ରାଜଧାନୀରେ ପୁଣି ଜମିବ ପଥ ଉତ୍ସବ, ଡିସେମ୍ବର ୨୨ ରୁ ଆରମ୍ଭ

ଭୁବନେଶ୍ୱର,୧୯।୧୨: ଆସନ୍ତା ୨୨ ତାରିଖରୁ ଭୁବନେଶ୍ବରରେ ପାଳିତ ହେବ ପଥ ଉତ୍ସବ। ବିଗତ ବର୍ଷମାନଙ୍କୁ ଦୃଷ୍ଟିରେ ରଖି ନୂଆ ଢଙ୍ଗ ଓ ନୂଆ ରୂପରେ ଏହାକୁ ପାଳନ କରିବାକୁ ଲକ୍ଷ୍ୟ ରଖିଛି ବିଏମସି । ଏନେଇ ବିଏମସି ସୋସିଆଲ ମିଡିଆରେ ସୂଚନା ଦେଇଛି। ଚଳିତବର୍ଷ ପଥ ଉତ୍ସବର ବିଶେଷତା ହେଉଛି ରାଜଧାନୀରେ ଜାନୁଆରୀ ୮ରୁ ୧୦ ଯାଏ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ ଅତିଥି ମାନଙ୍କୁ ସ୍ୱାଗତ କରିବା।

୨୨ ତାରିଖ ରବିବାର ଦିନ ମାଷ୍ଟରକ୍ୟାଣ୍ଟିନ ଛକରୁ ରାମମନ୍ଦିର ଯାଏଁ ଅନୁଷ୍ଠିତ ହେବ ପଥ ଉତ୍ସବ। ମାଷ୍ଟରକ୍ୟାଣ୍ଟିନ ଛକରେ ମୁଖ୍ୟ ମଞ୍ଚ ରହିବ ଓ ରାମ ମନ୍ଦିର ନିକଟରେ ଦ୍ବିତୀୟ ମଞ୍ଚ ନିର୍ମାଣ କରାଯିବ । ନାଚ, ଗୀତ, ଝୋଟି, ଯୋଗ, ସ୍କେଟିଂ, ସାଇକେଲିଂ, ବାସ୍କେଟ ବଲ, ଲୁଡୁ, କୁଇଜ୍ କମ୍ପିଟିସନ, ରଙ୍ଗୋଲୀ, ମ୍ୟାଜିକ ଶୋ, କ୍ଲେ ଆର୍ଟ, ଫେସ୍ ପେଣ୍ଟିଂ, ଜୁମ୍ବା ଆଦି ବିଭିନ୍ନ କାର୍ଯ୍ୟକ୍ରମ କରାଯିବ । ପଥ ଉତ୍ସବକୁ ପରିଚାଳନା କରିବାକୁ ବିଭିନ୍ନ ଅଧିକାରୀଙ୍କୁ ଦାୟିତ୍ବ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

President Droupadi Murmu to visit Odisha: କଡ଼ାକଡ଼ି ହେବ ସୁରକ୍ଷା ବ୍ୟବସ୍ଥା, ମୁତୟନ ହେବେ…

ଭୁବନେଶ୍ୱର,୩୧।୧: President Droupadi Murmu to visit Odisha ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ପୋଲିସ ପକ୍ଷରୁ ଆଗୁଆ ପ୍ରସ୍ତୁତି ଆରମ୍ଭ ହୋଇଛି। ବ୍ଲୁ ବୁକ୍‌ ସୁରକ୍ଷା…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ନବୀନ ନିବାସରୁ ବାହାରି ବଡ଼ ସୂଚନା ଦେଲେ କଳିକେଶ: କହିଦେଲେ ସାଂଘାତିକ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର,୩୧।୧: ନବୀନ ନିବାସରୁ ବାହାରିଲେ କଳିକେଶ ନାରାୟଣ ସିଂହଦେଓ। ଏହି ସମୟରେ ଗଣମାଧ୍ୟମ ଜରିଆରେ କଳିକେଶ ବଡ଼ ସୂଚନା ଦେଇ କହିଛନ୍ତି, ଓଡ଼ିଶା ଲାଗି କାମ କରିବା…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜଧାନୀ ମହିଳାଙ୍କ ପାଇଁ ନେଲେ ଏହି ପଦକ୍ଷେପ, ଏଣିକି ମିଳିବ…

ଭୁବନେଶ୍ୱର,୩୧ା୧: ରାଜଧାନୀ ମହିଳା ଯାତ୍ରୀଙ୍କ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ମହିଳାଙ୍କ ସୁରକ୍ଷା ଏବଂ…

ହଠାତ୍‌ ନବୀନ ନିବାସରେ ପହଞ୍ଚିଲେ କଳିକେଶ, ମିଳିବ ବଡ଼ ଦାୟିତ୍ୱ!

ଭୁବନେଶ୍ୱର,୩୧।୧: ନବୀନ ନିବାସରେ ପହଞ୍ଚିଲେ କଳିକେଶ ନାରାୟଣ ସିଂହଦେଓ।କଳିକେଶଙ୍କୁ ବଡ଼ ଦାୟିତ୍ୱ ମିଳିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି । କଳିକେଶଙ୍କୁ ନେତୃତ୍ୱ ଦେବା ପାଇଁ ୨…

ବିଜେଡିରେ ଥମୁନି କଳିକେଶ ଚର୍ଚ୍ଚା, ବାହାରୁ ସମର୍ଥନ ଭିତରେ ବିରୋଧ

ଭୁବନେଶ୍ୱର,୩୧ା୧: ପୂର୍ବତନ ଏମ୍‌ପି ତଥା ବଲାଙ୍ଗୀର ବିଜେଡି ବିଧାୟକ କଳିକେଶ ନାରାୟଣ ସିଂଦେଓଙ୍କୁ ନେଇ ଚର୍ଚ୍ଚା ଥମୁନି। ତାଙ୍କ ନେତୃତ୍ୱକୁ ନେଇ ଜିଲା ବାହାରୁ ସମର୍ଥନ ପରେ…

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଭୁବନେଶ୍ୱର କ୍ୟାପିଟାଲ ଥାନା ଅଞ୍ଚଳରେ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟର୍ସରୁ ଘରୋଇ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri