ପୁରୀରେ ଖୋଲିଲା ପାତ୍ର ଇଲେକ୍ଟ୍ରୋନିକ୍ସର ୩୧ତମ ଷ୍ଟୋର

ଭୁବନେଶ୍ୱର,୨୮।୧୦(ଅନୁରାଧା ମହାରଣା): ପୁରୀ ଭିଆଇପି ରୋଡ୍‌ରେ ପାତ୍ର ଇଲେକ୍ଟ୍ରୋନିକ୍ସର ୩୧ତମ ଷ୍ଟୋର ଖୋଲାଯାଇଛି। ଏଲ୍‌ଜି ଇଲେକ୍ଟ୍ରୋନିକ୍ସ ରିଟେଲ ମାର୍କେଟିଂ ହେଡ୍‌ ମନୀଷ ଗୁପ୍ତା, ବିହାର ଓ ଓଡ଼ିଶା ରିଜିଓନାଲ ବିଜ୍‌ନେସ୍‌ ହେଡ୍‌ ଅଶେଷ ନନ୍ଦ, ବ୍ରାଞ୍ଚ ମ୍ୟାନେଜର ସନ୍ଦୀପ ପାତ୍ର ପ୍ରମୁଖ ଯୋଗଦେଇ ଏହି ଷ୍ଟୋରର ଉଦ୍‌ଘାଟନ କରିଛନ୍ତି । ପାତ୍ର ଇଲେକ୍ଟ୍ରୋନିକ୍ସର ମ୍ୟାନେଜିଂ ଡାଇରେକ୍ଟର କୈଳାସ ପାତ୍ର ଏହି ଅବସରରେ ଗ୍ରାହକଙ୍କୁ କୃତଜ୍ଞତା ଜଣାଇଛନ୍ତି। ସୂଚନା ଥାଉକି, ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପାତ୍ର ଇଲେକ୍ଟ୍ରୋନିକ୍ସର ୩୦ଟି ଷ୍ଟୋର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରିକା ମୃତ୍ୟୁ ମାମଲା: ୨ ଦିନିଆ ରିମାଣ୍ଡରେ ଗଲେ ବୟଫ୍ରେଣ୍ଡ ଭୀମସେନ

ବାରଙ୍ଗ,୨୩।୬: ବାରଙ୍ଗ ଥାନା ପୋଲିସ ମଙ୍ଗଳବାର ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଗିରଫ OAS ବୟଫ୍ରେଣ୍ଡ ଭୀମସେନ ଟୁଡୁଙ୍କୁ ୨ ଦିନିଆ ରିମାଣ୍ଡରେ ଆଣିଛି। ପୋଲିସ ଭୀମସେନଙ୍କୁ ୩…

ଆକ୍ସନ ମୋଡ୍‌ରେ ପୋଲିସ: ବିପୁଳ ଦେଶୀମଦ ଜବତ

ଦାରିଙ୍ଗବାଡି, ୨୩।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ ବସଷ୍ଟାଣ୍ଡ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ ଓ ତାକୁ…

ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍‌: ଆଉ ତା’ପରେ..

ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ…

ବେକ କାଟି ବାପାଙ୍କୁ ହତ୍ୟା କଲା ପୁଅ

ଟେନସା, ୨୩।୬ (ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାର ଟେନସା ଫାଣ୍ଡି ଅନ୍ତର୍ଗତ ବରସୁଆଁ ବସ୍ତିରେ  ମଙ୍ଗଳବାର ସକାଳେ ଘରୋଇ କଳହକୁ କେନ୍ଦ୍ରକରି ଏକ ହୃଦୟବିଦାରକ ଘଟଣା…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା: ଧାନବିକ୍ରି ଟୋକନ ଦାବିରେ ଗର୍ଜିଲେ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ)- ଖରିଫ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ହେଲେ ବରଗଡ଼ ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ରବିରେ ଅମଳ ଧାନ ବିକ୍ରି କରି ପାରି ନାହାଁନ୍ତି ।…

ପୁଣି ଘୁଞ୍ଚିଲା OTET ପରୀକ୍ଷା: ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୨୩।୬: ପୁଣି ଘୁଞ୍ଚିଲା OTET ପରୀକ୍ଷା। ଜୁନ୍‌ ୨୮ରେ ହେବାକୁ ଥିବା OTET ପରୀକ୍ଷା ତାରିଖ ଘୁଞ୍ଚାଯାଇଛି। ଜୁନ ୨୮ ବଦଳରେ ଜୁଲାଇ ୫ରେ ହେବ ପରୀକ୍ଷା।…

ଭବାନୀପାଟଣା ଅଭିମୁଖେ ଯାଉଥିବାବେଳେ ଓଲଟି ପଡିଲା ପିକ୍‌ଅପ୍‌ ଭ୍ୟାନ; ଅଳ୍ପକେ ବର୍ତ୍ତିଲେ ଗାଡିଚାଳକ

ଥୁଆମୂଳ ରାମପୁର, ୨୩।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରକୁ ଜିଲା ସଦର ମହକୁମା ଭବାନୀପାଟଣା ସହ ସଂଯୋଗ କରୁଥିବା ମୁଖ୍ୟ ସଡ଼କରେ ମଙ୍ଗଳବାର ସକାଳେ…

ଶିକ୍ଷକଙ୍କ ପାଇଁ ବଡ଼ ଖବର: ଏଣିକି TET ପାସ ବାଧ୍ୟତାମୂଳକ

ଭୁବନେଶ୍ୱର,୨୩।୬: TET ପାସ କରି ନ ଥିବା ଶିକ୍ଷକଙ୍କ ପାଇଁ ମଙ୍ଗଳବାର ବଡ଼ ଖବର ଆସିଛି। ଦେଶର ସମସ୍ତ ଶିକ୍ଷକଙ୍କ ପାଇଁ TET ପାସ ବାଧ୍ୟତାମୂଳକ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri