ପୁଣି ଏକାଠି ନଜର ଆସିଲେ ପଓ୍ବନଦୀପ- ଅରୁଣିତା

ମୁମ୍ବାଇ: ଇଣ୍ଡିଆନ ଆଇଡଲ-୧୨ର ବିଜେତା ପଓ୍ବନଦୀପ ରାଜନ ଏବଂ ଅରୁଣିତା କାଞ୍ଜିଲାଲ ତାଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚାରେ ରୁହନ୍ତି। ତେବେ ତାଙ୍କ ସମ୍ପର୍କକୁ ନେଇ ଉଠିଥିବା ଗୁଜବକୁ ସେ ବନ୍ଧୁତାର ପରିଚୟ ଦେଇଥିଲେ। ହେଲେ ଏବେ ଯାହା ଦେଖିବାକୁ ମିଳିଛି ତାହାକୁ ନେଇ ପୁଣି ଚର୍ଚ୍ଚା ହୋଉଛି। ନିକଟରେ ସୋସିଆଲ ମିଡିଆରେ ଦୁହିଁଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି । ଦୁହେଁ ଏକା ସାଙ୍ଗରେ ହାତରେ ହାତ ଛନ୍ଦି ବୁଲିବାର ନଜର ଆସିଛନ୍ତି । ଯେଉଁଥିରେ ସେମାନେ ଲଣ୍ଡନରେ ଥିବା ଦେଖିବାକୁ ମିଳିଛି। ଏହା ଭିତରେ ଅରୁଣିତା ଅତ୍ୟନ୍ତ ଖୁସି ଜଣାପଡୁଛନ୍ତି। ତେବେ ଭାଇରାଲ ହେଉଥିବା ଭିଡିଓଟି ଦୁହିଁଙ୍କର ଆଲବମ ଭିଡିଓ ବୋଲି ଜଣାପଡିଛି। ନିକଟରେ ପଓ୍ବନଦୀପଙ୍କ ଗୀତ ୟାଦ ରିଲିଜ ହୋଇଛି , ଏବଂ ଏହି ଗୀତରେ ଉଭୟ ପଓ୍ବନଦୀପ ଓ ଅରୁଣିତାଙ୍କୁ ଦେଖିବାକୁ ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ଶେଖର ସୁମନ, କହିଲେ ସାଧାରଣ ନାଗରିକ, ହିରାମଣ୍ଡିର ନବାବ ନୁହେଁ

ମୁମ୍ବାଇ,୭।୫: ବଲିଉଡ ଅଭିନେତା ଶେଖର ସୁମନ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। ଦୀର୍ଘ ସମୟ ଧରି ଲାଇମଲାଇଟ ଠାରୁ ଦୂରରେ ରହିବା ପରେ ଶେଖର...

ପ୍ରସିଦ୍ଧ ଅଭିନେତ୍ରୀଙ୍କ ପରଲୋକ

ମାଲାୟାଲମ ଅଭିନେତ୍ରୀ କନକଲତାଙ୍କର ଦେହାନ୍ତ ହୋଇଛି। ସେ ତିରୁଭାନନ୍ତପୁରମରେ ଥିବା ତାଙ୍କ ବାସଭବନରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁବେଳକୁ ତାଙ୍କ ୬୩ ବର୍ଷ ହୋଇଥିଲା। ସେ...

ରାଗିଲେ କରନ୍‌ ଜୋହର

ମୁମ୍ବାଇ: ଫିଲ୍ମ ନିର୍ମାତା କରନ୍‌ ଜୋହରଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ସେ ବଲିଉଡ୍‌କୁ ଅନେକ ସୁପରହିଟ୍‌ ଚଳଚ୍ଚିତ୍ର ଦେଇଛନ୍ତି। ଏଥିସହ ବିଭିନ୍ନ ପ୍ରସଙ୍ଗରେ ସେ...

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ଭୁଲ ଭାଲ କଥା କହି ଟ୍ରୋଲ ହେଲେ କଙ୍ଗନା

ମୁମ୍ବାଇ,୫।୫: ହିମାଚଳର ମଣ୍ଡି ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ-ରାଜନେତା କଙ୍ଗନା ରାନାୱତ ତାଙ୍କ ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଏବେ...

୨ ବର୍ଷ ଡେଟିଂ ପରେ ଅନନ୍ୟାଙ୍କ ସହ ବ୍ରେକ୍‌ଅପ୍‌ କଲେ ଆଦିତ୍ୟ!

ବମ୍ବେ: ଅଲଗା ହୋଇଛନ୍ତି ବଲିଉଡ୍‌ର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ଅନନ୍ୟା ପାଣ୍ଡେ- ଆଦିତ୍ୟ ରୟ କପୁର। ଦୀର୍ଘ ୨ ବର୍ଷ ଧରି ଡେଟ୍‌ କରିଆସୁଥିଲେ ଦୁହେଁ।...

ମୁଁ ବ୍ରେକଅପ କରି ନେଇଛି, ସୁହାନା ଖାଁଙ୍କ ପୋଷ୍ଟ ହେଲା ଭାଇରାଲ!

ମୁମ୍ବାଇ: ଶାହାରୁଖ ଖାଁ ଏବଂ ଗୌରୀ ଖାଁଙ୍କ ଝିଅ ସୁହାନା ଖାଁ ସବୁଠାରୁ ଲୋକପ୍ରିୟ ଷ୍ଟାର କିଡସଙ୍କ ମଧ୍ୟରୁ ଅନ୍ୟତମ । ସେ ଜୋୟା ଅଖତରଙ୍କ...

ବ୍ରେକ ନେଲେ ଶାହାରୁଖ

ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାନ ଗତ ବର୍ଷ ଅର୍ଥାତ୍‌ ୨୦୨୩ ରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ। ପାଞ୍ଚ ବର୍ଷ ପରେ ଶାହାରୁଖ ଫିଲ୍ମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri