ଦୁଲୁକିଲା ରାଜଧାନୀ, ମାଷ୍ଟରକ୍ୟାଣ୍ଟିନରୁ ରାମମନ୍ଦିର ଯାଏ ମଉଜମସ୍ତିର ଆସର

ଭୁବନେଶ୍ୱର,୫।୧:ଦୁଲୁକିଲା ମାଷ୍ଟରକ୍ୟାଣ୍ଟିନରୁ ରାମମନ୍ଦିର । ଜମିଛି ନୃତ୍ୟ ଗୀତର ଆସର। ଝୋଟି, ଯୋଗ, ସ୍କେଟିଂ, ସାଇକେଲିଂ, ବାସ୍କେଟ ବଲ, ଲୁଡୁ, କୁଇଜ କମ୍ପିଟିସନ, ରଙ୍ଗୋଲୀ, ମ୍ୟାଜିକ ଶୋରେ ମସଗୁଲ ରାଜଧାନୀବାସୀ ।

ପଥପ୍ରାନ୍ତରେ ନାଚ, ଗୀତ, ଚିତ୍ରକଳା, ସାଂସ୍କୃତିକ କାର୍ଯ୍ୟକ୍ରମ ମଜା ନେଉଛନ୍ତି ସହରବାସୀ।
ରବିବାର ସକାଳ ୬ଟାରେ ପଥୋତ୍ସବ ଆରମ୍ଭ ହୋଇଛି । ବିଏମସି ପକ୍ଷରୁ ଦକ୍ଷିଣ-ପୂର୍ବ ଜୋନରେ ଚଳିତବର୍ଷର ପଥୋତ୍ସବ ଚାଲିଛି। ଆସନ୍ତା ୮ତାରିଖରୁ ଭୁବନେଶ୍ବରରେ ପ୍ରବାସୀ ଭାରତୀୟ ଦିବସ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଏହା ପୂର୍ବରୁ ବିଭିନ୍ନ ସିଟି ଆକ୍ଟିଭେସନ କାର୍ୟ୍ୟକ୍ରମ ମାନ ଅନୁଷ୍ଠିତ ହେଉଛି । ଜନପଥରେ ଆଜିଠାରୁ ପଥୋତ୍ସବ କାର୍ୟ୍ୟକ୍ରମ ଅନୁଷ୍ଠିତ ଆରମ୍ଭ ହୋଇଥିବା ବେଳେ ସଂଧ୍ୟାରେ ପ୍ରଦର୍ଶନୀ ପଡିଆରେ ଆଦିବାସୀ ମେଳାର ଉଦଘାଟନ କରାଯିବ । ବିଭିନ୍ନ ପାର୍କ ମାନଙ୍କରେ ମଧ୍ୟ ଭଳିକି ଭଳି କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ପ୍ରବଳ ବର୍ଷାକୁ ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ: ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୬।୮: ରାଜଧାନୀ ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଭୁବନେଶ୍ୱରରେ ରାତି ସାରା ଅବିଶ୍ରାନ୍ତ ପ୍ରବଳ ବର୍ଷା ହୋଇଛି। ସକାଳ ୫ଟା ୩୦ ସୁଦ୍ଧା ୯୭.୨…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri