Posted inଜାତୀୟ

ମୋଦିଙ୍କ ରାଲିରେ ବିସ୍ଫୋରଣ ଘଟଣା: ୪ ଜଣଙ୍କୁ ଫାଶୀ ଦଣ୍ଡ

ପାଟନା,୧।୧୧: ୨୦୧୩ ପାଟଣାର ଗାନ୍ଧୀ ମୈଦାନ ସିରିଏଲ ବିସ୍ଫୋରଣ ମାମଲାରେ ସ୍ବତନ୍ତ୍ର ଏନଆଇଏ କୋର୍ଟ ଦୋଷୀଙ୍କୁ ଦଣ୍ଡ ଘୋଷଣା କରିଛନ୍ତି। ୯ ଜଣ ଦୋଷୀଙ୍କ ମଧ୍ୟରୁ ୪ ଜଣଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। କୋର୍ଟ ହାଇଦର ଅଲୀ, ନୋମାନ ଅନସାରୀ, ମିଜିବୁଲ୍ଲା ଅନସାରୀ ଓ ଇମତିଆଜ ଆଲମକୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା ବ୍ୟତୀତ ଦୁଇ ଜଣ ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଦୁଇ ଜଣଙ୍କୁ ୧୦ ବର୍ଷ ଏବଂ ଜଣଙ୍କୁ ୭ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି।
ସୂଚନାଯୋଗ୍ୟ, ୨୦୧୩ ରେ ଅକ୍ଟୋବର ୨୭ରେ ପାଟନା ଗାନ୍ଧୀ ମୈଦାନରେ ସିରିଜ ବିସ୍ଫୋରଣ ହୋଇଥିଲା। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରାଲି କରୁଥିଲେ। ମୋଦିଙ୍କ ଉପସ୍ଥିତିରେ ହିଁ ୮ଟି ବିସ୍ଫୋରଣ ହୋଇଥିଲା। ଏଥିରେ ୬ ଜଣଙ୍କ ଜୀବନ ଯାଇଥିବା ବେଳେ ୮୫ ଜଣ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri