ପାଟଣା ପଞ୍ଚାୟତ ସମିତି ବୈଠକରେ ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା ପର୍ଯ୍ୟାଲୋଚନା

ପାଟଣା,୩୧।୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭା ଗୃହରେ ଶନିବାର ପଞ୍ଚାୟତ ସମିତିର ଅଷ୍ଟମ ସାଧାରଣ ଅଧିବେଶନ ବ୍ଲକ ଅଧ୍ୟକ୍ଷା ବୀଣା ପାଣି ନାୟକଙ୍କ ଅଧକ୍ଷତା ରେ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗଦେଇଥିବା ବେଳେ ୨୩ନମ୍ବର ଜିଲା ପରିଷଦ ସଦସ୍ୟ ରୁନୁ ମାହାନ୍ତ, ୨୨ନମ୍ବର ସୌଭାଗ୍ୟ ମଞ୍ଜରୀ ନାୟକ, ଏମପି ଅନନ୍ତ ନାୟକଙ୍କ ବ୍ଲକ ପ୍ରତିନିଧି ପ୍ରହଲ୍ଲାଦ ପଲେଇ, ବିଧାୟକଙ୍କ ପ୍ରତିନିଧି କମଳା କାନ୍ତ ଦାଶ, ବିଡିଓ ମାନସ କୁମାର ଦଣ୍ଡ ପାଟ,ପୂର୍ବତନ ବ୍ଲକ ଅଧକ୍ଷ ତଥା ସମିତି ସଭ୍ୟ ବିଶ୍ୱନାଥ ନାୟକ, ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଶୁଭେନ୍ଦୁ ସାଗର କୁମାର ନାୟକ, ରେଞ୍ଜର ବନ ବିହାରି ସର୍ଦ୍ଦାର,ବଡ ପାଟଣା ସରପଞ୍ଚ ବିନତୀ ବାନରା, ଡୁମୁରିଆ ସରପଞ୍ଚ ଗୌର ହରି ନାଏକ, ମଲ୍ଲି ପଶି ସରପଞ୍ଚ ଭାମା ମଣି ଦାସ, ମିରିଖୋଜି ସରପଞ୍ଚ ମନ ମୋହନ ବେହେରା, ଏରେଣ୍ଡେଇ ସରପଞ୍ଚ ପାର୍ବତୀ ଦେହୁରୀ, ଟାଙ୍ଗର ପଡ଼ା ସରପଞ୍ଚ ଅନିରୁଦ୍ଧ ନାଏକ ଓ ଚେମେଣା ସମିତି ସଭ୍ୟ ମନୋଜ ମହାନ୍ତ ଙ୍କ ସହ ସମସ୍ତ ସମିତି ଓ ସରପଞ୍ଚ , ସହକାରୀ ଯନ୍ତ୍ରୀ ସିଦ୍ଧ ମାଝି, ଜି ପି ଡି ଓ ରଶ୍ମି ରେଖା ମହାନ୍ତି, ଏପି ଓ ଦୀପକ କୁମାର ବେହେରା ପ୍ରମୁଖ ସାମିଲ ହୋଇଥିଲେ। ଗ୍ରାମ ଉନ୍ନୟନ ବିଭାଗ ରାସ୍ତା, ପ୍ରଧାନ ମନ୍ତ୍ରୀ ଆବାସ ନିର୍ମାଣପାଇଁ ଅଭାବୀବାଲି, ବିଭିନ୍ନ ପଂଚାୟତର ଷ୍ଟ୍ରିଟ ଲାଇଟରେ ଭୁଲ ବିଲ ଆସିବା ନେଇ ଉଦବେଗ ପ୍ରକାଶ ପାଇଥିଲା


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri