ପାଟଖଣ୍ଡା ଯାତ୍ରା ସମ୍ପନ୍ନ: ମାନସିକଧାରୀ ପକାଇଲେ ବଳି

କର୍ଲାମୁଣ୍ଡା:୧୯।୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଧୀନ ତେରେସିଂହାଠାରେ ଚାଲିଥିବା ମା’ ପାଟଖଣ୍ଡାଙ୍କ ଯାତ୍ରା ଗୁରୁବାର ସମ୍ପନ୍ନ ହୋଇଯାଇଛି। ଯାତ୍ରାରେ ମା’ଙ୍କୁ ଦର୍ଶନ କରିବା ପାଇଁ ଆଖପାଖ ଅଞ୍ଚଳର ଭକ୍ତଙ୍କ ସମାଗମ ହୋଇଥିଲା । ମାନସିକ କରିଥିବା ଭକ୍ତମାନେ ବୋଦା, କୁକୁଡ଼ା ବଳି ପକାଇଥିଲେ। ଯାତ୍ରା ତେରେସିଂହା ସ୍କୁଲ ପଡ଼ିଆର ଗୋଟିଏ ପାର୍ଶ୍ୱରେ ତେରେସିଂହା ଓ ଅପର ପାର୍ଶ୍ୱରେ ବେଲପଡ଼ାର ଯାତ୍ରା ହୋଇଥାଏ। ତେରେସିଂହା ଯାତ୍ରା ଖଳା ପଡ଼ିଆ ଓ ବେଲପଡ଼ା ଯାତ୍ରା ଖଳାରେ ଶହ ଶହ ଭକ୍ତଙ୍କର ଭିଡ଼ ଦେଖିବାକୁ ମିଳିଥିଲା।

ଯାତ୍ରା କୈବର୍ତ୍ତ ସମ୍ପ୍ରଦାୟର ହୋଇଥିଲେ ହେଁ ଏଥିରେ ବିଭିନ୍ନ ଜାତିର ଲୋକ ବାର୍‌ ଦେହେଲିଆ ଭାବେ ରହିଥାନ୍ତି। ଯାତ୍ରାର ୮ ଦିନ ପୂର୍ବରୁ ଗୁଡ଼ି ପ୍ରବେଶ ହୋଇ ପ୍ରତି ଦିନ ସନ୍ଧ୍ୟାରେ ମା’ଙ୍କ ପୂଜା ହୋଇଥାଏ l ଯାତ୍ରାର ଏକ ଲୋକ ବିଶ୍ୱାସ ଆଜିବି ରହିଆସିଛି। ତେରେସିଂହା ଯାତ୍ରାର ମୁଖ୍ୟ ପୂଜକ ଦମ୍ବୋଦର ନାଏକ, ବରୁଆ ବିବେକାନନ୍ଦ ନାଏକ ଓ ମିନକେତନ ନାଏକ, ଛତ୍ରିଆ ଗୋପାଳ ନାଏକ, ଯାତ୍ରା କମିଟି ସଭାପତି ରୁଦ୍ର ଭୋଇ, ସମ୍ପାଦକ ସୁବିନ୍ଦ୍ର ରଣା,ସନାତନ ନାଏକ, ଧର୍ମ ରଣା, ଲତାବନ ରଣା, ଦୈତାରି ନାଏକ, ଜଗବନ୍ଧୁ ଭୋଇ, ଗୋପାଳ ବାଗ ପ୍ରମୁଖଙ୍କ ସମେତ ଗ୍ରାମବାସୀ ବିଭିନ୍ନ କାର୍ଯ୍ୟରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

ଲଭ୍, ସେକ୍ସ ଓ ଧୋକା: ବନ୍ଧା ହେଲେ ଡାକ୍ତର

ଭୁବନେଶ୍ୱର, ୨୨।୬: ପ୍ରେମ ସମ୍ପର୍କର ଆଳରେ ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ପ୍ରାୟ ୩୦ ଲକ୍ଷ ଟଙ୍କା ମୂଲ୍ୟର ସୁନା ଗହଣା ଠକି…

ନାବାଳିକାକୁ ଜଙ୍ଗଲକୁ ନେଇ କରିଥିଲେ ବଳାତ୍କାର, ଏବେ କୋର୍ଟ ଶୁଣାଇଲେ ସଜା, ଅଭିଯୁକ୍ତଙ୍କୁ…

କଟକ,୨୨।୬(ପ୍ରଭୁ କଲ୍ୟାଣ ପାଲ୍‌): ନୃଶଂସତାର ସୀମା ପାର୍‌ । ଗାଁ ଟିୱେଲ ମୂଳରୁ ଟେକି ନେଇ ଜଙ୍ଗଲରେ ବଳାତ୍କାର। ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଜା ଶୁଣାଇଲେ…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି,…

କେନ୍ଦ୍ର ସରକାରଙ୍କ ୧୨ ବର୍ଷ , ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ: ଏହି ବିଷୟ ଉପରେ କଲେ ଆଲୋଚନା

ରାଇକିଆ,୨୨।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ହରି ଓମ କଲ୍ୟାଣ ମଣ୍ଡପ ଠାରେ ସୋମବାର କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri