ଭୁବନେଶ୍ୱର,୫।୧୧: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କ୍ୟାରିୟର ମ୍ୟାପ୍ ପକ୍ଷରୁ ଚଳିତ ବର୍ଷ ନଭେମ୍ବର ୮ରୁ ଏକ ୨ଦିନିଆ ପ୍ରଦର୍ଶନୀ ‘ପଥ ପ୍ରଦର୍ଶକ ୨.୦’ର ଆୟୋଜନ କରାଯାଉଛି। ୨୦୨୪ ନଭେମ୍ବର ୮ ଓ ୯ ରେ ଭୁବନେଶ୍ୱରର ଜାଗମରା ରୋଡ୍ସ୍ଥିତ ଖଣ୍ଡଗିରି କ୍ରିକେଟ ପଡିଆଠାରେ ରାଜ୍ୟର ବୃହତ କ୍ୟାରିୟର ଆଣ୍ଡ ୟୁନିଭର୍ସିଟି ଫେୟାର ‘ପଥ ପ୍ରଦର୍ଶକ ୨.୦‘ର ଆୟୋଜନ କରାଯାଇଛି। କ୍ୟାରିୟର ମ୍ୟାପ୍ ପକ୍ଷରୁ ସୋମବାର ଭୁବନେଶ୍ୱରର ଲାଇଫ୍ ହୋଟେଲ୍ଠାରେ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏହି ସମ୍ମିଳନୀରେ କ୍ୟାରିୟର ମ୍ୟାପ୍ର ପ୍ରତିଷ୍ଠାତା ତଥା ଏମ୍ଡି ଯଶବନ୍ତ ନାରାୟଣ ସିଂହ ଲାଲ, ସିଓଓ ଅମିତ କୁମାର ତ୍ରିପାଠୀ ଓ ଜିଏମ ଜ୍ୟୋତି ସରିତା ପ୍ରମୁଖ ଯୋଗ ଦେଇ ପଥ ପ୍ରଦର୍ଶକ ୨.୦ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ଏହି ଦୁଇ ଦିନିଆ ପ୍ରଦର୍ଶନୀ ସକାଳ ୯ ଘଟିକାରୁ ରାତି ୯ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ନବମ ଶ୍ରେଣୀରୁ ପୋଷ୍ଟଗ୍ରାଜୁଏଟ ଛାତ୍ରୀଛାତ୍ର ଓ ସେମାନଙ୍କର ଅଭିଭାବକମାନଙ୍କୁ ବିବିଧ ଶିକ୍ଷାଗତ ଓ କ୍ୟାରିୟର ମାର୍ଗ ଅନୁସନ୍ଧାନ କରିବା ପାଇଁ ଏକ ମୂଲ୍ୟବାନ ସୁଯୋଗ ପ୍ରଦାନ କରିବ।
ଏଥର ବଜେଟରେ କ’ଣ ଶସ୍ତା, କ’ଣ ମହଙ୍ଗା ହୋଇପାରେ, ଦେଖନ୍ତୁ ପୂରା ଲିଷ୍ଟ…
ନୂଆଦିଲ୍ଲୀ,୨୮।୧: କେନ୍ଦ୍ରୀୟ ବଜେଟ ପାଖେଇ ଆସୁଥିବାରୁ, କରଦାତାଙ୍କଠାରୁ ଆରମ୍ଭ କରି ଭାରତର ଅର୍ଥନୀତିର ବିଭିନ୍ନ କ୍ଷେତ୍ର ପର୍ଯ୍ୟନ୍ତ ସମସ୍ତଙ୍କ ପାଇଁ ଆଶା ଅଧିକ ରହିଛି। କରଦାତା, ବିଶେଷକରି…
ହାଉସ୍ଓ୍ବାଇଫ୍ ବୋଲି ଚିନ୍ତିତ କି? ଘରୁ ଏହି ୫ ବ୍ୟବସାୟ ଆରମ୍ଭ କରି କରନ୍ତୁ ମୋଟା ଅଙ୍କର ରୋଜଗାର…
ନୂଆଦିଲ୍ଲୀ,୨୭।୧: ଆଜିକାଲି ସମୟରେ ଜଣେ ଗୃହିଣୀ ଘରେ ସୀମିତ ରହିବାକୁ ଚାହାଁନ୍ତି ନାହିଁ। ସେ ନିଜର ପରିଚୟ ତିଆରି କରିବାକୁ, ଆତ୍ମନିର୍ଭରଶୀଳ ହେବାକୁ ଏବଂ ପରିବାରର ଆୟରେ…
