Posted inଫୁରସତ

ସୁନା ଗହଣା କିଣୁଥିଲେ ଧ୍ୟାନ ଦିଅନ୍ତୁ ଏଥିପ୍ରତି…

ଆମ ସଂସ୍କୃତିରେ ସୁନାର ରହିଛି ଗୁରୁତ୍ୱପୂର୍ଣ୍ଣ ସ୍ଥାନ। ଏହା ଯେତିକି ସୁନ୍ଦର ସେତିକି ଉପଯୋଗୀ। ମହିଳାମାନଙ୍କର ଏହାପ୍ରତି ଅଶେଷ ଦୂର୍ବଳତା ରହିଥାଏ। ଏହାର ମୂଲ୍ୟ ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ ଏହାକୁ କିଣିବା ସମୟରେ ସତର୍କ ନ ହେଲେ ଠକାମୀର ଶୀକାର ହୋଇପାରନ୍ତି। କ୍ୟାରେଟ ମିଟରରେ ସୁନାର ଶୁଦ୍ଧତା ପରଖି କିଣିବା ଉଚିତ। କିଣୁଥିବା ସୁନା କେତେ କ୍ୟାରଟର ତାହା ମଧ୍ୟ ଜାଣି ରଖିବା ଦରକାର।
ସୁନା କିଣିବାପରେ ଦୋକାନ ସ୍ବର୍ଣ୍ଣ କ୍ୟାରେଟ, ଶୁଦ୍ଧତା ସାର୍ଟିଫିକେଟ ଓ କ୍ୟାସ୍‌ ମେମୋ ଦେଇଥାନ୍ତି। ଏଥିରେ ସୁନାର ଓଜନ, ମେକିଂ ଚାର୍ଜ ଆଦିର ମୂଲ୍ୟ ଉଲ୍ଲେଖ ରହିଥାଏ। ଭବିଷ୍ୟତରେ ଗହଣା ବିକ୍ରି କରିବାକୁ ଗଲାବେଳେ ଏହି ସାର୍ଟିଫିକେଟ ଆଧାରରେ ଆପଣ ବଜାର ମୂଲ୍ୟ ଅନୁଯାୟୀ ଅର୍ଥ ପାଇପାରିବେ। ତେଣୁ ସୁନା ଗହଣା କିଣିବା ସମୟରେ ଏହାର ଶୁଦ୍ଧତା ଉପରେ ନଜର ରଖିବା ଆବଶ୍ୟକ
କ୍ୟାରେଟ ସ୍ବର୍ଣ୍ଣ
୨୪    ୯୯.୯%
୨୩    ୯୫.୮%
୨୨    ୯୧.୬%
୨୧    ୮୭.୫%
୨୦    ୮୩.୩%
୧୯    ୭୯.୧%
୧୮    ୭୫.୦%
୧୭    ୭୦.୮%
୧୬    ୬୬.୭%
୧୫    ୬୨.୫%
୧୪    ୫୮.୩%


Enter your email to get our daily news in your inbox.

All Right Reserved By Dharitri.Com

କୁଟାରେ ତିଆରି ଚପଲ

ଶ୍ରୀନଗର: ଚମଡ଼ା କିମ୍ବା ପ୍ଲାଷ୍ଟିକରେ ଚପଲ ତିଆରି ହେଉଥିବା କଥା ପ୍ରାୟ ସମସ୍ତେ ଜାଣିଥିବେ। କିନ୍ତୁ ପାରମ୍ପରିକ ଶୈଳୀରେ କୁଟାରେ ଏବେ ବି ଚପଲ ତିଆରି...

ଯେଉଁଠି ବିବାହରେ କନ୍ୟାବରଙ୍କ ଉପରେ କରାଯାଏ ଟଙ୍କାବର୍ଷା…

ସାମାଜିକ ବ୍ୟବସ୍ଥାରେ ବିବାହ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପୃଥିବୀର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ବିବାହ ପରମ୍ପରା ପାଳିତ ହୋଇଥାଏ। ପୋଲାଣ୍ଡରେ ବିବାହ ଉତ୍ସବରେ କନ୍ୟାବରଙ୍କୁ ଟଙ୍କାମାଳ...

ଏହି ପତ୍ରକୁ ମେଥି ଶାଗ ଭାବି ଖାଇବା ପରେ ବେହୋସ୍‌ ପରିବାର ଲୋକେ

କନୌଜ,୩୦।୬: ପରିବାର ଲୋକ ହୁଅନ୍ତୁ କି ସାଙ୍ଗ କିମ୍ବା ସର୍ମ୍ପକୀୟଙ୍କ ସହ ବେଳେବେଳେ ଆମେ ମଜାକରେ କିଛି ଏଭଳି କରିଥାଉ, ଯାହା ପରବର୍ତ୍ତୀ ସମୟରେ ସେମାନଙ୍କୁ...

ଯାଯାବର ଜୀବନ ବିତେ ଶଗଡ଼ ଉପରେ…

ବୁନ୍ଦେଲଖଣ୍ଡରେ ଲୁହରଗଡ଼ିଆ ନାମକ ଏକ ସମ୍ପ୍ରଦାୟ ବାସ କରନ୍ତି। ଏହି ସମ୍ପ୍ରଦାୟ କୌଣସି ଗୋଟିଏ ସ୍ଥାନରେ ବାସ କରନ୍ତି ନାହିଁ। ଜୀବନସାରା ତାଙ୍କର ଯାଯାବର ଭାବେ...

ଏମିତି ମନ୍ଦିର ଯେଉଁଠି ପୁରୁଷଙ୍କୁ ପ୍ରବେଶ ମନା

ଦେବୀ କନ୍ୟାକୁମାରୀ ମନ୍ଦିର, କନ୍ୟାକୁମାରୀ- ଭାରତର ଦକ୍ଷିଣ ଭାଗରେ ସ୍ଥିତ ଏହି ମନ୍ଦିର ବର୍ଷର କୌଣସି ଦିନ ପୁରୁଷଙ୍କ ପାଇଁ ଖୋଲା ନୁହେଁ। କେବଳ ତପସ୍ବୀ...

ବର୍ଷକରେ ୩ଗୁଣ ବଢ଼ିଛି ରୋଗୀଙ୍କ ସଂଖ୍ୟା

ଭାରତରେ ପ୍ରତିଦିନ କ୍ୟାନ୍‌ସରରେ ୩୦୦ ଲୋକ ପ୍ରାଣ ହରାଉଛନ୍ତି। ଗତ ଦୁଇ ଦଶନ୍ଧିରେ କ୍ୟାନ୍‌ସର ରୋଗୀଙ୍କ ସଂଖ୍ୟା ଭାରତରେ ଦୁଇ ତୃତୀୟାଂଶରୁ ଅଧିକ ବୃଦ୍ଧି ପାଇଛି।...

ଲାଞ୍ଚ ନ ଦେବାରୁ ଷ୍ଟ୍ରେଚର ଠେଲିଲେ କୋମଳମତି ଶିଶୁ

ଦେଓରିଆ,୨୦।୭: କେନ୍ଦ୍ର ଓ ରାଜ୍ୟ ସରକାର ଗରିବ ଲୋକଙ୍କ ପାଇଁ ଭଲ ସ୍ବାସ୍ଥ୍ୟ ସେବା ଯୋଗାଇ ଦେଉଛନ୍ତି ବୋଲି ଡିଣ୍ଡିମ ପିଟୁଛନ୍ତି। ହେଲେ ସେସବୁ ଯୋଜନା...

ମୁକେଶ ଅମ୍ବାନୀଙ୍କୁ ବିବାହ କରିବାକୁ ଏହି ସର୍ତ୍ତ ରଖିଥିଲେ ନୀତା: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭାରତର ସବୁଠାରୁ ଧନୀ ବ୍ୟବସାୟୀ ମୁକେଶ ଅମ୍ବାନୀ ସମଗ୍ର ବିଶ୍ୱରେ ପରିଚିତ। ବିଶ୍ୱରେ ଧନୀ ତାଲିତାରେ ତାଙ୍କର ସ୍ଥାନ ୪ର୍ଥରେ ରହିଛି। ବର୍ତ୍ତମାନ ସେ ଲୋକପ୍ରିୟ...

Advertisement
Archives

Model This Week