ସରକାରୀ ଡାକ୍ତରଖାନାରେ ଅନ୍ଧାରରେ ରୋଗୀ ସେବା

ରାଉରକେଲା,୩।୧୨(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସରକାରୀ ଡାକ୍ତରଖାନା ଅନ୍ତଃବିଭାଗରେ ରବିବାର ପୂର୍ବାହ୍ନରେ ଦୀର୍ଘ ସମୟ ଧରି ବିଦ୍ୟୁତ୍‌ କାଟ୍‌ ଯୋଗୁ ରୋଗୀସେବା ବ୍ୟାହତ ହୋଇଥିଲା। ବିଭାଗରେ କାର୍ଯ୍ୟରତ ନର୍ସ କକ୍ଷ ମଧ୍ୟ ଅନ୍ଧାର ରହିଥିଲା।

ଏ ନେଇ ଆରଜିଏଚ୍‌ ନିର୍ଦ୍ଦେଶକ ଡାକ୍ତର ଗଣେଶ ପ୍ରସାଦ ଦାସଙ୍କୁ ପଚାରିବାରୁ ଆରଜିଏଚରେ ଏବେ ଯୋଗ ଦେଇଛି। ବିଦ୍ୟୁତ ସଂକ୍ରାନ୍ତ ସମସ୍ୟା ବିଷୟରେ ଅବଗତ ହୋଇ ତୁରନ୍ତ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ହିଂସାରୁ ମହିଳାଙ୍କୁ କିପରି ସୁରକ୍ଷା ଦେବ ଆଇନ

ଦିଗପହଣ୍ଡି,୨୬।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି (ଟିଏଲଏସସି )ପକ୍ଷରୁ ଗୁରୁବାର ସ୍ଥାନୀୟ ମିଶନ ଶକ୍ତି ଭବନ ପରିସରରେ ଏକ ଆଇନ…

ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ

ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା…

ଭାରତ୍ତୋଳନରେ ଦୀପାରାଣୀଙ୍କୁ ରୌପ୍ୟ

ଚିକିଟି, ୨୭ା୩ (ପ୍ରକାଶ ଚନ୍ଦ୍ର ସାହୁ ): ଛତିଶଗଡ ରାଇପୁର ସ୍ଥିତ ପଣ୍ଡିତ ରବି ଶଙ୍କର ବିଶ୍ୱ ବିଦ୍ୟାଳୟର ଖେଳ ପଡ଼ିଆ ପରିସରରେ ଗୁରୁବାର ଜାତୀୟସ୍ତରୀୟ ଉଦ୍‌ଘାଟିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri