ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ବିଭ୍ରାଟ, ସକାଳ ୯ଟା ୪୫ରେ ହେଲା ପତିତପାବନଙ୍କ ଆଳତି

ପୁରୀ ୨/୨( ଅଜିତ୍ କୁମାର ମହାନ୍ତି ):  ପୁରୀ ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ପୁଣି ବିଭ୍ରାଟ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ମହାପ୍ରଭୁଙ୍କ ନୀତିକୁ ଗୁରୁତ୍ଵ ଦେଇ ଆସୁଥିବା ବେଳେ ଅନେକ ସମୟରେ ନୀତିରେ ବିଳମ୍ବ ଦେଖିବାକୁ ମିଳୁଛି। ଯାହାକୁ ନେଇ ଭକ୍ତଙ୍କ ମହଲରେ ଅସନ୍ତୋଷ ଦେଖା ଦେଇଛି । ଶୁକ୍ରବାର ବିଳମ୍ବରେ ଶ୍ରୀମନ୍ଦିର ଗୁମୁଟରେ ଥିବା ପତିତପାବନଙ୍କ ଦ୍ଵାର ବିଳମ୍ବରେ ଖୋଲାହେବା ପରେ ଆଳତି ସମ୍ପନ୍ନ କରାଯାଇଛି ।

ବିଶ୍ୱାସ ରହିଛି ମହାପ୍ରଭୁଙ୍କ ଦର୍ଶନ ଯେଉଁମାନେ କରି ପାରନ୍ତି ନାହିଁ, ସେମାନେ ସିଂହଦ୍ୱାର ଗୁମୁଟରେ ଥିବା ପତିତପାବନଙ୍କ ଦର୍ଶନ କରିଥାନ୍ତି । ତେଣୁ ପ୍ରତ୍ୟେକ ଦିନ ସିଂହଦ୍ୱାର ସମ୍ମୁଖରେ ଭକ୍ତମାନେ ଦର୍ଶନ କରି କାର୍ଯ୍ୟ ଆରମ୍ଭ କରିଥାନ୍ତି । ଶ୍ରୀମନ୍ଦିର ଦ୍ଵାର ଖୋଲା ହେବା ପରେ ପତିତପାବନଙ୍କ ମନ୍ଦିର ଦ୍ଵାରା ଖୋଲାଯାଇଥାଏ । ମାତ୍ର ଶୁକ୍ରବାର ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଥିଲା । ପୂର୍ବାହ୍ନ ୯ ଟା ୪୫ ମିନିଟରେ ପତିତପାବନଙ୍କ ମନ୍ଦିର ଦ୍ଵାରା ଖୋଲା ଯାଇ ଆଳତି କରାଯାଇଥିଲା । ଯାହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ପାଳିଆଙ୍କ ବ୍ୟକ୍ତିଗତ କାରଣ ଯୋଗୁ ଏପରି ଵିଳମ୍ୱ ହୋଇଥିବା ସୂଚନା ମିଳିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?