ରୋଗୀଙ୍କ ମୃତ୍ୟୁକୁ ନେଇ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଲଙ୍କାକାଣ୍ଡ

ବଲାଙ୍ଗୀର ଅଫିସ, ୮।୩: ବଲାଙ୍ଗୀର ଭୂର୍ଷିପାଲି ଗ୍ରାମର ଜଣେ ଯୁବକଙ୍କର ଚିକିତ୍ସାଧୀନ ଅବସ୍ଥାରେ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ସୋମବାର ସକାଳେ ମୃତ୍ୟୁ ଘଟିଥିଲା । ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗରେ ହସ୍ପିଟାଲରେ ଉତ୍ତେଜନା ଦେଖାଦେଇଛି। ରୋଗୀ ପରିଜନମାନେ ଉତ୍ତ୍ୟକ୍ତ ହୋଇ ସେଠାରେ ଥିବା ଡାକ୍ତର ଓ ନର୍ସଙ୍କୁ ଆକ୍ରମଣ କରିବା ସହ ଭଙ୍ଗାରୁଜା କରିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆକ୍ରମଣକାରୀଙ୍କୁ କାବୁ କରିଥିଲେ । ପୋଲିସ କାର୍ଯ୍ୟାନୁଷ୍ଠାନରେ ରୋଗୀ ପରିଜନ ମଧ୍ୟ ଆହତ ହୋଇଛନ୍ତି । କିଛି ସମୟ ପାଇଁ ହସ୍ପିଟାଲ ପରିସର ରଣକ୍ଷେତ୍ର ପାଲଟିଥିଲା । ଏହି ଘଟଣାରେ ପୋଲିସ ୯ଜଣଙ୍କୁ ଅଟକ ରଖିଛି । ଉଭୟ ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

ବଜେଟ୍ ଅଧିବେଶନ: ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ, ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ

ଭୁବନେଶ୍ବର,୧୭।୨:  ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ । ୨୦୩୬ରେ ଓଡ଼ିଶା…

ଆମେ ବଞ୍ଚିଥିଲୁ ହେଲେ….ପୁଅର ମୃତ୍ୟୁକୁ ସହିନପାରି ଝୁଲି ପଡ଼ିଲେ ବାପା ମାଆ

ରାୟପୁର,୧୭।୨: ଛତିଶଗଡ଼ର ଜାଞ୍ଜଗିର-ଚମ୍ପା ଜିଲାର ଧାରଦେଇ ଗାଁରୁ ସାମ୍ନାକୁ ଆସିଛି ଦୁଃଖଦ ଘଟଣା । ଘର ଅଗଣାରେ ଏକ ନିମ ଗଛରେ ଝୁଲୁଥିବା ଅବସ୍ଥାରେ ଏକ ଦମ୍ପତିଙ୍କ ମୃତଦେହ…

ବାଂଲାଦେଶର ପ୍ରଥମ Shadow କ୍ୟାବିନେଟ! ବିରୋଧୀଙ୍କ ‘ୱାଚଡଗ’ ଯୋଜନା ସ୍ବଚ୍ଛତା ଆଣିବ ନା ନୂଆ ବିବାଦ ସୃଷ୍ଟି କରିବ? ଜାଣନ୍ତୁ…

ଢାକା,୧୭।୨: ଗତ କିଛି ଦିନ ଧରି, ବାଂଲାଦେଶୀ ରାଜନୀତିରେ ଏକ ନୂତନ କାର୍ଯ୍ୟକାଳ ଆରମ୍ଭ ହୋଇଛି, Shadow କ୍ୟାବିନେଟ। ଫେବୃଆରୀ ୧୨, ୨୦୨୬ରେ ଅନୁଷ୍ଠିତ ୧୩ତମ ସଂସଦୀୟ…

ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର

ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…

ଫାଇନାଲ ଷ୍ଟେଜରେ ଭାରତ-ଆମେରିକା ଟ୍ରେଡ ଡିଲ! ଏହିଦିନ ଆମେରିକା ଯିବ ଭାରତୀୟ ଟିମ୍‌

ନୂଆଦିଲ୍ଲୀ,୧୭।୨: ବାଣିଜ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏବଂ ଭାରତର ମୁଖ୍ୟ ଆଲୋଚନାକାରୀ ଦର୍ପଣ ଜୈନ ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କର ଲକ୍ଷ୍ୟ…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri