ପୱନଦୀପ ହେଲେ ଇଣ୍ଡିଆନ୍‌ ଆଇଡଲ୍‌-୧୨ର ବିଜେତା: ମିଳିଲା ଏମିତି ପୁରସ୍କାର

ସୋନି ଟିଭିରେ ପ୍ରସାରିତ ଗୀତ ରିଆଲିଟି ସୋ ଇଣ୍ଡିଆନ ଆଇଡଲ ୧୨ର ଗ୍ରାଣ୍ଡ ଫାଇନାଲ ଶେଷ ହୋଇଛି। ୧୫ ଅଗଷ୍ଟରେ ଇଣ୍ଡିଆନ ଆଇଡଲ ଏହାର ଦ୍ୱାଦଶ ବିଜେତା ପାଇଛି। ପୱନଦୀପ ରାଜନ ଇଣ୍ଡିଆନ ଆଇଡଲ ୧୨ର ବିଜେତା ହୋଇଛନ୍ତି। ତାଙ୍କୁ ବିଳାସପୂର୍ଣ୍ଣ କାର ଟ୍ରଫି ଏବଂ ୨୫ ଲକ୍ଷ ଟଙ୍କା ମଧ୍ୟ ପୁରସ୍କାର ମିଳିଛି। ଫାଇନାଲରେ ପୱନଦୀପ ରାଜନଙ୍କ ଅରୁନିତା କାଞ୍ଜିଲାଲ, ମହମ୍ମଦ ଦାନିଶ, ଶନମୁଖ ପ୍ରିୟା, ନିହାଲ ତାରୋ ଏବଂ ସାୟଲି କାମ୍ବଲେଙ୍କ ସହ କଡ଼ା ପ୍ରତିଯୋଗିତା ହୋଇଥିଲା। ଶେଷରେ ବାଜି ମାରିନେଇଥିଲେ ପୱନଦୀପ। ଇଣ୍ଡିଆନ ଆଇଡଲର ଗ୍ରାଣ୍ଡ ଫାଇନାଲ୧୨ ଘଣ୍ଟା ଧରି ଚାଲିଥିଲା। ଏଥର ଫାଇନାଲ ରେସରେ ସ୍ଥାନ ପାଇବା ପାଇଁ ପ୍ରତିଯୋଗୀମାନଙ୍କୁ ବହୁ ସଂଘର୍ଷ କରିବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପରେ ବିବାଦରେ ନୟନତାରା

ବିବାହ ପରେ ବିବାଦ ଘେରରେ ସାଉଥ୍‌ ଅଗିନେତ୍ରୀ ନୟନତାରା। ପୋଲିସ ତାଙ୍କ ବିରୋଧରେ ଆଇନଗତ ନୋଟିସ ଜାରି କରିଛି। ଖବରନୁଯାୟୀ, ନୟନତାରା ବିବାହ ପରେ ସ୍ବାମୀ...

ଋଷିଙ୍କ ସ୍ଥାନ ନେଲେ ଅମିତାଭ

ହଲିଉଡ୍‌ ମୁଭି ‘ଦ ଇନ୍‌ଟର୍ନ’ର ହିନ୍ଦୀ ଭର୍ସନରେ ବଲିଉଡ୍‌ ଅଭିନେତା ସ୍ବର୍ଗତ ଋଷି କପୁରଙ୍କ ସ୍ଥାନ ନେଇଛନ୍ତି ବିଗ୍‌ ବି ଅମିତାଭ ବଚ୍ଚନ। ଆନେ ହାଥଓ୍ବେ...

ସ୍ବାମୀଙ୍କ ସହ କାହିଁକି କାମ କରନ୍ତିନି ବିଦ୍ୟା

ମୁମ୍ବାଇ: ବଲିଉଡ୍‌ ଡାର୍ଟି ଗର୍ଲ ବିଦ୍ୟା ବଲାନ୍‌ଙ୍କ ସ୍ବାମୀ ସିଦ୍ଧାର୍ଥ ମଧ୍ୟ ବଲିଉଡ୍‌ର ଜଣେ ଭଲ ପ୍ରଯୋଜକ। ହେଲେ ନାୟିକା ଭାବେ ବିଦ୍ୟା ସିଦ୍ଧାର୍ଥଙ୍କ ସହ...

ସ୍ବର ହରାଇବା ଖବରକୁ ଖଣ୍ଡନ କଲେ ଏହି ଲୋକପ୍ରିୟ ଗାୟକ, ମିଥ୍ୟା ତଥ୍ୟ ଦେବାକୁ ନେଇ…

ବମ୍ବେ: ଚର୍ଚ୍ଚାରେ ଲୋକପ୍ରିୟ ଗାୟକ ବାପି ଲେହିରି। ଗତ କିଛି ଦିନ ଧରି ଅସୁସ୍ଥ ଥିବା ସହ ସେ ନିଜର ସ୍ବର ହରାଇଥିବା କୁହାଯାଉଥିଲା। ୬୮...

‘ପଠାନ୍‌ ଏକ ଫିଲ୍ମ ନୁହେଁ, ଏହା ଏକ ଇମୋଶନ୍‌’

ମୁମ୍ବାଇ: ବଲିଉଡ ଅଭିନେତା ଅର୍ଜୁନ କପୁର ତାଙ୍କ ଫିଲ୍ମ ‘କୁତେ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଅଭିନେତା ତାଙ୍କର ପ୍ରିୟ ଚଳଚ୍ଚିତ୍ର ଏବଂ ଶାହରୁଖ ଖାନଙ୍କ...

ଭାଇଜାନ୍‌ଙ୍କ ଜୀବନ ପ୍ରତି ବିପଦ, ବନ୍ଧୁକ ଲାଇସେନ୍ସ୍‌ ପରେ ଏବେ କାର୍‌କୁ କଲେ ଅପଗ୍ରେଡ୍‌…

ମୁମ୍ବାଇ : ବଲିଉଡ୍‌ ଅଭିନେତା ଭାଇଜାନ୍‌ଙ୍କ ସଲମାନ ଖାନଙ୍କ ଜୀବନ ପ୍ରତି ବିପଦ। ତାଙ୍କୁ ହତ୍ୟା ଧମକ ମିଳୁଛି। ଏବେ ସେ ତାଙ୍କ ସୁରକ୍ଷାକୁ ନେଇ...

ସ୍ତ୍ରୀଙ୍କ ଠାରୁ କମ୍‌ ରୋଜଗାର କରୁଥିଲେ ଏହି ପ୍ରସିଦ୍ଧ ଅଭିନେତା

ବଲିଉଡ୍‌ ଅଭିନେତା ନାନା ପାଟେକର ୧ ଜାନୁଆରୀ ୧୯୫୧ରେ ମହାରାଷ୍ଟ୍ରର କୋଲାବାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ବିଶ୍ୱନାଥ ପାଟେକର। ହିନ୍ଦୀ ବ୍ୟତୀତ ସେ...

ନିଜର ଏହି ଭୁଲ ପାଇଁ କ୍ୟାମେରାକୁ ଦେଖି ଲୁଚିଲେ ଶିଳ୍ପା ଶେଟ୍ଟୀ

କରୋନା ଯୋଗୁ ଜାରି ରହିଥିବା ଲକ୍‌ଡାଉନ୍‌ ଉଠିବା ପରେ ଏବେ ସବୁଆଡେ ଅନ୍‌ଲକ୍‌ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ୍‌ କଳାକାରଙ୍କ...

Advertisement
Archives

Model This Week