ପ୍ରଶାନ୍ତ କିଶୋରଙ୍କ ପ୍ରଚଣ୍ଡ ବିଜୟ ପରେ ଆସିଲା ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପ୍ରଥମ ପ୍ରତିକ୍ରିୟା, କହିଲେ…

ପାଟନା,୩।୮: ଜନ ସୁରାଜ ପାର୍ଟିର ସୂତ୍ରଧର ପ୍ରଶାନ୍ତ କିଶୋର ଭାଜପାର ପାରମ୍ପରିକ ଗଡ଼ ବାଙ୍କିପୁରରେ ଐତିହାସିକ ଏବଂ ବଡ଼ ବିଜୟ ହାସଲ କରିଛନ୍ତି। ଭୋଟ ଗଣନାର ପ୍ରଥମ ରାଉଣ୍ଡରୁ ଆରମ୍ଭ କରି ଶେଷ ରାଉଣ୍ଡ ପର୍ଯ୍ୟନ୍ତ ସେ ଲଗାତାର ଅଗ୍ରଣୀ ବଜାୟ ରଖିଥିଲେ ଏବଂ ନିଜ ପ୍ରତିଦ୍ୱନ୍ଦୀମାନଙ୍କୁ ପଛରେ ପକାଇ ଦେଇଥିଲେ।

ଏହି ଚମକପ୍ରଦ ଏବଂ ନିର୍ଣ୍ଣାୟକ ନିର୍ବାଚନୀ ଫଳାଫଳ ଉପରେ ବିହାରର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି। ସେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ (X)ରେ ଏକ ପୋଷ୍ଟ ଶେୟାର କରି ପ୍ରଶାନ୍ତ କିଶୋରଙ୍କୁ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି।

ସମ୍ରାଟ ଚୌଧୁରୀ ନିଜ ପୋଷ୍ଟରେ ଲେଖିଛନ୍ତି, ଗଣତନ୍ତ୍ରର ମହାପର୍ବରେ ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଜନତା ଜନ ସୁରାଜକୁ ବାଛିଛନ୍ତି।ସେ ଆହୁରି ଲେଖିଛନ୍ତି, ମୁଁ ଜନତାଙ୍କ ଏହି ରାୟକୁ ସମ୍ମାନ ଜଣାଇ ପ୍ରଶାନ୍ତ କିଶୋରଙ୍କୁ ତାଙ୍କ ବିଜୟ ପାଇଁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଗିକି ଇସ୍ତଫା ଦେଲେ ୨ ବିଧାୟକ

ବେଙ୍ଗାଲୁରୁ,୩।୮: କର୍ନାଟକରେ କଂଗ୍ରେସ ସରକାରଙ୍କ କ୍ୟାବିନେଟ ବିସ୍ତାରକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଥିବାବେଳେ ନୂତନ ଭାବରେ ପ୍ରକାଶିତ ମନ୍ତ୍ରୀ ତାଲିକା ସେହି ବିଧାୟକମାନଙ୍କୁ ନିରାଶ କରିଛି…

ଝାଡ଼ଖଣ୍ଡର ‘ସୋନମ ୱାଙ୍ଗଚୁକ୍’! ଜାଣନ୍ତୁ କିଏ ଏହି ଦେବେନ୍ଦ୍ର ମାହାତୋ, ଯିଏ ଛାତ୍ରଙ୍କ ହକ୍‌ ପାଇଁ ଆମରଣ ଅନଶନରେ…

ନୂଆଦିଲ୍ଲୀ,୩।୮: ନିଟ୍ (NEET) ପେପର ଲିକ୍‌କୁ ନେଇ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପ୍ରଦର୍ଶନ କିଛିଟା ପ୍ରଶମିତ ହୋଇଥିଲେ ବି ଝାଡ଼ଖଣ୍ଡରେ ଏବେ ବି ନିଆଁ ଜଳୁଛି, ଆଉ ଏହାର…

ବାଙ୍କିପୁର ବିଜେତା ପ୍ରଶାନ୍ତ କିଶୋର କେତେ ଧନୀ? ପାଟନାରୁ ଦିଲ୍ଲୀ-ନୋଏଡା ପର୍ଯ୍ୟନ୍ତ ରହିଛି…

ପାଟନା,୩।୮: ପ୍ରଶାନ୍ତ କିଶୋର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ବଡ଼ ବ୍ୟବଧାନରେ ଜିତିଛନ୍ତି। ସେ ଭାଜପାର ନୀରଜ ସିହ୍ନାଙ୍କୁ ୧୮ ହଜାରରୁ ଅଧିକ ଭୋଟ୍‌ରେ ପରାସ୍ତ କରିଛନ୍ତି। ଏହି…

ଖେମୁଣ୍ଡି କଲେଜରେ ନବାଗତ ଛାତ୍ରୀଛାତ୍ରଙ୍କ ଅଭିମୁଖୀକରଣ କାର୍ଯ୍ୟକ୍ରମ: ଛାତ୍ରୀଛାତ୍ରଙ୍କୁ ଦିଆଗଲା ଏହି ପରାମର୍ଶ

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ପରିସରରେ ସୋମବାର ଯୁକ୍ତ ୩ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କ ପାଇଁ ଏକ ଅଭିମୁଖୀକରଣ…

ଦାଦନ ଖଟିବାକୁ ଯାଇଥିଲେ , ଶବ ହେଇ ଘରକୁ ଫେରିଲେ: କାନ୍ଦ ବୋବାଳିରେ ଫାଟିପଡୁଛି ଗାଁ ଦାଣ୍ଡ

ଲାଞ୍ଜିଗଡ଼, ୩।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ କାମ ନପାଇ ହଜାର ହଜାର ସଂଖ୍ୟାରେ ଲୋକେ ବିଭିନ୍ନ ରାଜ୍ୟକୁ ଦାଦନ…

ମୋଦିଙ୍କଠାରୁ ଆରମ୍ଭ କରି ଷ୍ଟାଲିନ: ଯେତେବେଳେ ରାଜନୀତିର ଦିଗ୍ଗଜ ନେତାଙ୍କ ‘ଚାଣକ୍ୟ’ ସାଜିଥିଲେ ପ୍ରଶାନ୍ତ କିଶୋର; ଆଜି ଦିଲ୍ଲୀକୁ କଲେ ଥରହର

ନୂଆଦିଲ୍ଲୀ,୩।୮: ଯେତେବେଳେ ଚାଣକ୍ୟ ସାଜିଥିଲେ ପ୍ରଶାନ୍ତ କିଶୋର: ଦିନେ ପରଦା ପଛରେ ରହି ନିର୍ବାଚନୀ ରଣନୀତି ତିଆରି କରୁଥିବା ପ୍ରଶାନ୍ତ କିଶୋର (PK) ଆଜି ନିଜେ ରାଜନୀତିର…

ଟିପିସିଓଡିଏଲ୍‌ ପକ୍ଷରୁ ଘର ଛାତରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ

ଭୁବନେଶ୍ୱର, ୩ା୮: ପିଏମ୍‌ ସୂର୍ଯ୍ୟଘର, ମୁଫ୍‌ତ ବିଜ୍‌ଲି ଯୋଜନା ଅଧୀନରେ ୫୦,୦୦୦ରୁ ଅଧିକ ରୁଫ୍‌ଟପ୍‌ ସୋଲାର (ଆର୍‌ଟିଏସ୍‌) ସ୍ଥାପନ କରିବାରେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌…

ଲଗାତାର ୯ଦିନ ସ୍କୁଲ ଛୁଟି, ଜାଣନ୍ତୁ କେଉଁଠି?

ନୂଆଦିଲ୍ଲୀ,୩।୮: ନର୍ସରୀରୁ ୧୨ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଅଗଷ୍ଟ ୪ରୁ ଅଗଷ୍ଟ ୧୨ (ମୋଟ ୯ ଦିନ) ପର୍ଯ୍ୟନ୍ତ ବନ୍ଦ ରହିବ। ମାତ୍ର ଅନଲାଇନ୍ କ୍ଲାସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri