ନୂଆ ଘର କିଣୁଛନ୍ତି କି? ଏସବୁ ପ୍ରତି ଦିଅନ୍ତୁ ଧ୍ୟାନ: କେବେ ହେବାକୁ ପଡ଼ିବ ନାହିଁ ଚିନ୍ତିତ

ସୁଖମୟ ଜୀବନଯାପନ ପାଇଁ ଆଚାର୍ଯ୍ୟ ଚାଣକ୍ୟ ଅନେକ କିଛି କହିଛନ୍ତି। ଜୀବନର ମୂଲ୍ୟଠାରୁ ଆରମ୍ଭ କରି ଘର କିଣିବା ପର୍ଯ୍ୟନ୍ତ ସେ ତାଙ୍କ ନୀତିଶାସ୍ତ୍ରରେ ଉଲ୍ଲେଖ କରିଛନ୍ତି। ଜଣେ ବ୍ୟକ୍ତି କେଉଁ ସ୍ଥାନରେ ଘର ନିର୍ମାଣ କରିବା ଉଚିତ୍‌ ଆଚାର୍ଯ୍ୟ ଚାଣକ୍ୟ ଏହାକୁ ଏକ ଶ୍ଳୋକ ମାଧ୍ୟମରେ କହିଛନ୍ତି।

=) ଚାଣକ୍ୟ କହିଛନ୍ତି ଯେ, ଧନୀ ପଡ଼ୋଶୀ ଥିବା ସ୍ଥାନରେ ଘର ନିର୍ମାଣ କରିବା ବା କିଣିବା ଉଚିତ। କାରଣ ଧନୀ ବ୍ୟକ୍ତିଙ୍କ ବାସସ୍ଥାନରେ ବ୍ୟବସାୟିକ ସ୍ଥିତି ସକରାତ୍ମକ ଅଟେ।

=) ସେ କହିଛନ୍ତି ଯେ, ଜଣେ ଶିକ୍ଷିତ ପଡ଼ୋଶୀ ହେବା ମଧ୍ୟ ସୁଖମୟ ଜୀବନ ଦେଇଥାଏ।

=) ଚାଣକ୍ୟ କହିଛନ୍ତି, ଭଲ ସରକାରୀ ବ୍ୟବସ୍ଥା, ଅର୍ଥାତ ସରକାରଙ୍କ ପକ୍ଷରୁ ଭଲ ବ୍ୟବସ୍ଥା ଥିବା ସ୍ଥାନରେ ମଧ୍ୟ ଘର ରହିବା ଭଲ।

=) ଏଥି ସହିତ, ଚାଣକ୍ୟ କହିଛନ୍ତି, ଘର ଏପରି ଏକ ସ୍ଥାନରେ ରହିବା ଉଚିତ ଯେଉଁଠାରେ ଜଳ ସହଜରେ ଉପଲବ୍ଧ ହୋଇପାରୁଥିବ। ଘର କିଣିଲା ବେଳେ ଏହା ମଧ୍ୟ ମନେ ରଖିବା ଡାକ୍ତରଖାନା ଘରର ନିକଟତର ହେବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

ଅତ୍ୟଧିକ ମିଠାଜାତୀୟ ଖାଦ୍ୟ ଖାଉଥିଲେ…

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri