ପାତ୍ର ଇଲେଟ୍ରୋନିକ୍ସର ବିଗ୍‌ ଫେଷ୍ଟିଭାଲ ସେଲ୍‌

ଭୁବନେଶ୍ୱର,୪।୧୦: ରାଜ୍ୟର ପ୍ରମୁଖ ରିଟେଲ ଚେନ୍‌ ପାତ୍ର ଇଲେଟ୍ରୋନିକ୍ସର ବହୁ ପ୍ରତୀକ୍ଷିତ ‘ବିଗ୍‌ ଫେଷ୍ଟିଭାଲ ସେଲ୍‌ସ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ସେଲ୍‌ ୨୦୨୪ ଅକ୍ଟୋବର ୧୪ ପର୍ଯ୍ୟନ୍ତ ସମସ୍ତ ପାତ୍ର ଇଲେକ୍ଟ୍ରାନିକ୍ସ ଷ୍ଟୋରରେ ଉପଲବ୍ଧ। ଏହି ସେଲ୍‌ସ ଜରିଆରେ ଗ୍ରାହକମାନେ ଆକର୍ଷଣୀୟ ରିହାତି ଓ ଅଫରର ଲାଭ ଉଠାଇପାରିବେ। ଉଲ୍ଲେଖଯୋଗ୍ୟ, ଗ୍ରାହକ ମାତ୍ର ୧୦ ଟଙ୍କା ଦେଇ କେତେକ ଗୃହୋପଯୋଗୀ ସାମଗ୍ରୀ ଯଥା ମୋବାଇଲ, ଟିଭି, ଫ୍ରିଜ୍‌, ଲାପ୍‌ଟପ୍‌, କ୍ୟାମେରା,ଏସି, ଓ୍ବାଶିଂମେଶିନ, ମାଇକ୍ରୋଓଭନ, କିଚେନ ଆପ୍ଲିଆନ୍ସ ଏବଂ ଫର୍ନିଚର ଭଳି ଜିନିଷଗୁଡିକ କଷ୍ଟ ଟୁ କଷ୍ଟ ପ୍ରାଇସ୍‌ ଓ ସହଜ କିସ୍ତିରେ ଯୋଗାଇ ଦିଆଯାଉଛି। ଏପରିକି ୩୬ମାସ ପର୍ଯ୍ୟନ୍ତ ଇଏମ୍‌ଆଇ, ଗୋଟିଏ ଇଏମ୍‌ଆଇ ମାଗଣା ସହିତ ୧୫ ହଜାର ଟଙ୍କା ପର୍ଯ୍ୟନ୍ତ କ୍ୟାଶ୍‌ବ୍ୟାକ୍‌ ମଧ୍ୟ ଗ୍ରାହକଙ୍କୁ ଯୋଗାଇ ଦିଆଯାଉଛି। ସେହିଭଳି ମହାବିଦ୍ୟାଳୟର ଛାତ୍ର ସେମାନଙ୍କର କଲେଜ ଆଇଡି କାର୍ଡ ଦେଖାଇ ମୋବାଇଲ କିଣିଲେ ୫୦୦ ଟଙ୍କାର ଅତିରିକ୍ତ ରିହାତି ମିଳୁଛି। ଏପରିକି କୌଣସି ପୁରୁଣା ଜିନିଷ ବଦଳାଇ ନୂଆ ଜିନିଷ କିଣିଲେ ୧୦,୦୦୦ ଟଙ୍କା ପର୍ଯ୍ୟନ୍ତ ସଞ୍ଚୟ ସୁବିଧା ରହିଛି। ସେହିପରି କୌଣସି ପୁରୁଣା ମୋବାଇଲକୁ ଅପ୍‌ଗ୍ରେଡ୍‌ କରାଇଲେ ୧୫,୦୦୦ ଟଙ୍କା ପର୍ଯ୍ୟନ୍ତ ରିହାତି ଦିଆଯାଉଛି। ଏପରିକି ପୁରୁଣା ଫର୍ନିଚର ବଦଳାଇ ସହଜ କିସ୍ତିରେ ନୂଆ ଫର୍ନିଚର ଗ୍ରାହକ ନେଇପାରିବେ। ଏହିଭଳି ଅନେକ ପ୍ରକାର ରିହାତି ସୁବିଧା ଓ ଅଫର ଉପଲବ୍ଧ ରହିଛି। ଏପରିକି ଉପରୋକ୍ତ ଅଫର ଭିନ୍ନ ଭିନ୍ନ କମ୍ପାନୀର ବିଭିନ୍ନ ମଡେଲ ଉପରେ ଉପଲବ୍ଧ ଓ ସର୍ତ୍ତାବଳୀ ଲାଗୁ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri