ରିଲିଜ୍‌ ପୂର୍ବରୁ ଅନ୍‌ଲାଇନ୍‌ରେ ଲିକ୍‌ ‘ପଠାନ୍‌’ର ଟ୍ରେଲର

ମୁମ୍ବାଇ: ବହୁ ପ୍ରତୀକ୍ଷିତ ଫିଲ୍ମ ‘ପଠାନ୍‌’ଖୁବ୍‌ଶୀଘ୍ର ରିଲିଜ୍‌ ହେବାକୁ ଯାଉଛି। ଏହି ଫିଲ୍ମ ମାଧ୍ୟମରେ ବଲିଉଡ ମେଗା ସୁପରଷ୍ଟାର ଶାହରୁଖ ଖାନ ପ୍ରାୟ ୪ ବର୍ଷ ପରେ ବଡ ପରଦାରେ ଫେରୁଛନ୍ତି। ନିକଟରେ ଫିଲ୍ମ ‘ପଠାନ୍‌’ର ‘ବେସର୍ମ ରଙ୍ଗ’ ଏବଂ ‘ଜୁମ ଜୋ ପଠାନ୍‌’ ଦୁଇଟି ଗୀତ ରିଲିଜ୍‌ ହୋଇଛି। ତେବେ ଫିଲ୍ମ ରିଲିଜ୍‌ ହେବା ପୂର୍ବରୁ ଶାହରୁଖ ଖାନଙ୍କ ‘ପଠାନ୍‌’ ବହୁ ଚର୍ଚ୍ଚାରେ ରହିଛି। ‘ବେସର୍ମ ରଙ୍ଗ’ ଗୀତରେ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ପୋଷାକକୁ ନେଇ ଅନେକ ବିବାଦ ଲାଗି ରହିଛି। ଏଭଳି ପରିସ୍ଥିତିରେ ଏବେ ‘ପଠାନ୍‌’ର ଟ୍ରେଲର ଅନ୍‌ଲାଇନ୍‌ରେ ଲିକ୍‌ ଖବର ସାମ୍ନାକୁ ଆସିଛି। ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯାହାକୁ ‘ପଠାନ’ର ଟ୍ରେଲର ବୋଲି କୁହାଯାଉଛି। ହେଲେ ତାହା ଶାହାରୁଖଙ୍କ ଏକ ପୁରୁଣା ଭିଡିଓ।

ପୂର୍ବରୁ ଶାହାରୁଖଙ୍କ ଜନ୍ମଦିନରେ ‘ପଠାନ୍‌’ର ଟିଜର ରିଲିଜ୍‌ ହୋଇଥିଲା। ‘ପଠାନ୍‌’ର ଟ୍ରେଲର
ଏହି ସପ୍ତାହ ଶେଷରେ କିମ୍ବା ଆସନ୍ତା ସପ୍ତାହରେ ରିଲିଜ୍‌ ହୋଇପାରେ। ତେବେ ‘ପଠାନ୍‌’ ଆସନ୍ତା ୨୫ରେ ମୁକ୍ତିଲାଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri