ଡ୍ରୋନ୍‌ରେ ପଠାଗଲା ରୋଗୀଙ୍କ ରକ୍ତ ନମୁନା

କେସିଙ୍ଗା,୨୧।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହର ବିଦ୍ୟାପୀଠ ଖେଳ ପଡ଼ିଆରୁ ସୋମବାର ୧୫ ଜଣ ରୋଗୀଙ୍କ ରକ୍ତ ନମୁନା ଗ୍ରହଣ କରି ପରୀକ୍ଷା ପାଇଁ ଡ୍ରୋନ ଯୋଗେ ଭବାନୀପାଟଣା ମୁଖ୍ୟ ଡାକ୍ତରଖାନାକୁ ପଠାଯାଇଛି।

ଆଦିବାସୀ ବହୁଳ ଅଞ୍ଚଳରେ ସରକାର ସ୍ବାସ୍ଥ୍ୟ ସେବାକୁ ଗୁରୁତ୍ୱ ଦେବା ସହ ଯକ୍ଷ୍ମା ରୋଗର ନିରାକରଣ ପାଇ ଡ୍ରୋନ ସେବାର ଆରମ୍ଭ କରାଯାଇଛି। ଡ୍ରୋନ୍‌ ସେବା ମାଧ୍ୟମରେ ରୋଗୀଙ୍କ ରକ୍ତ ସମୁନା କମ୍‌ ସମୟ ମଧ୍ୟରେ ପରୀକ୍ଷା କେନ୍ଦ୍ରକୁ ପହଞ୍ଚିପାରିବ ବୋଲି କେସିଙ୍ଗା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

କୁଲାଡ ବାହୁଡ଼ା ଯାତ୍ରା: ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟକ୍ତି….

ଭଞ୍ଜନଗର,୨୪।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କୁଲାଡ ବାହୁଡ଼ା ଯାତ୍ରା ଐତିହାସିକ ଓ ପ୍ରସିଦ୍ଧ। ଭଞ୍ଜ ରାଜବଂଶଙ୍କ ପକ୍ଷରୁ ଶହ ଶହ ବର୍ଷ ଧରି…

ବାଘ ସହ ୩୦ ମିନିଟର ଲଢେଇ: ଯୁବକ ଗୁରୁତର

ନୀଳଗିରି, ୨୪।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): କୁଳଡିହା ଅଭୟାରଣ୍ୟ ନିକଟରେ ବାଘ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ପ୍ରଥମେ ତାଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

ଜମି ଦେବାକୁ କହି ୯୨ ଲକ୍ଷ ଟଙ୍କାର ଠକେଇ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୪।୭: ଜମି ବିକ୍ରି ନାଁରେ ୯୨ ଲକ୍ଷ ଟଙ୍କାର ଠକେଇ ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଭୁବନେଶ୍ୱରର ମେହେରପଲ୍ଲୀ ଓ ମେଣ୍ଢାଶାଳ…

ଆନ୍ଧ୍ରରୁ ଚୋରି ଗଞ୍ଜାମରେ ଚାଲାଣ: ୫ ଦାମୀ ବାଇକ ସହ ଯୁବକ ଗିରଫ

ଛତ୍ରପୁର, ୨୪।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ପଡ଼ୋଶୀ ରାଜ୍ୟ ଆନ୍ଧ୍ର ପ୍ରଦେଶରୁ ୫ଟି ଦାମୀ ମୋଟରସାଇକେଲ ଚୋରି କରି ଗଞ୍ଜାମ ଜିଲାରେ ଚାଲାଣ କରୁଥିବା ଜଣେ ଯୁବକଙ୍କୁ…

ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ: କାଲିଠୁ ୨୭ ଯାଏଁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୪।୭ ବଙ୍ଗୋପସାଗରରେ ପାଣିପାଗ ପରିସ୍ଥିତି ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଭାରତୀୟ ପାଣିପାଗ ବିଭାଗ (IMD) ଓଡ଼ିଶା ଉପକୂଳର ମତ୍ସ୍ୟଜୀବୀମାନଙ୍କ ପାଇଁ ସତର୍କ ସୂଚନା ଜାରି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri