ଘନ କୁହୁଡ଼ି ବଳୟରେ ପାଟଣା: ଜନଜୀବନ ଅସ୍ତବ୍ୟସ୍ତ

ପାଟଣା,୧୩ା୧(ସ୍ବ.ପ୍ର.): ଘନ କୁହୁଡ଼ି ବଳୟରେ ଶୁକ୍ରବାର ସକାଳୁ କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳର ରାସ୍ତା ଘାଟ ଆଚ୍ଛାଦିତ ହୋଇଥିବାରୁ ସକାଳ ୯ଟା ପର୍ଯ୍ୟନ୍ତ ଗମନାଗମନରେ ବ୍ୟାହତ ସୃଷ୍ଟି ହୋଇଥିଲା। କୁହୁଡ଼ି ଯୋଗୁ ୨ ଶହ ମିଟର ରାସ୍ତା ପର୍ଯ୍ୟନ୍ତ ଦୃଶ୍ୟମାନ ହେଉ ନ ଥିଲା। ରାସ୍ତା ଘାଟ ଗାଡ଼ି ମୋଟର ସବୁ ଅଦିନିଆ ବର୍ଷା ଭଳି ଭିଜି ଯାଇଥିଲା। ଘନ କୁହୁଡ଼ି ଯୋଗୁ ପାଟଣା ମୁଖ୍ୟାଳୟ ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥ ଓ ମୁମ୍ବାଇ କୋଲକାତା ୪୯ ନମ୍ବର ଜାତୀୟ ରାଜପଥରେ ଶହ ଶହ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇ ଗାଡ଼ି ମୋଟର ଛିଡ଼ା ହୋଇ ରହିଥିବା ଦେଖିବାକୁ ମିଳିଛି। କାଁ ଭାଁ ଗାଡ଼ି ଚଳାଚଳ କରୁଥିବା ଦେଖିବାକୁ ମିଳୁଛି। ଶୀତର ପ୍ରକୋପ କେନ୍ଦୁଝର ଜିଲାରେ କମି ନ ଥିବା ବେଳେ ଘନ କୁହୁଡ଼ି ଆଚ୍ଛାଦିତ କରି ରଖୁଛି। ଆଗାମୀ କିଛି ଦିନ ପାଇଁ ଏହି ଭଳି କୁହୁଡ଼ି ଅନୁଭୂତ ହେବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ କାମ ନିମ୍ନମାନର

ପରଜଙ୍ଗ, ୨୨।୫(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସୀ ପଞ୍ଚାୟତ ଅଧୀନ ଅଁଳାକଟା ଗ୍ରାମରେ ବସୁଧା ଯୋଜନାରେ ଚାଲିଥିବା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ନିମ୍ନମାନର...

ଶ୍ରମିକଙ୍କ ପାଇଁ କାର୍ଯ୍ୟକାରୀ ହେଉ ପେନ୍‌ସନ ଯୋଜନା

ବ୍ରହ୍ମପୁର ଅଫିସ,୧୯ା୮-ଶ୍ରମିକ ଓ ଅଣସଂଗଠିତ ଶ୍ରମିକଙ୍କୁ ରାଜ୍ୟ ସରକାର ମାସିକ ପେନ୍‌ସନ ଯୋଜନା କାର୍ଯ୍ୟକାରୀ କରିବା ପାଇଁ ଗଞ୍ଜାମ ଜିଲା ବିଜୁ ଶ୍ରମିକ ସାମ୍ମୁଖ୍ୟ ଦାବି...

୫ ବର୍ଷିଆ ମରାମତି ନାଁରେ ଚାଲିଛି ଲୁଟ୍‌

ମାଲକାନଗିରି, ୬।୧୨(ଡି.ଏନ.ଏ.):ମାଲକାନଗିରି ଜିଲା କାଲିମେଳା ମୁଖ୍ୟ ସଡକଠାରୁ କବାସିଗୁଡାକୁ ସଂଯୋଗ କରୁଥିବା ଗ୍ରାମ୍ୟ ସଡକର ୫ ବର୍ଷିଆ ମରାମତି ନଁାରେ ଲକ୍ଷାଧିକ ଟଙ୍କା ହେରଫେର କରାଯାଉଥିବା...

ବୁଥ୍‌ରେ ପହଞ୍ଚିଲେ ପୋଲିଂ କର୍ମଚାରୀ

ଜଗତ୍‌ସିଂହପୁର ଅଫିସ,୨ା୧୧: ପୋଲିଂ କର୍ମଚାରୀ ବୁଥ୍‌ମୁହାଁ  ହୋଇଛନ୍ତି। କର୍ମଚାରୀମାନେ ସ୍ଥାନୀୟ ଏସ୍‌ଭିଏମ୍‌ ସ୍ବୟଂଶାସିତ ମହାବିଦ୍ୟାଳୟ ପରିସରରେ ହୋଇଥିବା ପୋଲିଂ ପାର୍ଟି ପ୍ରେରଣ କେନ୍ଦ୍ରରେ ପହଞ୍ଚିଲା ପରେ...

ପାଟଣାରେ ଚାଞ୍ଚଲ୍ୟ: ରିଜର୍ଭ ଫରେଷ୍ଟ ମଧ୍ୟରେ ପଡ଼ିରହିଛି ମୁଣ୍ଡ ବିହୀନ ଗଳିତ ମୃତଦେହ

ପାଟଣା,୨୫।୧(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି ପଞ୍ଚାୟତ ସିଲିଦା ଗ୍ରାମ ନିକଟରେ ଥିବା ଇୟୁକାଲିପଟାସ ରିଜର୍ଭ ଫରେଷ୍ଟ ମଧ୍ୟରେ ସୋମବାର ଏକ ମୁଣ୍ଡ...

୧୬ ମାଓବାଦୀଙ୍କ ଆତ୍ମସମର୍ପଣ: ୩ ଜଣଙ୍କ ନାମରେ ଘୋଷଣା କରାଯାଇଥିଲା ୧ ଲକ୍ଷ ଲେଖାଏ ପୁରସ୍କାର

କୋରୁକୋଣ୍ଡା,୧୪।୮(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ରେ ୧୬ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଛତିଶଗଡ଼ର ଦାନ୍ତଓ୍ବୋଡା ଜିଲା ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସତନ୍ତ୍ର କାର୍ଯ୍ୟକ୍ରମରେ ଏସ୍‌ପି...

କରୋନା କଟକଣା: ଗାଁ ମୁଣ୍ଡରେ ଲକ୍ଷ୍ମଣରେଖା ଟାଣିଲେ ଗ୍ରାମବାସୀ

ବଲାଙ୍ଗୀର ଅଫିସ,୩୦।୩: ବଲାଙ୍ଗୀର ସହର ଶୂନ୍‌ଶାନ ଥିବା ବେଳେ ଧୀରେ ଧୀରେ ଗ୍ରାମାଞ୍ଚଳର ଲୋକେ ସଚେତନ ହେବାରେ ଲାଗିଛନ୍ତି। ବାହାର ଲୋକଙ୍କୁ ଗାଁ ଭିତରକୁ ପ୍ରବେଶ...

ନିର୍ମାଣର ମାସେ ନ ପୂରୁଣୁ ଭାଙ୍ଗିଲା ବର୍ଷା ଜଳ ଅମଳ ପ୍ରକଳ୍ପ

ଚମ୍ପୁଆ, ୨୨।୬(ଡି.ଏନ.ଏ.) – ବର୍ଷା ଜଳକୁ ସଂରକ୍ଷଣ କରିବା ଓ ଭୂତଳ ଜଳସ୍ତରକୁ ବୃଦ୍ଧି କରିବା ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ ଯୋଜନା...

Advertisement
Archives

Model This Week