ଅସହ୍ୟ ଥଣ୍ଡା, ଜାଡ଼ରେ ଥରୁଛି ପାଟଣା: ତୁଷାରପାତରେ…

ପାଟଣା,୧୦।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାର ପଡା ବ୍ଲକ ଅଞ୍ଚଳରେ ଶୀତର ଲହରୀ ଜାରି ରହିଛି । ପ୍ରବଳ ଜାଡ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି। ଶୁକ୍ରବାର ବିଳମ୍ବିତ ରାତିରେ ପାଟଣା ଅଞ୍ଚଳରେ ତୁଷାରପାତ ହୋଇଥିବା ଦେଖିବାକୁ ମିଳିଛି। ବିଳମ୍ବିତ ରାତିରେ ପାଟଣା ଅଞ୍ଚଳରେ ପାରଦ ୫ ଡିଗ୍ରୀ ସେଲସିୟସକୁ ଖସିଛି। ଅପରାହ୍ନ ୫ ବେଳକୁ ରାସ୍ତାଘାଟ ବଜାର ଶୂନଶାନ ହୋଇଯାଉଛି। ସକାଳ ୯ଟା ନହେଲେ ଲୋକେ ଘରୁ ପଦାକୁ ବାହାରି ପାରୁ ନାହାନ୍ତି। ପାଟଣା ବ୍ଲକର କେନ୍ଦେଇପଶି, ବଲାଣିପଶି, ତୁରୁମୁଙ୍ଗା ଅଞ୍ଚଳ ସହ ସାହାରପଡା ବ୍ଲକର ଉଦୟପୁର ସହ ବିଭିନ୍ନ ସ୍ଥାନରେ ବରଫପାତ ହୋଇଥିବା ଦେଖିବାକୁ ମିଳିଛି। ଘାସ,ବିଲ ରନଡ଼ା , ପାଳଗଦା ଓ ବିଭିନ୍ନ ଗଛର ପତ୍ରରେ ବରଫର ଆସ୍ତରଣ ଦେଖିବାକୁ ମିଳିଛି। ଅସହ୍ୟ ଥଣ୍ଡା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଥିବାବେଳେ ଛୋଟ ଛୋଟ ଛୁଆ,ବୃଦ୍ଧବୃଦ୍ଧା ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଲଜ୍ଜା: ୧୨ ବର୍ଷୀୟ ନାବାଳିକାଙ୍କୁ ବଳାତ୍କାର, ଜଣେ ବ୍ୟକ୍ତିଙ୍କୁ ଅଟକ ରଖି…

ବରଗଡ଼,୨୭।୨(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସଦର ଥାନା ଅଞ୍ଚଳରେ ଜଣେ ନାବାଳିକା(୧୨)ଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ଏ ନେଇ ଶୁକ୍ରବାର ବରଗଡ଼ ସଦର ଥାନାରେ ପୀଡିତାଙ୍କ ପରିବାର…

IPL ୨୦୨୬: ୩୦ ଦିନ ପୂର୍ବରୁ ବଦଳିଲା କାର୍ଯ୍ୟସୂଚୀ, ଏବେ ଏହି ତାରିଖରୁ ଆରମ୍ଭ ହେବ ୧୯ତମ ସିଜନ୍‌

ନୂଆଦିଲ୍ଲୀ,୨୭।୨: ଆଇସିସି ଟି-୨୦ ବିଶ୍ୱକପ୍‌ ୨୦୨୬ର ଉତ୍ସାହ ମଧ୍ୟରେ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ବିଶ୍ୱକପ୍‌ ଶେଷ ହେବାର ମାତ୍ର କିଛି…

ଶଗଡରେ ବିବାହ ପାଇଁ ଶାଶୁଘରକୁ ଆସିଲେ କନ୍ୟା: ରାତି ଅନିଦ୍ରା ହୋଇ ଶଗଡକୁ ସଜାଇଥିଲେ ବର

କବିସୂର୍ଯ୍ୟନଗର, ୨୮।୨(କୃପାସିନ୍ଧୁ ସ୍ବାଇଁ): ସମୟ ଥିଲା ବାହାଘର ପାଇଁ ଶଗଡ ବ୍ୟବହାର ହେଉଥିଲା। ଶଗଡରେ କନ୍ୟା ଆସୁଥିଲେ ବରଘରକୁ ଏବଂ ବାହାଘର ହେଉଥିଲା। ବାଲ୍ୟ ବିବାହ ସମୟରେ…

Sahara Refund: ଆଉ ୫୦ ହଜାର ନୁହେଁ, ଏବେ ୧୦ ଲକ୍ଷ ଟଙ୍କା ଯାଏ ଫେରସ୍ତ ପାଇଁ କରନ୍ତୁ ଆବେଦନ,୪୫ ଦିନରେ ଆସିବ ଟଙ୍କା; ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୨: ସାହାରା ଇଣ୍ଡିଆରେ ଟଙ୍କା ରଖିଥିବା ନିବେଶକମାନଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି କେନ୍ଦ୍ର ସରକାର। ଏବେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜମା କରିଥିବା ନିବେଶକମାନେ ନିଜ…

ପୂର୍ବଶତ୍ରୁତାରୁ ଛୁରା ମାଡ଼ ଘଟଣା: ଛୁରି ଜବତ, ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୨୭।୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମରେ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଘଟିଥିବା ଛୁରାମାଡ଼ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ତଦନ୍ତକାରୀ ଅଧିକାରୀ ପାଟପୁର ଥାନା ଆଇଆଇସି…

ମହିଳା ଆଥଲେଟ୍‌ଙ୍କ ହେବ ଏସ୍‌ଆରଓ୍ବାଇ ଜେନେ ଟେଷ୍ଟ, ଜାଣନ୍ତୁ…

ନୂଆଦିଲ୍ଲୀ,୨୭ା୨: ଜାତୀୟସ୍ତର ମହିଳା ପ୍ରତିଯୋଗିତାଗୁଡ଼ିକରେ ଯେପରି କେବଳ ବାୟୋଲଜିକାଲ ମହିଳାମାନେ ଅଂଶଗ୍ରହଣ କରିପାରିବେ ତାହାକୁ ନଜରରେ ରଖି ଆଥଲେଟିକ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ପକ୍ଷରୁ ଚଳିତବର୍ଷ…

ରାଜ୍ୟରେ ଖୋଲିବ ଆଉ ୩ନୂତନ ମହାବିଦ୍ୟାଳୟ, ଜାଣନ୍ତୁ କେଉଁଠି…

ଭୁବନେଶ୍ୱର,୨୭।୨: ରାଜ୍ୟରେ ଖୋଲିବ ଆଉ ୩ଟି ନୂତନ ମହାବିଦ୍ୟାଳୟ। ବ୍ରହ୍ମପୁରର ଏକ କାର୍ଯ୍ୟକ୍ରମରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ଗୋଟିଏ ମତ୍ସ୍ୟ ବିଜ୍ଞାନ, ଗୋଟିଏ…

ଯାତ୍ରୀଙ୍କୁ ନେଇ ଯାଉଥିବାବେଳେ ହଠାତ୍‌ ରାସ୍ତା ମଝିରେ ଅଟକିଲା ଲକ୍ଷ୍ମୀ ବସ୍‌, ତା’ପରେ…

ଗଞ୍ଜାମ,୨୭।୨ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ଚଳାଚଳ କରୁଥିବା ଲକ୍ଷ୍ମୀ ବସ୍‌ ବିଭିନ୍ନ ସମୟରେ ବିଭିନ୍ନ ସମସ୍ୟା ଦେଇ ଗତି କରୁଥିଲେ ମଧ୍ୟ ବିଭାଗୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri