ଯୋଗ କରିବା ସମୟରେ ଏହି କଥା ପ୍ରତି ଦିଅନ୍ତୁ ଧ୍ୟାନ…

ବର୍ତ୍ତମାନ ଆମ ଜୀବନରେ ଯେଉଁ ପ୍ରମୁଖ ଜିନିଷର ଆବଶ୍ୟକତା ରହିଛି ତାହା ହେଲା ଯୋଗ। ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ଯୋଗ କରନ୍ତି ତେବେ ତାହାର ସୁପ୍ରଭାବ ଶରୀର ଉପରେ ପଡ଼ିଥାଏ। ତେବେ ଯୋଗ କରିବା ପୂର୍ବରୁ କେତୋଟି ବିଷୟ ପ୍ରତି ଦୃଷ୍ଟି ଦେବା ନିହାତି ଆବଶ୍ୟକ। ପ୍ରଥମେ ଏ ବିଷୟରେ ଅଭିଜ୍ଞ ଯୋଗ ପ୍ରଶିକ୍ଷକଙ୍କ ସହ ଆଲୋଚନା କରନ୍ତୁ। ତାଙ୍କ ଅଧୀନରେ ଯଦି ସେ କିଛି ମାସ ଯୋଗ କରିବାକୁ ପରାମର୍ଶ ଦିଅନ୍ତି ତେବେ ତାହାକୁ ଗ୍ରହଣ କରନ୍ତୁ। ସବୁବେଳେ ଏକ ପ୍ରଦୂଷଣମୁକ୍ତ ସ୍ଥାନରେ ଯୋଗ କରନ୍ତୁ। ସବୁଠାରୁ ବଡ଼ କଥା ହେଲା ପ୍ରତିଦିନ କେତେ ସମୟ ଯୋଗ କରିବେ ଏବଂ କେଉଁ ସମୟରେ କରିବେ ତାହା ନିର୍ଦ୍ଧାରଣ କରନ୍ତୁ। ଯୋଗ କରିବା ସମୟରେ ଆଦୌ ଅନ୍ୟମନସ୍କ ରୁହନ୍ତୁ ନାହିଁ। ଯେତିକି ସମୟ ଯୋଗ କରୁଛନ୍ତି ସେତିକି ସମୟ ଯୋଗରେ ହିଁ ମନ କେନ୍ଦ୍ରୀତ କରନ୍ତୁ। ଯୋଗ କରିବା ସମୟରେ ମନକୁ ଶାନ୍ତ ରଖନ୍ତୁ। ଯୋଗ କରିବାକୁ କେତେକ ସାମଗ୍ରୀର ଆବଶ୍ୟକତା ପଡ଼ିଥାଏ। ତେଣୁ ସେଗୁଡ଼ିକୁ ସଂଗ୍ରହ କରି ପାଖରେ ରଖନ୍ତୁ। ଯଦି ଗ୍ରୁପ୍‌ ଯୋଗ କରୁଛନ୍ତି ତେବେ ସେହି ସମୟରେ ଅନ୍ୟ କାହା ସହ ନିଜକୁ ତୁଳନା କରନ୍ତୁ ନାହିଁ। ଯାହା ଶିଖିଛନ୍ତି କିମ୍ବା ଯୋଗ ପ୍ରଶିକ୍ଷକ ଯାହା ନିର୍ଦ୍ଦେଶ ଦେଉଛନ୍ତି ତାହାକୁ ଠିକ୍‌ ଭାବରେ ଅନୁସରଣ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri