ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଅନୁମତି ମିଳିଛି। ଫଳରେ ଅଞ୍ଚଳର ଛାତ୍ରୀଛାତ୍ର ଘର ପାଖରେ ରହି ୟୁଜି ଓ ପିଜି ପାଠ୍ୟକ୍ରମରେ ନାମ ଲେଖାଇ ପଢ଼ିବା ସହ ପରୀକ୍ଷା ଦେଇପାରିବେ।

ଏହି ପ୍ରକ୍ରିୟା ପୂର୍ବତନ ଅଧ୍ୟକ୍ଷ ବୀରେନ୍ଦ୍ର କୁମାର ସାହୁଙ୍କ ସମୟରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ ଅଧ୍ୟକ୍ଷ ଜଗନ୍ନାଥ ମହାନ୍ତଙ୍କ ତତ୍ତ୍ୱାବଧାନରେ ଏହା କାର୍ଯ୍ୟକାରୀ ହେଉଛି। ଦୂରଶିକ୍ଷା ସୁବିଧା ମିଳିବା ଦ୍ୱାରା ସ୍ଥାନୀୟ ଛାତ୍ରୀଛାତ୍ର ଉପକୃତ ହେବେ ବୋଲି ଅଧ୍ୟକ୍ଷ ମହାନ୍ତ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟହେଲା ଯାତ୍ରୀବାହୀ ବସ୍‌, ଚାଳକ ମୃତ, ୩୦ ଯାତ୍ରୀ ଆହ, ୧୦ ଗୁରୁତର

ନୟାଗଡ଼,୪।୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକ ଇଟାମାଟି ଥାନା ବାଉଁଶିଆପଡ଼ା ଜହ୍ନିପଦା ଛକ ନିକଟ ୫୭ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ…

ଜନ୍ତରମନ୍ତର ପରି ପୁଣି ହେବାକୁ ଯାଉଛି ବଡ଼ ଆନ୍ଦୋଳନ? ସାଂଘାତିକ ଭବିଷ୍ୟବାଣୀ କଲେ…

ନୂଆଦିଲ୍‌ଲୀ,୪।୯: ସେପ୍ଟେମ୍ୱର ୨୦୨୬ରେ ସରକାରଙ୍କୁ ପୁଣି ଥରେ ରାଜରାସ୍ତାରୁ ଉଠୁଥିବା ଏକ ବଡ଼ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିପାରେ। ଭାରତର କୁଣ୍ଡଳୀ ଅନୁଯାୟୀ, ୧୮ରୁ ୨୪ ସେପ୍ଟେମ୍ୱର…

BCCIର ବଡ଼ ଆକ୍ସନ୍‌: ଏକାଥରକେ ୬୪ ଖେଳାଳିଙ୍କୁ ବ୍ୟାନ୍‌, ତାଲିକାରେ…

ନୂଆଦିଲ୍ଲୀ,୪।୯: ବୟସ ସମ୍ପର୍କିତ ଜାଲିଆତି ମାମଲାରେ ବଡ଼ ପଦକ୍ଷେପ ନେଇଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)। ବୟସରେ ହେରଫେର କରିଥିବା ଅଭିଯୋଗରେ ଏକାଥରକେ ୬୪ ଜଣ…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

ସେପ୍ଟେମ୍ୱର ୧୧ରେ ଶୁକ୍ରଙ୍କ ନକ୍ଷତ୍ର ପରିବର୍ତ୍ତନରେ ଫିଟିଯିବ ଭାଗ୍ୟ, ୫ ରାଶିଙ୍କ ଉପରେ ଧନବର୍ଷା

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ ଶୁକ୍ରବାର ରାତି ୧୧ଟା ୧୯ ମିନିଟରେ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଗ୍ରହଙ୍କର ସ୍ୱାତୀ ନକ୍ଷତ୍ରରେ ଗୋଚର ଫଳରେ…

ଶୋଇଥିଲେ ସ୍ତ୍ରୀ-ସ୍ବାମୀ, ଭୁଶୁଡିଲା କାନ୍ଥ: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୪।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲଜ ଅନ୍ତର୍ଗତ ତୁଳସୀପୁର ଗ୍ରାମରେ ଏକ ଅଭାବନୀୟ ଘଟଣାରେ ସ୍ବାମୀର ମୃତ୍ୟୁ ହୋଇଯାଇଥିବାବେଳେ ସ୍ତ୍ରୀ ଗୁରୁତର ହୋଇ କେନ୍ଦ୍ରାପଡା ଡାକ୍ତରଖାନାରେ…

ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ

କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ୧୦୦ ଫୁଟ ଲମ୍ବର ଘେରିବନ୍ଧ, ଗାଁ ପ୍ରତି ଘନେଇଲା ବିପଦ

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ସାମୁଦ୍ରିକ ଝଡ଼ ଜୁଆର ମାଡ଼ିବା ଅଞ୍ଚଳକୁ ସୁରକ୍ଷା ବ୍ୟବସ୍ଥା ପାଇଁ କୋଟି କୋଟି ଟଙ୍କା ବ୍ୟୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri