ଜାରି ହୋଇଥିଲା ଜାମିନବିହୀନ ଗିରଫ ପରୱାନା: ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ

ଦିଗପହଣ୍ଡି, ୧୯।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ସାନଖେମୁଣ୍ଡି ବ୍ଲକ ଧର୍ମରାୟପୁର ଗ୍ରାମର ରମେଶ ଚନ୍ଦ୍ର ଜେନାଙ୍କୁ ପାଟପୁର ପୋଲିସ କୋର୍ଟଙ୍କ ଜାରି କରାଯାଇଥିବା ୱାରେଣ୍ଟ ବଳରେ ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟରେ ହାଜର କରାଇଛି।

ସୂଚନା ଅନୁଯାୟୀ, ଅଭିଯୁକ୍ତ ରମେଶ ଚନ୍ଦ୍ର ଜେନା ମାଜିଷ୍ଟ୍ରେଟଙ୍କ ଆଦେଶ ସତ୍ତ୍ୱେ କୋର୍ଟରେ ହାଜର ହୋଇନଥିବାରୁ ମାମଲା ନଂ– ୨(ସି)(ସି)-୪/୨୦, ଦଫା– ପରିବେଶ ସୁରକ୍ଷା ଆଇନ, ୧୯୮୬ ଅନୁଯାୟୀ ତାଙ୍କ ବିରୋଧରେ ଜାମିନବିହୀନ ଗିରଫ ପରୱାନା ଜାରି କରାଯାଇଥିଲା। ଏହି ସମ୍ପର୍କରେ ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ସୂଚନା ଦେଇଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପାଟପୁର ଥାନାର ଏସ୍‌ଆଇ ସୋଲେମାନ ଭୂୟାଁ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ।

ସେହିପରି, ପି. ରାମଚନ୍ଦ୍ରପୁର ଗ୍ରାମର ପ୍ରମୋଦ ନାୟକଙ୍କୁ ମାମଲା ନଂ– ଜି.ଆର.-୧୪୯/୧୯, ଦଫା– ୩୪୧/୨୯୪/୩୨୩/୫୦୬/୩୫୪/୩୪ ଅନୁଯାୟୀ କୋର୍ଟ ପକ୍ଷରୁ ଜାରି ହୋଇଥିବା ଜାମିନବିହୀନ ଗିରଫ ପରୱାନା ବଳରେ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି।

ଏହାଛଡ଼ା, ପାଟପୁର ଥାନା ଅନ୍ତର୍ଗତ ଖଇରପଦର ଗ୍ରାମର ନୀଳାଞ୍ଚଳ ସାହୁ ଓରଫ ‘ଅଜି’ଙ୍କୁ ମାମଲା ନଂ– ଜି.ଆର.-୮୬/୧୯, ଦଫା– ୨୭୯/୩୩୭/୩୩୮ ଅନୁଯାୟୀ କୋର୍ଟଙ୍କ ଜାରି କରାଯାଇଥିବା ୱାରେଣ୍ଟ ବଳରେ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ବୋଲି ଆଇଆଇସି ବେହେରା ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ନା ଫର୍ମ? କାହିଁକି ସଂନ୍ୟାସ ନେବାକୁ ଚାହୁଁନାହାନ୍ତି ରୋହିତ, ଶାମି-ଭୁବନେଶ୍ୱର; ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ଦାବି!

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍‌ର ଅଭିଜ୍ଞ ଖେଳାଳି ରୋହିତ ଶର୍ମା, ମହମ୍ମଦ ଶାମି ଓ ଭୁବନେଶ୍ୱର କୁମାରଙ୍କ କ୍ୟାରିୟର ଶେଷ ହେବାକୁ ଯାଉଛି ଏବଂ ଚୟନକର୍ତ୍ତାମାନେ ସେମାନଙ୍କଠାରୁ ଆଗକୁ…

ଭ୍ୟାନ୍‌ରେ ଆସି ପୋଷା କୁକୁରକୁ ଲୁହାଛଡ଼ରେ ଆକ୍ରମଣ କରି ଚୋରି ଘଟଣାର ପର୍ଦ୍ଦାଫାଶ: ସିସିଟିଭି ଫୁଟେଜ୍‌ରୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଗଡ଼ ଚୈତନ୍ୟପୁର ଶାସନ ସାହିସ୍ଥିତ ନୀଳମାଧବ ମିଶ୍ରଙ୍କ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ମରାମତି ଦୋକାନରୁ ହୋଇଥିବା ଚୋରି ଘଟଣାର ପର୍ଦ୍ଦାଫାଶ…

ICCର ବଡ଼ ଘୋଷଣା; ଭାରତରେ ହେବ ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫି! ଏହି ୨ ସହରରେ ଖେଳାଯିବ ମ୍ୟାଚ୍

ନୂଆଦିଲ୍ଲୀ,୨।୯: ମହିଳା କ୍ରିକେଟ୍‌କୁ ନେଇ ICC ବଡ଼ ଘୋଷଣା କରିଛି । ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରିବ ଭାରତ । ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ…

ସୁନା ଦେଇ ଟଙ୍କା ନେଲେ, ମୂଳଧନ ଫେରାଇ ମାଗିବାରୁ ମିଳିଲାନି ଅଳଙ୍କାର: ୭୧ ବର୍ଷୀୟ ବୃଦ୍ଧଙ୍କ ଅଭିଯୋଗ ପରେ…

ପାରଳାଖେମୁଣ୍ଡି,୨ା୯(ଗିରିଧାରୀ ପରିଛା): ସୁନା ଅଳଙ୍କାର ବନ୍ଧକ ରଖି ୫ ଲକ୍ଷ ଟଙ୍କା ଋଣ ନେବା ପରେ, ସୁଧ ଓ ମୂଳଧନ ଟଙ୍କା ଫେରସ୍ତ କରିବାରୁ ଅଳଙ୍କାର ଫେରାଇବାକୁ…

କୋର୍ଟଙ୍କ ଜାମିନବିହୀନ ୱାରେଣ୍ଟ ପରେ ଆକ୍ସନ: ଅଭିଯୁକ୍ତ ବଳିଆଙ୍କୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପାଟପୁର ଥାନା ପୋଲିସ।…

ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକା ପତ୍ନୀଙ୍କ ସହ ସମ୍ପର୍କ…

ଥିରୁଭାନନ୍ତପୁରମ,୨।୯: ନାବାଳିକାଙ୍କ ସୁରକ୍ଷା ମାମଲାରେ କେରଳ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଆଇନ ଓ ଶିଶୁଙ୍କ ସୁରକ୍ଷାଠାରୁ କୌଣସି ଧାର୍ମିକ…

ସାଇକେଲରେ ସାର ବସ୍ତା ଲଦି ରାସ୍ତା ପାର ହେଉଥିଲେ, ଧକ୍କା ଦେଲା କାର୍‌; ଚାଲିଗଲା ଚାଷୀଙ୍କ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥର ମଳାଭଞ୍ଜା ବ୍ରିଜ୍ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କାର୍ (ନଂ.…

ଜୀବନରେ ଥରେ ସରପଞ୍ଚ ପଦବୀ ପାଇଁ ଲଢ଼ିବି: ଜିଲା ସରପଞ୍ଚ ମହାସଂଘର ଚତୁର୍ଥ ବାର୍ଷିକ ସମ୍ମିଳନୀରେ ବିଧାୟକ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସରପଞ୍ଚ ମହାସଂଘର ଚତୁର୍ଥ ଜିଲା ସମ୍ମିଳନୀ ବୁଧବାର ଦିଗପହଣ୍ଡି ସ୍ଥିତ ଷୋହଳ ଖଣ୍ଡ ଗୋପାଳ ସମାଜ ଗୃହ ପରିସରରେ ଆଡ଼ମ୍ବରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri