‘ପଠାନ’ କି ‘ଯବାନ’ ନୁହେଁ ଏହି ଫିଲ୍ମ ପାଇଁ ଏକ୍ସାଇଟେଡ ଅଛନ୍ତି ଶାହାରୁଖ

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଶାହାରୁଖ ଖାଁ ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟରରେ ରବିବାର ଅର୍ଥାତ୍ ୧୭ ଡିସେମ୍ବରରେ ଆସ୍କ ମି ଏନିଥିଙ୍ଗ ସେସନ ରଖିଛନ୍ତି । ଏହାରି ମାଧ୍ୟମରେ ଶାହାରୁଖ ତାଙ୍କ ପ୍ରଶଂସକଙ୍କ ସହ ଇଣ୍ଟରଆକ୍ସନ କରିଛନ୍ତି । ଏହି ପ୍ରଶ୍ନ-ଉତ୍ତର କାର୍ଯ୍ୟକ୍ରମରେ ତାଙ୍କ ଫ୍ୟାନ୍ସଙ୍କୁ ଦିଲ ଖୋଲି ରିପ୍ଲାଇ ଦେଇଛନ୍ତି । ଏହି ସମୟରେ ତାଙ୍କର ଜଣେ ପ୍ରଶଂସକ ଶାହାରୁଖଙ୍କୁ ପ୍ରଶ୍ନ କରିଛନ୍ତି ଆଗମୀ ଦିନରେ ସେ ତାଙ୍କର କେଉଁ ଫିଲ୍ମକୁ ନେଇ ଏକ୍ସାଇଟେଡ ଅଛନ୍ତି । ଏହାର ଉତ୍ତରରେ ଶାହାରୁଖ ଯାହା କହିଲେ ତାହା ସମସ୍ତଙ୍କୁ ଚମକାଇ ଦେଇଛି ।
ବଲିଉଡ ସୁପରଷ୍ଟାର ଶାହାରୁଖ ଖାଁ ଏବେ ତାଙ୍କ ମୁଭି ‘ପଠାନ’କୁ ନେଇ ଅଛନ୍ତି ଖୁବ୍ ଚର୍ଚ୍ଚାରେ । କାହିଁକି ବା ନ ରହିବେ । ଦୀର୍ଘ ୫ ବର୍ଷ ପରେ ସେ ବଡ ପରଦାକୁ ଫେରିଛନ୍ତି । ତେବେ ଶନିବାର ଶାହାରୁଖ ଟୁଇଟରରେ ପ୍ରଶଂସକଙ୍କ ପ୍ରଶ୍ନର ଉତ୍ତର ଦେବା ସମୟରେ ଜଣେ ଫ୍ୟାନ ତାଙ୍କୁ ପ୍ରଶ୍ନ କରିଥିଲେ ଆପଣଙ୍କ ପରିବାର ପଠାନ, ଯବାନ, ଡଙ୍କି ଭିତରୁ କେଉଁ ଫିଲ୍ମକୁ ନେଇ ବେଶି ଏକ୍ସାଇଟେଡ ଅଛନ୍ତି । ହେଲେ ଏହାର ଉତ୍ତରରେ ଶାହାରୁଖ କହିଥିଲେ ଆମେ ସବୁ ଏହାର ଅବତାର ୨ ପାଇଁ ଏକ୍ସାଇଟେଡ ଅଛୁ । ଏହି ଉତ୍ତରରୁ ଅନୁମାନ ଲଗାଯାଇ ପାରେ ଯେ ଶାହାରୁଖ ହଲିଉଡର ନାମୀ ନିର୍ଦ୍ଦେଶକ ଜେମ୍ସ କ୍ୟାମରୁନଙ୍କ ଫିଲ୍ମ ଅବତାର ଦ ୱେ ଅଫ ୱାଟରର ଫ୍ୟାନ ହୋଇଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା…

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri