Posted inଫୁରସତ

ସୁନା ଗହଣା କିଣୁଥିଲେ ଧ୍ୟାନ ଦିଅନ୍ତୁ ଏଥିପ୍ରତି…

ଆମ ସଂସ୍କୃତିରେ ସୁନାର ରହିଛି ଗୁରୁତ୍ୱପୂର୍ଣ୍ଣ ସ୍ଥାନ। ଏହା ଯେତିକି ସୁନ୍ଦର ସେତିକି ଉପଯୋଗୀ। ମହିଳାମାନଙ୍କର ଏହାପ୍ରତି ଅଶେଷ ଦୂର୍ବଳତା ରହିଥାଏ। ଏହାର ମୂଲ୍ୟ ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ ଏହାକୁ କିଣିବା ସମୟରେ ସତର୍କ ନ ହେଲେ ଠକାମୀର ଶୀକାର ହୋଇପାରନ୍ତି। କ୍ୟାରେଟ ମିଟରରେ ସୁନାର ଶୁଦ୍ଧତା ପରଖି କିଣିବା ଉଚିତ। କିଣୁଥିବା ସୁନା କେତେ କ୍ୟାରଟର ତାହା ମଧ୍ୟ ଜାଣି ରଖିବା ଦରକାର।
ସୁନା କିଣିବାପରେ ଦୋକାନ ସ୍ବର୍ଣ୍ଣ କ୍ୟାରେଟ, ଶୁଦ୍ଧତା ସାର୍ଟିଫିକେଟ ଓ କ୍ୟାସ୍‌ ମେମୋ ଦେଇଥାନ୍ତି। ଏଥିରେ ସୁନାର ଓଜନ, ମେକିଂ ଚାର୍ଜ ଆଦିର ମୂଲ୍ୟ ଉଲ୍ଲେଖ ରହିଥାଏ। ଭବିଷ୍ୟତରେ ଗହଣା ବିକ୍ରି କରିବାକୁ ଗଲାବେଳେ ଏହି ସାର୍ଟିଫିକେଟ ଆଧାରରେ ଆପଣ ବଜାର ମୂଲ୍ୟ ଅନୁଯାୟୀ ଅର୍ଥ ପାଇପାରିବେ। ତେଣୁ ସୁନା ଗହଣା କିଣିବା ସମୟରେ ଏହାର ଶୁଦ୍ଧତା ଉପରେ ନଜର ରଖିବା ଆବଶ୍ୟକ
କ୍ୟାରେଟ ସ୍ବର୍ଣ୍ଣ
୨୪    ୯୯.୯%
୨୩    ୯୫.୮%
୨୨    ୯୧.୬%
୨୧    ୮୭.୫%
୨୦    ୮୩.୩%
୧୯    ୭୯.୧%
୧୮    ୭୫.୦%
୧୭    ୭୦.୮%
୧୬    ୬୬.୭%
୧୫    ୬୨.୫%
୧୪    ୫୮.୩%


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଲାଗି ଗୋଟିଏ ଝିଅ ମିଳିବା ମୁସ୍କିଲ; ହେଲେ ଏକାସାଙ୍ଗରେ ୪ଜଣଙ୍କୁ ଜୀବନସାଥୀ କଲେ ଏହି ପୁଅ: ଭିଡିଓ ଦେଖିଲେ…

ଭାରତରେ ଏବେ ବିବାହ ଋତୁ ଆରମ୍ଭ ହୋଇଛି। ପ୍ରତି ଦିନ ହଜାର ହଜାର ବିବାହ ହେଉଛି। ସୋସିଆଲ ମିଡିଆରେ ମଧ୍ୟ କିଛି ବିବାହର ଝଲକ ଦେଖିବାକୁ...

ବିଦେଶୀ ପଣ୍ଡିତ ପଢ଼ିଲେ ଅନର୍ଗଳ ସଂସ୍କୃତ ମନ୍ତ୍ର, ଭାରତୀୟ ସଂସ୍କୃତି ଅନୁଯାୟୀ ହେଲା ବିବାହ; ଭିଡିଓ ଦେଖିଲେ କହିବେ ବାଃ…

ଆରମ୍ଭ ହୋଇଛି ବିବାହ ଋତୁ। ଦେଶବିଦେଶରେ ଏହାର ଧୁମ୍‌ ଦେଖିବାକୁ ମିଳୁଛି। ଏହି କ୍ରମରେ ସୋସିଆଲ ମିଡିଆରେ ଏକ ବିଦେଶୀ ଯୋଡ଼ିଙ୍କ ବିବାହ ଚର୍ଚ୍ଚାର ବିଷୟ...

ଗୁଗ୍‌ଲରେ ଲୋକେ ସବୁଠୁ ଅଧିକ ସର୍ଚ୍ଚ କରନ୍ତି ଏସବୁ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଗ୍‌ଲ ଆମକୁ ପ୍ରତ୍ୟେକ ପ୍ରଶ୍ନର ଉତ୍ତର ଦେଇଥାଏ। ଯେତେବେଳେ ଆମେ କିଛି ଜାଣିବାକୁ ଚାହିଁଥାଉ, ପ୍ରଥମେ ଆମେ ଗୁଗ୍‌ଲରେ ସର୍ଚ୍ଚ କରିଥାଉ ବା ଖୋଜିଥାଉ। କିନ୍ତୁ...

Online Transaction Fraud : ବିଚଳିତ ନ ହୋଇ ପ୍ରଥମେ କରନ୍ତୁ ଏପରି ଫେରି ଆସିବ ଠକେଇ ହୋଇଥିବା ଟଙ୍କା …

ମୁମ୍ବାଇ,୭।୧୨ : ବ୍ୟାଙ୍କ ଆକାଉଣ୍ଟରୁ XXXXX ଟଙ୍କା କଟାଯାଇଛି। ଏପରି ବାର୍ତ୍ତା ପାଇଛନ୍ତି କି ବ୍ୟାଙ୍କ ଆକାଉଣ୍ଟଧାରୀଙ୍କ ଅଜ୍ଞାତରେ ଆକାଉଣ୍ଟରୁ ଟଙ୍କା କଟାଯାଇଥିବା ବେଳେ ଆପଣ...

୨୨ ସନ୍ତାନଙ୍କ ମା’, ପ୍ରତିଦିନ ଜଳଖିଆରେ ପିଲାଙ୍କ ପାଇଁ ଖର୍ଚ୍ଚ କରନ୍ତି ଏତିକି ଟଙ୍କା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମା’ ହେବା ଜଣେ ମହିଳାଙ୍କ ପାଇଁ ସବୁଠାରୁ ସୁଖଦ ଅନୁଭବ। ମା’ ହେବା ପରେ ହିଁ ଜଣେ ମହିଳା ବୁଝିପାରନ୍ତି ଯେ, ଭଗବାନ ତାଙ୍କୁ କାହିଁକି...

ରୋବଟର ଚାକିରି ଛଡାଇ ନେଲେ ମହିଳା, ଏବେ ମେଶିନ ପରି କରୁଛନ୍ତି କାମ

ବେଜିଂ,୭।୧୨: ଟେକ୍ନୋଲଜି ଏବେ ମଣିଷଙ୍କ କାମ ସହଜ କରିଦେଉଛି। ବର୍ତ୍ତମାନ ଏଆଇର ଭିନ୍ନ ଏକ ବିପ୍ଲବରେ ମଣିଷଙ୍କ ରୋଜଗାର ଛଡାଇବାକୁ ବସିଲାଣି। ଏଥିସଯୋଗୁ ସବୁଠି ଛଟେଇ...

ଗଞ୍ଜା ରାବ ନୁହେଁ ଅପରାଧ, ଏହା ତାଙ୍କର ଅଧିକାର: ଫ୍ରାନ୍ସ ସରକାରଙ୍କ ନିର୍ଦ୍ଦେଶ ଜାରି…

ପ୍ୟାରିସ,୭।୧୨ : ପ୍ରାଣୀମାନଙ୍କ ଅଧିକାରର ସୁରକ୍ଷା ପାଇଁ ବହୁ ଲୋକେ ବାହାରିଥାନ୍ତି। କେହି କେହି ମାଂସାହାର ବିରୁଦ୍ଧରେ ଛିଡା ହୋଇଥିବାବେଳେ ଅନ୍ୟମାନେ ପ୍ରାଣୀଙ୍କୁ ବାନ୍ଧି ରଖିବାକୁ...

ପଦାତିକ ବାହିନୀର ଅତୁଳନୀୟ ବଳିଦାନ

ମାତୃଭୂମିର ସୁରକ୍ଷା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରୁଥିବା ପଦାତିକ ବାହିନୀର ବଳିଦାନ ଅତୁଳନୀୟ। ପଦାତିକ ବାହିନୀର କର୍ମଚାରୀଙ୍କ କଲ୍ୟାଣ ପାଇଁ ଡିସେମ୍ବର ୭ରେ ଜାତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri