ରାଜଧାନୀରେ ପୁଣି ଜମିବ ପଥ ଉତ୍ସବ, ଡିସେମ୍ବର ୨୨ ରୁ ଆରମ୍ଭ

ଭୁବନେଶ୍ୱର,୧୯।୧୨: ଆସନ୍ତା ୨୨ ତାରିଖରୁ ଭୁବନେଶ୍ବରରେ ପାଳିତ ହେବ ପଥ ଉତ୍ସବ। ବିଗତ ବର୍ଷମାନଙ୍କୁ ଦୃଷ୍ଟିରେ ରଖି ନୂଆ ଢଙ୍ଗ ଓ ନୂଆ ରୂପରେ ଏହାକୁ ପାଳନ କରିବାକୁ ଲକ୍ଷ୍ୟ ରଖିଛି ବିଏମସି । ଏନେଇ ବିଏମସି ସୋସିଆଲ ମିଡିଆରେ ସୂଚନା ଦେଇଛି। ଚଳିତବର୍ଷ ପଥ ଉତ୍ସବର ବିଶେଷତା ହେଉଛି ରାଜଧାନୀରେ ଜାନୁଆରୀ ୮ରୁ ୧୦ ଯାଏ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ ଅତିଥି ମାନଙ୍କୁ ସ୍ୱାଗତ କରିବା।

୨୨ ତାରିଖ ରବିବାର ଦିନ ମାଷ୍ଟରକ୍ୟାଣ୍ଟିନ ଛକରୁ ରାମମନ୍ଦିର ଯାଏଁ ଅନୁଷ୍ଠିତ ହେବ ପଥ ଉତ୍ସବ। ମାଷ୍ଟରକ୍ୟାଣ୍ଟିନ ଛକରେ ମୁଖ୍ୟ ମଞ୍ଚ ରହିବ ଓ ରାମ ମନ୍ଦିର ନିକଟରେ ଦ୍ବିତୀୟ ମଞ୍ଚ ନିର୍ମାଣ କରାଯିବ । ନାଚ, ଗୀତ, ଝୋଟି, ଯୋଗ, ସ୍କେଟିଂ, ସାଇକେଲିଂ, ବାସ୍କେଟ ବଲ, ଲୁଡୁ, କୁଇଜ୍ କମ୍ପିଟିସନ, ରଙ୍ଗୋଲୀ, ମ୍ୟାଜିକ ଶୋ, କ୍ଲେ ଆର୍ଟ, ଫେସ୍ ପେଣ୍ଟିଂ, ଜୁମ୍ବା ଆଦି ବିଭିନ୍ନ କାର୍ଯ୍ୟକ୍ରମ କରାଯିବ । ପଥ ଉତ୍ସବକୁ ପରିଚାଳନା କରିବାକୁ ବିଭିନ୍ନ ଅଧିକାରୀଙ୍କୁ ଦାୟିତ୍ବ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri