ଭୁବନେଶ୍ୱର,୫।୧୧: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କ୍ୟାରିୟର ମ୍ୟାପ୍ ପକ୍ଷରୁ ଚଳିତ ବର୍ଷ ନଭେମ୍ବର ୮ରୁ ଏକ ୨ଦିନିଆ ପ୍ରଦର୍ଶନୀ ‘ପଥ ପ୍ରଦର୍ଶକ ୨.୦’ର ଆୟୋଜନ କରାଯାଉଛି। ୨୦୨୪ ନଭେମ୍ବର ୮ ଓ ୯ ରେ ଭୁବନେଶ୍ୱରର ଜାଗମରା ରୋଡ୍ସ୍ଥିତ ଖଣ୍ଡଗିରି କ୍ରିକେଟ ପଡିଆଠାରେ ରାଜ୍ୟର ବୃହତ କ୍ୟାରିୟର ଆଣ୍ଡ ୟୁନିଭର୍ସିଟି ଫେୟାର ‘ପଥ ପ୍ରଦର୍ଶକ ୨.୦‘ର ଆୟୋଜନ କରାଯାଇଛି। କ୍ୟାରିୟର ମ୍ୟାପ୍ ପକ୍ଷରୁ ସୋମବାର ଭୁବନେଶ୍ୱରର ଲାଇଫ୍ ହୋଟେଲ୍ଠାରେ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏହି ସମ୍ମିଳନୀରେ କ୍ୟାରିୟର ମ୍ୟାପ୍ର ପ୍ରତିଷ୍ଠାତା ତଥା ଏମ୍ଡି ଯଶବନ୍ତ ନାରାୟଣ ସିଂହ ଲାଲ, ସିଓଓ ଅମିତ କୁମାର ତ୍ରିପାଠୀ ଓ ଜିଏମ ଜ୍ୟୋତି ସରିତା ପ୍ରମୁଖ ଯୋଗ ଦେଇ ପଥ ପ୍ରଦର୍ଶକ ୨.୦ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ଏହି ଦୁଇ ଦିନିଆ ପ୍ରଦର୍ଶନୀ ସକାଳ ୯ ଘଟିକାରୁ ରାତି ୯ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ନବମ ଶ୍ରେଣୀରୁ ପୋଷ୍ଟଗ୍ରାଜୁଏଟ ଛାତ୍ରୀଛାତ୍ର ଓ ସେମାନଙ୍କର ଅଭିଭାବକମାନଙ୍କୁ ବିବିଧ ଶିକ୍ଷାଗତ ଓ କ୍ୟାରିୟର ମାର୍ଗ ଅନୁସନ୍ଧାନ କରିବା ପାଇଁ ଏକ ମୂଲ୍ୟବାନ ସୁଯୋଗ ପ୍ରଦାନ କରିବ।
ବାର୍ଦ୍ଧକ୍ୟ ଭତ୍ତାକୁ ନେଇ ଆସିଲା ବଡ଼ ଖବର, ଏଣିକି ୪୫ଦିନରେ ଆକାଉଣ୍ଟକୁ ଆସିବ…
ନୂଆଦିଲ୍ଲୀ,୧୮।୯: ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତା ପ୍ରତି ତିନି ମାସରେ ୩୦୦୦ ଟଙ୍କା ଦିଆଯାଇଥାଏ। କିନ୍ତୁ ଏବେ ଏହି ୩୦୦୦ ଟଙ୍କାର ଭତ୍ତା କିସ୍ତି ଆକାରରେ ଦିଆଯିବ। ଏହା…
କୃଷକଙ୍କ ପାଇଁ ଖୁସି ଖବର: ମାସକୁ ପାଇବେ ୩,୦୦୦ ଟଙ୍କା ପେନସନ! PM Kisan ରେ…
ନୂଆଦିଲ୍ଲୀ,୧୮।୯: ବାର୍ଦ୍ଧକ୍ୟରେ ନିୟମିତ ଆୟକୁ ନେଇ ସମସ୍ତଙ୍କ ମନରେ ଚିନ୍ତା ଥାଏ, ବିଶେଷକରି କ୍ଷୁଦ୍ର ଏବଂ ନାମମାତ୍ର ଚାଷୀମାନଙ୍କ ପାଇଁ ଏହି ଚିନ୍ତା ଆହୁରି ବଢ଼ିଯାଏ। ଏହାକୁ…
ରାସନ କାର୍ଡକୁ ନେଇ ଆସିଲା ବଡ଼ ଅପଡେଟ୍, ଏହି ଡକ୍ୟୁମେଣ୍ଟ ନ ଥିଲେ କଟିଯିବ…
ନୂଆଦିଲ୍ଲୀ,୧୮।୯: ଯଦି ଆପଣ ଏକ ନୂଆ ରାସନ କାର୍ଡ ତିଆରି କରିବାକୁ ଯାଉଛନ୍ତି କିମ୍ୱା ପୁରୁଣା କାର୍ଡରେ କୌଣସି ସଦସ୍ୟଙ୍କ ନାମ ଯୋଡ଼ିବା କିମ୍ୱା ହଟାଇବା ବିଷୟରେ…
ଆସିଲା ବଡ଼ ଅପଡେଟ୍: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…
ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…
ଆଉ ୫ ବର୍ଷ ପାଇଁ ଟାଟାର ନେତୃତ୍ୱ ନେବେ ଏନ. ଚନ୍ଦ୍ରଶେଖରନ; ଟାଟା ସନ୍ସ ବୋର୍ଡର ମଞ୍ଜୁରୀ
ନୂଆଦିଲ୍ଲୀ,୧୭।୯: ମୁମ୍ବାଇରେ ଗୁରୁବାର ଟାଟା ଗ୍ରୁପ୍ର ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଗ୍ରୁପର ଅଧ୍ୟକ୍ଷ ପଦ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା: ଏନ. ଚନ୍ଦ୍ରଶେଖରନ…
ପାର୍ବଣ ପୂର୍ବରୁ ବଡ଼ ଖବର: ଶସ୍ତା ହେବ ଖାଇବା ତେଲ! ଆମଦାନୀ ଶୁଳ୍କ କମାଇବାକୁ ସରକାରଙ୍କ…
ନୂଆଦିଲ୍ଲୀ,୧୭।୯: ଦେଶରେ ବୃଦ୍ଧି ପାଉଥିବା ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ ମଧ୍ୟରେ ସାଧାରଣ ଲୋକଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଆଗାମୀ ପାର୍ବଣ ଋତୁ…
ପେଟ୍ରୋଲ ଭରାଇବା ପରେ UPIରେ ଦେଇପାରିବେନି ଟଙ୍କା! କାହିଁକି ବିରୋଧ କରୁଛନ୍ତି ପେଟ୍ରୋଲ ପମ୍ପ ଡିଲର, ଜାଣନ୍ତୁ…
ନୂଆଦିଲ୍ଲୀ,୧୭।୯: ପେଟ୍ରୋଲ କିମ୍ବା ଡିଜେଲ ଭରାଇବା ପରେ UPI ମାଧ୍ୟମରେ ପେମେଣ୍ଟ କରୁଥିବା ଗ୍ରାହକଙ୍କ ପାଇଁ ଏକ ନୂଆ ନିୟମକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ୨,୦୦୦…
UPI AutoPay ମାଧ୍ୟମରେ SIP ଏବଂ Insurance ଭରୁଛନ୍ତି କି? ଜାଣନ୍ତୁ ୧୫ ଅକ୍ଟୋବରରୁ କ’ଣ ବଦଳିବ…
ନୂଆଦିଲ୍ଲୀ,୧୭।୯: ଯଦି ଆପଣ ପ୍ରତିମାସରେ Mutual Fund SIP, ଇନ୍ସୁରାନ୍ସ ପ୍ରିମିୟମ୍, OTT ସବସ୍କ୍ରିପସନ୍ କିମ୍ବା ବିଜୁଳି-ମୋବାଇଲ୍ ବିଲ୍ ପରିଶୋଧ ପାଇଁ UPI AutoPay ବ୍ୟବହାର କରୁଛନ୍ତି,…

