ରିଲିଜ୍‌ ହେଲା ‘ପଠାନ’: ଜବରଦସ୍ତ ଲୁକ୍‌ରେ ନଜର ଆସିଲେ ଶାହାରୁଖ

ମୁମ୍ବାଇ: ବହୁ ପ୍ରତୀକ୍ଷାର ଅନ୍ତ ଘଟାଇ ରିଲିଜ୍‌ ହେଲା ଫିଲ୍ମ ‘ପଠାନ’। ଏହି ଫିଲ୍ମ ମାଧ୍ୟମରେ
ବଲିଉଡ ସୁପରଷ୍ଟାର ଶାହରୁଖ ଖାନ ୪ ବର୍ଷ ପରେ ପରଦାକୁ ଫେରିଛନ୍ତି। ଯାହାକୁ ଦେଖିବାକୁ ଦର୍ଶକ ବହୁଦିନ ହେବ ଅପେକ୍ଷା କରି ରହିଥିଲେ। ଫିଲ୍ମଟି ମୋଟ ୫, ୦୦୦ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିବା ବେଳେ ଆଜି ସକାଳୁ ଫିଲ୍ମ ଦେଖିବାକୁ ସିନେମା ହଲ୍‌ରେ ନାହିଁ ନ ଥିବା ଭିଡ ଦେଖିବାକୁ ମିଳିଛି। ପ୍ରଥମ ଦିନରେ ଫିଲ୍ମର ହିନ୍ଦୀ ସଂସ୍କରଣ ବକ୍ସ ଅଫିସରେ ୪୫ରୁ ୫୦ କୋଟି ଟଙ୍କାର କଲେକ୍ସନ କରିବ ବୋଲି ଆଶା କରାଯାଉଛି। ୨୫୦ କୋଟି ବଜେଟ ବିଶିଷ୍ଟ ଏହି ଚଳଚ୍ଚିତ୍ରରେ ଶାହରୁଖଙ୍କ ବ୍ୟତୀତ ଜନ ଆବ୍ରାହମ ଏବଂ ଦୀପିକା ପାଦୁକୋନଙ୍କ ଭଳି ଷ୍ଟାର ଅଛନ୍ତି। ସିଦ୍ଧାର୍ଥ ଆନନ୍ଦଙ୍କ ଦ୍ୱାରା ନିର୍ଦ୍ଦେଶିତ ଫିଲ୍ମଟି ହିନ୍ଦୀ ବ୍ୟତୀତ ତାମିଲ ଏବଂ ତେଲୁଗୁ ଭାଷାରେ ରିଲିଜ୍‌ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

ପରପାରିରେ ବିଶିଷ୍ଟ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ...

ଗର୍ଭବତୀ ଥାଇ ବି ଆକ୍ସନ ସିନ୍‌ କରୁଛନ୍ତି ଦୀପିକା!

ମୁମ୍ବାଇ: ବଲିଉଡର ‘ମସ୍ତାନୀ’ ଅର୍ଥାତ୍‌ ଦୀପିକା ପାଦୁକୋନ ୨୦୨୪ ସେପ୍ଟେମ୍ବରରେ ମା’ ହେବାକୁ ଯାଉଛନ୍ତି। ଏହି ମୁହୂର୍ତ୍ତକୁ ଅନୁଭବ କରିବାକୁ ଉଭୟ ଅଭିନେତା ରଣବୀର ସିଂ...

କ୍ରିମନାଲ ଲୟର ହେବାକୁ ଚାହୁଁଥିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଷ୍ଟାର କିଡଙ୍କ କଥା ଯଦି ଆଲୋଚନାକୁ ନିଆଯାଏ, ତେବେ କୁହାଯାଏ ଯେ ଏମାନେ ପ୍ୟାରେଣ୍ଟସଙ୍କ ପଥ ଅନୁସରଣ କରି ମନୋରଞ୍ଜନ ଦୁନିଆରେ ନିଜର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri