SIR ବ୍ରାଣ୍ଡ ଆମ୍ବାସାଡର ହେଲେ ପାୟଲ, ଜିଲାବାସୀଙ୍କୁ କଲେ ଏମିତି ଅପିଲ

ବଲାଙ୍ଗୀର, ୨।୬ (ସୁନିଲ କୁମାର ମହାନ୍ତି) : ଭାରତ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଚାଲିଥିବା ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ୨୦୨୬ ପ୍ରକ୍ରିୟା ପାଇଁ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ପାରା ଆରଚର୍‌ ପାୟଲ ନାଗଙ୍କୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଜିଲାର ବ୍ରାଣ୍ଡ ଆମ୍ବାସାଡାର କରାଯାଇଛି । ବଲାଙ୍ଗୀର ଜିଳାପାଳ ଗୌରବ ଶିବାଜୀ ଇସଲୱାର ସୋମବାର ଜିଲାପାଳ ସମ୍ମିଳନୀ କକ୍ଷରେ ଏନେଇ ସୂଚନା ଦେଇ ପାୟଲଙ୍କୁ ଏସଆଇଆର ଫର୍ମ ପ୍ରଦାନ କରିଥିଲେ। ପାୟଲଙ୍କୁ ଏବେ ୧୮ ବର୍ଷ ହୋଇଛି । ସେ ଏବେ ଆମର ଗର୍ବିତ ଭୋଟର ବୋଲି ଜିଲାପାଳ ଇସଲୱାର ସୂଚନା ଦେଇଥିଲେ। ଏହି ଅବସରରେ ପାୟଲ ଏସଆଇଆର ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ସଫଳ କରିବା ଦିଗରେ ସବୁପ୍ରକାର ସହଯୋଗ କରିବାକୁ ଜିଲାବାସୀଙ୍କୁ ଅପିଲ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ଡ. ବିଜୟାନନ୍ଦ ସେଠୀ ଉପସ୍ଥିତ ଥିଲେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାର ଜଣଙ୍କ ପରେ ଜଣେ ଝିଅ ଆଣୁଛନ୍ତି ସୁନାମ, ଏବେ ଅଞ୍ଚଳ ପାଇଁ ଗୌରବ ଆଣିଲେ ଅନିନ୍ଦିତା

କେସିଙ୍ଗା,୧୮ା୭(ତୁମେଶ୍ୱର ସାହୁ): କିଛିଦିନ ତଳେ କେସିଙ୍ଗାର ଦୁଇ ଝିଅ ଓପିଏସ୍‌ସିରେ ଉତ୍ତୀର୍ଣ୍ଣ ହୋଇ ସମଗ୍ର ଜିଲା ତଥା ରାଜ୍ୟରେ ଚହଳ ପକାଇଥିବାବେଳେ ଆଉ ଜଣେ ଆସିଷ୍ଟାଣ୍ଟ ପ୍ରଫେସର…

ନାଁ ରଖିଲେ ଚାଷୀ ପୁଅ: ନିଟ୍-ୟୁଜିରେ ସଫଳତା ହାସଲ କଲେ ବିସ୍ମୟ, ଡାକ୍ତର ହେବାର ସ୍ୱପ୍ନ…

ଅମରପାଲି, ୧୮।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ମାଣିକପୁର ଗ୍ରାମର ମେଧାବୀ ଛାତ୍ର ବିସ୍ମୟ ପଧାନ ଚଳିତ ବର୍ଷର ନିଟ୍-ୟୁଜି…

ଆୟୁଷ୍ମାନ କାର୍ଡରେ ମିଳିବ କ୍ୟାନ୍ସର ଚିକିତ୍ସା: ମନ୍ତ୍ରୀ

ଭୁବନେଶ୍ୱର,୧୮।୭: ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ଆୟୁଷ୍ମାନ ଭାରତ କାର୍ଡରେ କ୍ୟାନ୍ସର ଚିକିତ୍ସା ସୁବିଧା ମିଳିବ ବୋଲି ସ୍ବାସ୍ଥ୍ୟ ଗଣମାଧ୍ୟମ…

Sonam Wangchuk: ଅନଶନରେ ବସିଥିବା ସୋନମ ୱାଙ୍ଗଚୁକ କିପରି ଟଙ୍କା ରୋଜଗାର କରନ୍ତି, ବର୍ତ୍ତମାନ ତାଙ୍କର ସମ୍ପତ୍ତି କେତେ? ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୭: ପରିବେଶ କର୍ମୀ, ଇଞ୍ଜିନିୟର ଏବଂ ଶିକ୍ଷା ସଂସ୍କାରକ ସୋନମ ୱାଙ୍ଗଚୁକ ବର୍ତ୍ତମାନ ଦିଲ୍ଲୀର ଜନ୍ତର ମନ୍ତରରେ ଅନଶନରେ ଅଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଅବନତି ପରେ ତାଙ୍କୁ…

ମୁଖ୍ୟ ରାସ୍ତା ଶୋଚନୀୟ: ଯାତାୟାତରେ ନାହିଁ ସୁବିଧା, ପାଲଟିଛି ମରଣଯନ୍ତା

ରିଷିଡା, ୧୮।୭ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଗ୍ରାମର ମୁଖ୍ୟ ରାସ୍ତା ବର୍ତ୍ତମାନ ଅତ୍ୟନ୍ତ ଶୋଚନୀୟ ଅବସ୍ଥାରେ ପହଞ୍ଚିଛି। ରାସ୍ତାଟି ସମ୍ପୂର୍ଣ୍ଣ…

Bullet Train: ତେଲଙ୍ଗାନାରେ ୬୫୦ଏକର ଜମି ଉପରେ ଲଢ଼େଇ! ବୁଲେଟ ଟ୍ରେନ ପ୍ରକଳ୍ପ ବିରୋଧରେ ପ୍ରତିବାଦ ଆରମ୍ଭ କଲେଣି ଚାଷୀ

ତେଲଙ୍ଗାନା,୧୮।୭: ରଙ୍ଗା ରେଡ୍ଡି ଜିଲାର ଶମଶାବାଦ ମଣ୍ଡଳର ବାହାଦୁରଗୁଡ଼ା ଗାଁରେ ଉତ୍ତେଜନା ଦେଖାଦେଇଛି, ଯେଉଁଠାରେ ଚାଷୀମାନେ ବୁଲେଟ ଟ୍ରେନ ହବ ପାଇଁ ସେମାନଙ୍କ ଜମିର ପ୍ରସ୍ତାବିତ ଅଧିଗ୍ରହଣକୁ…

ସମୁଦ୍ରରେ ୨,୦୦୦ ମିଟର ଗଭୀରତାରେ ପହଞ୍ଚିଛି ପ୍ଲାଷ୍ଟିକ ପ୍ରଦୂଷଣ; ଏହା ସାମୁଦ୍ରିକ ଜୀବନକୁ କିପରି ପ୍ରଭାବିତ କରୁଛି ଜାଣନ୍ତୁ

ନୂଆଦିଲ୍ଲୀ,୧୮।୭: ପ୍ଲାଷ୍ଟିକ ପ୍ରଦୂଷଣ ଏକ ବିଶ୍ୱ ପରିବେଶଗତ ସଙ୍କଟ ପାଲଟିଛି; ମାଇକ୍ରୋପ୍ଲାଷ୍ଟିକ (ଛୋଟ ପ୍ଲାଷ୍ଟିକ ଖଣ୍ଡ) ଏତେ ବ୍ୟାପକ ଭାବରେ ବ୍ୟାପିଛି ଯେ ସେମାନେ ସମୁଦ୍ର ଗଭୀରତାରେ…

2026 ବିଶ୍ୱକପରେ ଗୋଲଡେନ ବୁଟ ପୁରସ୍କାରରୁ ବଞ୍ଚିତ ହୋଇପାରନ୍ତି Lionel Messi, ଜାଣନ୍ତୁ କାହିଁକି

ଟରଣ୍ଟୋ,୧୮।୭: ଲିଓନେଲ ମେସି ଏବଂ କିଲିଆନ ଏମବାପ୍ପେ 2026 ଫିଫା ବିଶ୍ୱକପରେ ମିଳିତ ଭାବରେ ସର୍ବାଧିକ ଗୋଲ ସ୍କୋରର; ଉଭୟ 8 ଗୋଲ କରିଛନ୍ତି। ଫ୍ରାନ୍ସ ଟାଇଟଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri