ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ ଏକ ହୋଟେଲରେ ଆମ୍ରାପାଲି କ୍ଲାସିକ ପିଓସିକ୍ୟୁଆଇ(POCQI) ପ୍ରକଳ୍ପର ଶୁଭାରମ୍ଭ ହୋଇଯାଇଛି।

ସ୍ବାସ୍ଥ୍ୟ କେନ୍ଦ୍ରରେ ମିଳୁଥିବା ସେବାଗୁଡ଼ିକର ଗୁଣବତ୍ତାକୁ ଉନ୍ନତ କରି ଆୟୁଷମାନ ଅରୋଗ୍ୟ ମନ୍ଦିର ଏବଂ ଆୟୁଷମାନ ଆରୋଗ୍ୟ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ମିଳୁଥିବା ଅଣ ସଂକ୍ରାମକ ସେବା ଯଥା ଉଚ୍ଚ ରକ୍ତ ଚାପ, ଡାଇବେଟିସର ସେବାର ଗୁଣବତ୍ତାକୁ ଉନ୍ନତ କରି ରୋଗୀଙ୍କୁ ସେବା ଯୋଗାଇଦେବା ଏହାର ମୁଖ୍ୟ ଲକ୍ଷ୍ୟ। ଏପରିକି ସ୍ବାସ୍ଥ୍ୟ ସେବାରେ ସମାନତା, ନ୍ୟାୟ ପ୍ରତିଷ୍ଠା ଏବଂ ପିଓସିକ୍ୟୁଆଇ ଉଦ୍ୟମରେ ଅଧିକ ପ୍ରସାର ପ୍ରଚାର କରିବା କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ରହିଛି।

ଉଦ୍‌ଘାଟନୀ ସମାରୋହରେ ଅତିରିକ୍ତ ଜିଲାପାଳ ବୈତାରୁ ଦୀପ, ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଏହି ଉତ୍ସବକୁ ଉଦ୍‌ଘାଟନ କରିଥିଲେ। ଉକ୍ତ ସେବାଗୁଡିକ ଭୁବନେଶ୍ୱର ଏମ୍ସ ପକ୍ଷରୁ ସହାୟତା ଯୋଗାଇବା ଦେବା ପାଇଁ ସ୍ଥିର ହୋଇଛି।

ଏଥିରେ ଡ଼ା.ରାକେଶ କୁମାର ସାହୁ, ଡ.ଦେବୀ ପ୍ରସାଦ ମହାପାତ୍ର, ଦିଲୀପ କୁମାର ଦୁବେ ଡିପିଏମ୍‌ କଳାହାଣ୍ଡି ଏନଏଚ୍‌ଏମ, ଡ .ଆନନ୍ଦ କ୍ରୀଷ୍ଣା, ଡ.ମୋହନ ବୈରୱା ନ୍ୟୁ ଦିଲ୍ଲୀ ଏମ୍ସ, ଡ.ବିନୋଦ କୁମାର ପାତ୍ର ଏମ୍ସ ଭୁବନେଶ୍ୱର ପ୍ରମୁଖ ଯୋଗଦେଇ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟକେନ୍ଦ୍ରରେ ଅଭାବନୀୟ ଘଟଣା, ଛାତି ବିନ୍ଧୁଥିବା ବ୍ୟକ୍ତିଙ୍କୁ କୁକୁର କାମୁଡ଼ା ଇଞ୍ଜେକ୍ସନ ଦେଇଦେଲେ ଫାର୍ମାସିଷ୍ଟ

କେନ୍ଦ୍ରାପଡ଼ା,୧୩ା୫(ଜଗନ୍ନାଥ ଧଳ): କୁକୁର କାମୁଡା ରୋଗୀ ବଦଳରେ ଅନ୍ୟଜଣେ ଯୁବକଙ୍କୁ କୁକୁର କାମୁଡା ଇଞ୍ଜେକ୍ସନ ଦେଇଦେଲେ ଫାର୍ମାସିଷ୍ଟ । କେନ୍ଦ୍ରାପଡା ଜିଲା କୁଦାନଗରୀ ଥାନା ଅନ୍ତର୍ଗତ କରିଲୋପାଟଣା…

ବୃଦ୍ଧ କାଳେ ଯୌନ ପୀପାସୁ ହେଲା କାଳ, ନାବାଳିକାଙ୍କୁ ବଳାତ୍କାର କରି…

କଟକ,୧୩ା୫(ପ୍ରଭୁକଲ୍ୟାଣ ପାଲ୍‌): ବୃଦ୍ଧ କାଳେ ଯୌନ ପୀପାସୁ ହେବା କାଳ। ଚକୋଲେଟ୍‌ ଦେଇ କରିଥିଲେ ନୃଶଂସତା। ନାବାଳିକାଙ୍କୁ ବଳାତ୍କାର ମାମଲାରେ ୬୧ ବର୍ଷୀୟ ଆସମୀକୁ ସଜା ଶୁଣାଇଲେ…

ଭୁବନେଶ୍ୱରରେ ଶେଷ ହେଉଛି ପେଟ୍ରୋଲ! ମନ୍ତ୍ରୀ କହିଲେ କାଲିଠୁ…

ଭୁବନେଶ୍ୱର,୧୩।୫: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଅନ୍ତର୍ଜାତୀୟ ବଜାରରେ ବଢ଼ିବାରେ ଲାଗିଛି ଅଶୋଧିତ ତୈଳ ଦର । ଏହା ପ୍ରଭାବରେ ଭାରତରେ ତେଲ ସଂକଟ ଦେଖାଦେଲାଣି । ଓଡ଼ିଶାର…

ଆରଡି ଛକରୁ ହଟିଲା ଜବରଦଖଲ: ଦୀର୍ଘ ବର୍ଷର ପ୍ରତୀକ୍ଷା ପରେ…

ଭଦ୍ରକ, ୧୩।୫(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥ ସର୍ଭିସ ରୋଡ଼ର ଭଦ୍ରକ ଆରଡ଼ି ଛକରୁ ହଟିଲା ଜବରଦଖଲ। ଦୀର୍ଘ ବର୍ଷର ପ୍ରତୀକ୍ଷା ପରେ ଜିଲା ପ୍ରଶାସନ…

ମୋଦିଙ୍କ ସୁରକ୍ଷାରେ ପ୍ରତି ଘଣ୍ଟାରେ ଖର୍ଚ୍ଚ ହୁଏ କେତେ ଟଙ୍କା? ସିକ୍ୟୁରିଟି ବଜେଟ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେବଳ ତାଙ୍କ ରାଜନୀତି ପାଇଁ ନୁହେଁ ବରଂ ତାଙ୍କର ସରଳ ଜୀବନଶୈଳୀ ଏବଂ ଶୃଙ୍ଖଳିତ ଦୈନନ୍ଦିନ କାର୍ଯ୍ୟ ପାଇଁ ମଧ୍ୟ ଜଣାଶୁଣା।…

ପୁଣି ଛିଣ୍ଡିଗଲା ଗାନ୍ଧୀଛକରେ ତ୍ରିରଙ୍ଗା, ଦେଖନ୍ତୁ ଭିଡିଓ..

ବରଗଡ,୧୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ସୌନ୍ଦର୍ଯ୍ୟକରଣ ପାଇଁ ସ୍ଥାନୀୟ ଗାନ୍ଧିଛକରେ ସୁଉଚ୍ଛରେ ଜାତୀୟ ପତାକା ତ୍ରିରଙ୍ଗା ଉଡାଯାଇଛି। ତେବେ ଜିଲାର ଉଚ୍ଚତମ ଏହି ତ୍ରିରଙ୍ଗାର କିଛି ଅଂଶ…

ମମତା ବାଜାର୍ଜୀଙ୍କ ପାଖଲୋକ ଛାଡିଲେ ପଦ, ବଙ୍ଗଳା ରାଜନୀତିରେ ହଲଚଲ!

କୋଲକାତା,୧୩।୫: ପଶ୍ଚିମବଙ୍ଗରେ ସରକାର ପରିବର୍ତ୍ତନ ପରେ, ପଶ୍ଚିମବଙ୍ଗ ମହିଳା କମିଶନର ଅଧ୍ୟକ୍ଷା ଲୀନା ଗଙ୍ଗୋପାଧ୍ୟାୟ ଇସ୍ତଫା ଦେଇଛନ୍ତି। ସେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହେବା ପୂର୍ୱରୁ ତାଙ୍କ…

ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ ସ୍ନାତକ ପରୀକ୍ଷା ଫଳ ପ୍ରକାଶ: ମୋନାଲିସା ଟପ୍ପର

ଖୋର୍ଦ୍ଧା,୧୩ା୫(ପ୍ରଭାତ ପାଣିଗ୍ରାହୀ): ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ଅଷ୍ଟାଦଶ ତମ ଶେଷବର୍ଷ ସ୍ନାତକ ପାଠ୍ୟକ୍ରମର କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏହି ପରୀକ୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri