ଶ୍ରୀମନ୍ଦିର ପତିତପାବନ ବାନା ଦର ବଢ଼ିଲା

ପୁରୀ ଅଫିସ,୧ା୪ : ଶ୍ରୀମନ୍ଦିର ପତିତପାବନ ଓଲାଗି ବାନା ଦର ବୃଦ୍ଧି କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ପ୍ରତିଦିନ ନୀଳଚକ୍ରରୁ ଓଲାଗି ହେଉଥିବା ୧୪ ହାତ ବିଶିଷ୍ଟ ବାନା ଦରକୁ ୩୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ଦର ୨୦୦ ଟଙ୍କା ଥିଲା। ଏପ୍ରିଲ ପହିଲାରୁ ଏହି ଦର  ନୂତନ ଦର ଲାଗୁ ହେଲା ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭୁବନେଶ୍ୱର ପାଳୁଛି ପ୍ରତିଷ୍ଠା ଦିବସ, ଏହି ଦିନରେ…

ଭୁବନେଶ୍ୱର,୧୩ା୪: ଆଜି ଅର୍ଥାତ୍‌ ସୋମବାର ୭୯ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର। ଆଜି ରାଜଧାନୀ ୭୮ ତମ ପ୍ରତିଷ୍ଠା ଦିବସ ପାଳି ୭୯ ବର୍ଷରେ ପାଦ…

ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ଉଗ୍ର ପ୍ରଦର୍ଶନ, ପୋଲିସ ଉପରକୁ ପଥର ମାଡ଼

ନୋଏଡା,୧୩।୪: ନୋଏଡାର ବିଭିନ୍ନ ସେକ୍ଟରର ବିଭିନ୍ନ କମ୍ପାନୀର କର୍ମଚାରୀମାନେ ସୋମବାର ଦରମା ବୃଦ୍ଧି ଦାବିରେ ରାସ୍ତାକୁ ଓହ୍ଲାଇଥିଲେ। ଗତ ତିନିରୁ ଚାରି ଦିନ ଧରି ଚାଲିଥିବା ଏହି…

ବେପରୁଆ ବୟାନ ଦେଲେଣି ଟ୍ରମ୍ପ, ଇରାନକୁ ନେଇ କହିଲେ ଏମିତି କଥା ସାରା ବିଶ୍ୱ ଚକିତ

ଓ୍ବାଶିଂଟନ,୧୩।୪: ଇସଲାମାବାଦରେ ଆଲୋଚନା ଭାଙ୍ଗିବା ପରେ ଡୋନାଲ୍ଡ ଟ୍ରମ୍ପ ଏକ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଯେ ଇରାନ ପରମାଣୁ ଅସ୍ତ୍ର ରଖିବା…

ପରିଶ୍ରମ ଅନୁଯାୟୀ ମହୁଲ ଫୁଲ ସଂଗ୍ରହକାରୀଙ୍କୁ ମିଳୁନି ମୂଲ, ଜୀବିକାକୁ ଆଦରି ନେଇ…

ବରଗଡ଼/ଝାରବନ୍ଧ,୧୩।୪(ପ୍ରେମାନନ୍ଦ ଖମାରୀ/ ଦେବେନ୍ଦ୍ର ସାହୁ): ଲଘୁ ବନଜାତ ଦ୍ରବ୍ୟ ମଧ୍ୟରୁ ମହୁଲ ଫୁଲ ଅନ୍ୟତମ। ଫାଲଗୁନ ମାସ ଆସିବା ମାତ୍ର ଏହି ଫୁଲ ଗଛରେ ଦେଖିବାକୁ ମିଳେ।…

ମା’ ରାମଚଣ୍ଡୀଙ୍କ ଚନ୍ଦନ ପୋଖରୀରେ ଆଣ୍ଠୁଏ ପାଣି, ମେଳାରେ ସମସ୍ୟା ଭୋଗିବେ ବ୍ୟବସାୟୀ, ଅସନ୍ତୋଷ ପ୍ରକାଶ କରି…

ମହାକାଳପଡ଼ା,୧୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗରସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିରରେ ଦିନକ ପରେ ପଣା ସଂକ୍ରାନ୍ତି ଓ ଝାମୁଯାତ୍ରା…

ଆମେରିକା-ଇରାନ ଶାନ୍ତି ଆଲୋଚନା ମଧ୍ୟରେ ଆସିଲା ଏହି ବ୍ୟକ୍ତିଙ୍କର ଗୋଟିଏ ଫୋନ କଲ୍‌, ସବୁ ହୋଇଗଲା ଓଲଟପାଲଓ!

ଇସଲାମାବାଦ,୧୩।୪: ଇରାନ ଦାବି କରିଛି ଯେ ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବିବାଦ ସମାଧାନ ପାଇଁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ଦ୍ୱାରା ଆମେରିକାର ଉପରାଷ୍ଟ୍ରପତି…

ଏଇ ଭାରତରେ

ସଡ଼କ ପଥରେ ଯାତ୍ରୀଙ୍କ ସୁରକ୍ଷା ନିଶ୍ଚିତ କରିବା ପାଇଁ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ। ଯେ…

ସଂସ୍କୃତିକୁ ପ୍ରୋତ୍ସାହନ

ଓଡ଼ିଆ ଘରର ଗାଥା-ଗୌରବ, ଚାଲିଚଳଣି, ଖାଦ୍ୟ ପାନୀୟ, ପୋଷାକ ପରିଧାନ, ସଂସ୍କୃତି ଓ ପରମ୍ପରାକୁ ବିଶ୍ୱବିଦିତ କରିବା ଲକ୍ଷ୍ୟରେ ଏପ୍ରିଲ ପହିଲାରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri