନୁୟାରୀ ୨୫ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ। ବର୍ତ୍ତମାନ ଫିଲ୍ମ ରିଲିଜ୍‌ ହେବା ପୂର୍ବରୁ ବିବାଦ ଘେରରେ ରହିଛି। ‘ପଠାନ’ର ପ୍ରଥମ ଗୀତ ‘ବେସର୍ମ ରଙ୍ଗ’ ଗୀତକୁ ନେଇ ଅନେକ ବିବାଦ ସୃଷ୍ଟି କରିଛି। ଅନେକ ରାଜନେତା ଏବଂ ହିନ୍ଦୁ ସଂଗଠନ ଏହାକୁ ବିରୋଧ କରିବା ସହ ବୟକଟ୍‌ ଦାବି କରୁଛନ୍ତି। ଏସବୁ ମଧ୍ୟରେ ଫିଲ୍ମ‘ପଠାନ’ ଓଟିଟି ରିଲିଜ୍‌କୁ ନେଇ ଏକ ଖବର ସାମ୍ନାକୁ ଆସିଛି। ଆମାଜନ ପ୍ରାଇମ୍‌ ଭିଡିଓ ଫିଲ୍ମକୁ ୨୦୦କୋଟି ଟଙ୍କାରେ ରିଜର୍ଭ କରିଥିବା ଜଣାପଡିଛି। ତେବେ କେବେ ଓଟିଟିରେ ରିଲିଜ୍‌ ହେବ ତାହା ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହେବା ପରେ ଏପରି ନିଷ୍ପତ୍ତି ନେଲେ ପ୍ରିୟଙ୍କା

ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ତାଙ୍କ ପପ ଷ୍ଟାର୍‌ ସ୍ବାମୀ ନିକ ଜୋନାସ ସରୋଗେସି ଜରିଆରେ ନିକଟରେ ମାତାପିତା ହୋଇଛନ୍ତି। ଉଭୟ ଜାନୁୟାରୀ ୨୨ରେ ସୋସିଆଲ...

ରିଲିଜ ହେବନି ସଲମାନଙ୍କ ଅଭିନୀତ ଫିଲ୍ମ

ମୁମ୍ବାଇ: ବଲିଉଡ ଦବଙ୍ଗ ଖାନ ସଲମାନଙ୍କ ଅଭିନୀତ ଫିଲ୍ମ ରିଲିଜ୍ ହେବନାହିଁ । କଥାଟା ଶୁଣିବାକୁ ଟିକେ ଅଡୁଆ ଲାଗୁଥିଲେ ବି ସତ । ମିଡିଆ...

ପ୍ରିୟଙ୍କାଙ୍କ ଜନ୍ମଦିନରେ ସ୍ବାମୀ ଦେଲେ ସ୍ବତନ୍ତ୍ର ଉପହାର: ଦାମ୍‌ ଜାଣିଲେ…

ବଲିଉଡରୁ ହଲିଉଡ୍‌କୁ ଜମ୍ପ୍‌ ମାରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଗୋଟିଏ ଦିନ ପୂର୍ବରୁ ନିଜ ୩୮ତମ ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ତାଙ୍କୁ ଅନେକ...

ସମ୍ମୁଖକୁ ଆସିଲା ‘ହିରୋପନ୍ତି-୨’ର ପ୍ରଥମ ଲୁକ୍‌

ବଲିଉଡ୍‌ ଅଭିନେତା ଟାଇଗର୍‌ ଶ୍ରଫ୍‌ଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର। ଖୁବ୍‌ଶୀଘ୍ର ତାଙ୍କ ଅଭିନୀତ ସଫଳ ଫିଲ୍ମ ‘ହିରୋପନ୍ତି’ର ଦ୍ୱିତୀୟ ପାର୍ଟ ନିର୍ମାଣ ହେବାକୁ ଯାଉଛି।...

ହସ୍ପିଟାଲରେ ଭର୍ତ୍ତି ହେଲେ ଆଶା ଭୋସଲେଙ୍କ ପୁଅ

ବଲିଉଡର ପ୍ରଖ୍ୟାତ ଗାୟିକା ଆଶା ଭୋସଲେଙ୍କ ପୁଅ ଆନନ୍ଦ ଭୋସଲେ ଦୁବାଇର ଏକ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଜଣାପଡିଛିି । କିଛି ଦିନ ପୂର୍ବରୁ ତଳେ...

ମୋତେ ତୁମେ କେବେ ଭୁଲି ପାରିବ ନାହିଁ, କାହା ଉଦ୍ଦେଶ୍ୟରେ ଏମିତି କହିଥିଲେ ରେଖା

ବଲିଉଡର ପ୍ରସିଦ୍ଧ ଅଭିନେତ୍ରୀ ରେଖା ତାଙ୍କ ଅଭିନୟରେ ଲୋକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ରେଖା ସୋସିଆଲ ମିଡିଆଠାରୁ ଦୂରରେ ଥାଇପାରନ୍ତି, କିନ୍ତୁ...

ସମସ୍ତେ ମୋ ଝିଅକୁ ଫାଶୀରେ ଝୁଲାଇବାକୁ ଚାହାନ୍ତି, ମୋର ମରିଯିବା ଉଚିତ: ରିୟାଙ୍କ ବାପା

ବମ୍ବେ: ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସର ସମ୍ପୃକ୍ତି ଥିବା ଜଣାପଡ଼ିବା ପରେ ଗିରଫ ହୋଇଛନ୍ତି ପ୍ରେମିକା ରିୟା ଚକ୍ରବର୍ତ୍ତୀ। ଭାଇ ସୌଭିକଙ୍କ...

ହିମାଚଳପ୍ରଦେଶରେ ନିଜ ପିଲାଙ୍କ ସହ ଛୁଟି କାଟୁଛନ୍ତି ଏହି ଲୋକପ୍ରିୟ ଅଭିନେତ୍ରୀ

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ରବୀନା ଟଣ୍ଡନ ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହିଥାନ୍ତି। ବର୍ତ୍ତମାନ ରବୀନା ନିଜ ଇନଷ୍ଟାଗ୍ରାମରେ କିଛି ଫଟୋ ଶେୟାର କରିଛନ୍ତି। ଫଟୋରେ...

Advertisement
Archives

Model This Week