ଭାରତ-ୟୁରୋପ ମୁକ୍ତ ବାଣିଜ୍ୟ ଚୁକ୍ତି: ହେବ ନିବେଶର ବନ୍ୟା, ବଢିବ ନିଯୁକ୍ତି ସୁଯୋଗ
ନୂଆଦିଲ୍ଲୀ,୨୭।୧: ଭାରତ ଏବଂ ୟୁରୋପୀୟ ସଂଘ ମଧ୍ୟରେ ସ୍ଵାକ୍ଷରିତ ହୋଇଛି ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି। ଏହାଦ୍ୱାରା ଭାରତୀୟ ଅର୍ଥବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି।…
୧୬,୦୦୦ କର୍ମଚାରୀ ଛଟେଇ କରିବ ଆମାଜନ: ପ୍ରଭାବିତ ହେବେ ଭାରତୀୟ ଟିମ୍
ନୂଆଦିଲ୍ଲୀ,୨୬।୧: ବିଶ୍ୱର ଅଗ୍ରଣୀ ଇ-କମର୍ସ ସଂସ୍ଥା ଆମାଜନ ଏକ ବଡ଼ ଧରଣର କର୍ମଚାରୀ ଛଟେଇ କରିବାକୁ ପ୍ରସ୍ତୁତି ଚଳାଇଛି। ରିପୋର୍ଟ ଅନୁସାରେ ଆସନ୍ତା ଜାନୁଆରୀ ୨୭ରୁ କମ୍ପାନୀ…
ଭାରତୀୟ କୁଇକ୍ କମର୍ସ ବଜାରରେ ଡିସକାଉଣ୍ଟ ଝଡ଼: ଆମାଜନ-ଫ୍ଲିପକାର୍ଟ ପ୍ରବେଶ ପରେ ବଢ଼ିଲା କମ୍ପିଟିସନ
ନୂଆଦିଲ୍ଲୀ,୨୬।୧: ଭାରତର କୁଇକ୍ କମର୍ସ ବଜାରରେ ଏବେ ଏକ ବଡ଼ ଧରଣର ମୂଲ୍ୟ ଯୁଦ୍ଧ ବା ‘ପ୍ରାଇସ୍ ଓ୍ୱାର’ ଆରମ୍ଭ ହୋଇଛି। ଇ-କମର୍ସ ଜଗତର ଦୁଇ ବଡ଼…
ଐତିହାସିକ ବାଣିଜ୍ୟ ଚୁକ୍ତି ପୂର୍ବରୁ ଇୟୁ ମୁଖ୍ୟଙ୍କ ବଡ଼ ବୟାନ, “ସଫଳ ଭାରତ ବିଶ୍ୱକୁ ରଖିବ ସ୍ଥିର”
ନୂଆଦିଲ୍ଲୀ ,୨୬ା୧: ୟୁରୋପୀୟ ସଂଘ ଅଧ୍ୟକ୍ଷା ଉର୍ସୁଲା ଭନ୍ ଡେର ଲେୟେନ୍ ଭାରତର ଆର୍ଥିକ ସ୍ଥିତିକୁ ନେଇ ବଡ ବୟାନ ଦେଇଛନ୍ତି। ସୋମବାର ସେ କହିଛନ୍ତି ଯେ,…
YouTube କଣ୍ଟେଣ୍ଟ କ୍ରିଏଟର୍ସ ହେବେ ମାଲାମାଲ: ହେବ ଟଙ୍କା ବର୍ଷା
ନୂଆଦିଲ୍ଲୀ,୨୬।୧: YouTube କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ ଖୁସିଖବର। ଚଳିତବର୍ଷ କଣ୍ଟେଣ୍ଟ କ୍ରିଏଟର୍ଙ୍କ ଉପରେ ହେବ ଟଙ୍କା ବର୍ଷା। ସେମାନଙ୍କୁ ଅଧିକ ରୋଜଗାର କରିବାରେ ସାହାଯ୍ୟ କରିବା ପାଇଁ…
ଏଣିକି ଶସ୍ତା ହୋଇଯିବ କାର୍: EU-ଭାରତ ମଧ୍ୟରେ ବଡ଼ ଡିଲ୍
ନୂଆଦିଲ୍ଲୀ,୨୬।୧: EU ଏବଂ ଭାରତ ମଧ୍ୟରେ ଚାଲିଥିବା ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଆଲୋଚନା ଏବେ ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ ପହଞ୍ଚିଛି। ସୂତ୍ର ଅନୁଯାୟୀ, ଭାରତ ୟୁରୋପୀୟ ସଂଘରୁ…
Archives

