ଚାମେଲିଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ: ଚାମେଲିଙ୍କୁ ଦୋଷ ମୁକ୍ତ କର, ନ ହେଲେ…

ପାଟଣା,୧୭।୬(ବୀର କିଶୋର ଦାଶ):କେନ୍ଦ୍ରାପଡା ଜିଲା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ। ଯେ ପର୍ଯ୍ୟନ୍ତ ତାଙ୍କୁ ନ୍ୟାୟ ପ୍ରଦାନ ସହ ସମ୍ପୂର୍ଣ୍ଣ ଦୋଷ ମୁକ୍ତ ନ କରାଯିବ ସେ ପର୍ଯ୍ୟନ୍ତ କୋଣସି ସରକାରୀ କାର୍ଯ୍ୟରେ ପାଟଣା ବ୍ଲକର ସରପଞ୍ଚ ସହଯୋଗ କରିବେ ନାହିଁ ବୋଲି ବୁଧବାର ଚେତାବନୀ ଦେବା ସହ ପାଟଣା ବିଡ଼ିଓ ମାନସ କୁମାର ଦଣ୍ଡପାଟଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।

ପାଟଣା ବ୍ଲକ ସରପଞ୍ଚସଙ୍ଘ ସଭାପତି ତଥା ଡୁମୁରିଆ ପଞ୍ଚାୟତ ସରପଞ୍ଚ ଗୌରହରି ନାଏକ, କୋଷାଧ୍ୟକ୍ଷ ମୁଷାଖୋରି ପଞ୍ଚାୟତ ସରପଞ୍ଚ ଭାମାମଣି ଦାସ, ବଡପାଟଣା ସରପଞ୍ଚ ବିନତି ବାନାରା, ମିରିଗିଖୋଜି ସରପଞ୍ଚ ମନମୋହନ ବେହେରା , କଣ୍ଟିଆପଡା ସରପଞ୍ଚ ଲିନା ନାଏକ, ବାଉଁଶୁଳି ସରପଞ୍ଚ ସୁଜାତା ସର୍ଦ୍ଦାର, ଚେମଣା ସରପଞ୍ଚ ହେମଲତା ନାଏକ ,ଚାକୁଣ୍ଡାପାଳ ସରପଞ୍ଚ ରକ୍ଷାମଣୀ ନାଏକ ପୋଲାଣଘାଟି ସରପଞ୍ଚ ରାଉତ ମୁଣ୍ଡା,ଯମୁନାପଶି ସରପଞ୍ଚ ଶଶୀଭୂଷଣ ନାଏକ ପ୍ରମୁଖ ପାଟଣା ବିଡିଓଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଥିଲେ। ଚାମେଲିଙ୍କ କ୍ଷେତ୍ରରେ ଘଟିଥିବା ଅମାନବିକତା କୁ ବିରୋଧ କରି ନ୍ୟାୟିକ ତଦନ୍ତ ସହ ସିସିଟିଭି ଫୁଟେଜ ଏବଂ ମୋବାଇଲରେ ଥିବା ସମସ୍ତ ଭିଡିଓ ସାର୍ବଜନୀନ କରିବାକୁ ଦାବି କରିଛି ସରପଞ୍ଚ ସଙ୍ଘ । ଯେ ପର୍ଯ୍ୟନ୍ତ ଚାମେଲି ଓଝାଙ୍କୁ ନ୍ୟାୟ ସହ ଦୋଷ ମୁକ୍ତ କରାଯାଇ ନାହିଁ , ସେ ପର୍ଯ୍ୟନ୍ତ ସରକାରୀ କାର୍ଯ୍ୟକୁ ସମ୍ପୂର୍ଣ୍ଣ ଅସହଯୋଗ କରାଯିବ ବୋଲି ସଙ୍ଘ କହିଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବା ବେଳେ ମାଆ ସହିତ ୭ ବର୍ଷର ପୁଅକୁ କାମୁଡିଲା ରଣା ସାପ, ଛଟପଟ ହୋଇ ଚାଲିଗଲା ଜୀବନ

ଗଜପତି,୭।୮(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଜଲାଙ୍ଗ ପଞ୍ଚାୟତ ଅନ୍ତର୍ଗତ କଡମତାଲ ଗ୍ରାମରେ ଘଟିଛି ଏକ ହୃଦୟବିଦାରକ ଘଟଣା। ଘରେ ଶୋଇଥିବା ବେଳେ ରଣା ସାପ…

୨୨.୧୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ PACS ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ପ୍ରାଥମିକ କୃଷି ସମବାୟ ସମିତି (PACS)ଗୁଡ଼ିକରେ ଆର୍ଥିକ ଅନିୟମିତତା ବିରୋଧରେ ବଡ଼ ଧରଣର ପଦକ୍ଷେପ ନେଇଛି ଓଡ଼ିଶା ଭିଜିଲାନ୍ସ । ବଲାଙ୍ଗୀର ଜିଲା…

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

ପ୍ରତିବାଦର ପଦଧ୍ୱନି

ସିଜେପି- କକ୍‌ରୋଚ୍‌ ଜନତା ପାର୍ଟି। ନଁା ନ ଥିଲା କି ଗନ୍ଧ ନ ଥିଲା। ଏହା କୌଣସି ରାଜନୈତିକ ଦଳ ବି ନୁହେଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଯୁବ…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri