ପଟ୍ଟା ବଣ୍ଟନ ମେଳା: ୨୭୫୩ ହିତାଧିକାରୀଙ୍କୁ ପଟ୍ଟା ପ୍ରଦାନ

ପୁରୁଷୋତ୍ତମପୁର,୧୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ କାର୍ଯ୍ୟାଳୟ ପକ୍ଷରୁ ଗ୍ରାମକଣ୍ଠ ପରମ୍ବୋକ ପଟ୍ଟା ବଣ୍ଟନ ମେଳା ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା ଏମ୍‌ପି ପ୍ରମିଳା ବିଷୋୟୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ଏନ୍‌ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ, ବ୍ଲକ ଅଧ୍ୟକ୍ଷା ପିଙ୍କି ବେହେରା ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ସେମାନେ ପଟ୍ଟା ପ୍ରଦାନର ମହତ୍ତ୍ୱ ସମ୍ପର୍କରେ ଗୁରୁତ୍ୱାରୋପ କରିଥିଲେ। ପଟ୍ଟା ନ ଥିବା ଯୋଗୁ ଲୋକଙ୍କୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଥିଲା। ବର୍ତ୍ତମାନ ଆଉ କୌଣସି ସମସ୍ୟା ରହିବ ନାହିଁ ବୋଲି ଅତିଥିମାନେ କହିଛନ୍ତି। ଏହି ଅବସରରେ ୧୧ଟି ରାଜସ୍ବ ସର୍କଲର ୨,୭୫୩ଜଣ ହିତାଧିକାରୀଙ୍କୁ ପଟ୍ଟା ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମକୁ ଅତିରିକ୍ତ ତହସିଲଦାର ସୁନିଲ କୁମାର ଟୁଡୁ ଏବଂ ଅନ୍ୟ କର୍ମଚାରୀ ପ୍ରମୁଖ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…

ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି…

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri