ପୁଣି ରିମାଣ୍ଡରେ ଗଲେ ପାୟଲ-ବିକାଶ

ଭୁବନେଶ୍ୱର,୮।୫(ବ୍ୟୁରୋ): ସିଭି ରମଣ ବିଶ୍ୱବିଦ୍ୟାଳୟର ୯୭ ଲକ୍ଷ ଟଙ୍କା ହଡପ ମାମଲାରେ ଗିରଫ ହୋଇଥିବା ଆକାଉଣ୍ଟାଣ୍ଟ ପାୟଲ ମହାପାତ୍ର ଏବଂ ପ୍ରେମିକ ବିକାଶ କୁମାର ପୁଣି ରିମାଣ୍ଡରେ ଯିବେ। ଏହି ପ୍ରେମୀ ଯୁଗଳଙ୍କୁ ତମାଣ୍ଡୋ ଥାନା ପୋଲିସ ଦ୍ବିତୀୟ ପର୍ଯ୍ୟାୟ ରିମାଣ୍ଡରେ ନେବ। ସେମାନଙ୍କୁ ୫ ଦିନିଆ ରିମାଣ୍ଡ ପାଇଁ ଏସ୍‌ଡିଜେଏମ୍‌ କୋର୍ଟ ଅନୁମତି ଦେଇଛନ୍ତି । ଦ୍ବିତୀୟ ପର୍ଯ୍ୟାୟ ରିମାଣ୍ଡରେ କଲେଜ କର୍ମଚାରୀଙ୍କ ଭୂମିକା ନେଇ ପୋଲିସ ତଦନ୍ତ କରିବ। ସାଇବର ଏକ୍ସପର୍ଟଙ୍କ ଜରିଆରେ ଟଙ୍କା ହଡ଼ପ ନେଇ ଅନେକ ତଥ୍ୟ ମିଳିଥିବା ବେଳେ ଅଧିକ ତଥ୍ୟ ଦେବାକୁ ହ୍ବାଟ୍ସଆପକୁ ଚିଠି ଲେଖିଛି କମିଶନରେଟ ପୋଲିସ । ତେବେ ପ୍ରଥମ ପର୍ଯ୍ୟାୟରେ ୩ ଦିନିଆ ରିମାଣ୍ଡ ଲାଗି ଅନୁମତି ମିଳିଥିଲା।

ସୂଚନାଯୋଗ୍ୟ, ଉଭୟ ବିକାଶ ଏବଂ ପାୟଲ ହଡ଼ପ ଟଙ୍କାରେ ମଉଜ କରୁଥିଲେ। ଚେନ୍ନାଇ , ବେଙ୍ଗାଲୁରୁ, ଜମ୍ମୁକଶ୍ମୀର ଆଦି ସ୍ଥାନକୁ ବୁଲିବାକୁ ଯାଉଥିଲେ। ଏପରିକି ପ୍ରେମିକା ଦେଇଥିବା ଟଙ୍କାରୁ ପ୍ରାୟ ୫୦ ଲକ୍ଷ ଟଙ୍କା କେବଳ ଜୁଆରେ ଉଡାଇଥିବା ବିକାଶ ପୋଲିସ ଆଗରେ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଫାଶୀ ଦିଅ କିମ୍ବା ଜେଲ ପଠାଅ, ମୁଁ…’, କଂଗ୍ରେସ ନେତାଙ୍କ ବୟାନକୁ ନେଇ ରାଜନୀତି ହଲଚଲ

ନୂଆଦିଲ୍ଲୀ, ୧୮।୮: ବନ୍ଦେ ମାତରମ’ର ସମ୍ପୂର୍ଣ୍ଣ ଛନ୍ଦ ଗାନକୁ ନେଇ ଜାରି ରହିଥିବା ରାଜନୈତିକ ହଙ୍ଗାମା ମଧ୍ୟରେ କର୍ନାଟକ କଂଗ୍ରେସ ସଭାପତି ବି.କେ. ହରିପ୍ରସାଦ ବଡ଼ ବୟାନ…

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସହାୟତା ଘୋଷଣା: ବାସନକୁସନ-ପୋଷାକ ବାବଦକୁ ମିଳିବ…

ଭୁବନେଶ୍ୱର,୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କ୍ଷୁଦ୍ର ଚାଷୀଙ୍କୁ ହେକ୍ଟର ପିଛା…

ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ

ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା…

ସୁପ୍ରିମକୋର୍ଟର ମଞ୍ଜୁରୀ ପରେ ‘ମହାପ୍ରଭୁ ଜଗନ୍ନାଥ’ର ରିଲିଜ୍‌ ତାରିଖ ଫାଇନାଲ, ଜାଣନ୍ତୁ କେବେ ଆସିବ ଫିଲ୍ମ

ନୂଆଦିଲ୍ଲୀ, ୧୮।୮: ଆନିମେଟେଡ ଫିଲ୍ମ ‘ମହାପ୍ରଭୁ ଜଗନ୍ନାଥ’ ଜୁଲାଇ ୧୭ ତାରିଖରେ ସିନେମା ହଲ୍‌ରେ ରିଲିଜ ହେବାର ଥିଲା। କିନ୍ତୁ ଆଇନଗତ ବିବାଦରେ ଫସିବା ପରେ ଏହାର…

କଂଗ୍ରେସର ‘ବନ୍ଦେ ମାତରମ’ ଭିଡିଓକୁ ନେଇ ବର୍ଷିଲେ କଙ୍ଗନା, ପାକିସ୍ତାନ ସହ ତୁଳନା କରି କହିଲେ…

ନୂଆଦିଲ୍ଲୀ, ୧୮।୮: ହିମାଚଳ ପ୍ରଦେଶର ମଣ୍ଡିରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରଣାୱତ କଂଗ୍ରେସ ନେତୃତ୍ୱ ଉପରେ ବଡ଼ ବୟାନ ଦେଇଛନ୍ତି। ଅଗଷ୍ଟ ୧୫…

ବାପାକୁ ଆକ୍ରମଣ କଲେ ପୁଅ, ଗିରଫ କରିବାକୁ ଯାଇ ପୋଲିସ ହଟହଟା

ଗୋପ,୧୮।୮( ଭାରତୀ ଭୂଷଣ ଉପାଧ୍ୟାୟ): ମଙ୍ଗଳବାର ଭୋର ସମୟରେ ଗୋପ ଥାନା ଅନ୍ତର୍ଗତ ଗଣେଶ୍ବରପୁର ଗ୍ରାମରେ ଛୁରାମାଡ଼ ହୋଇଛି । ରାମଚନ୍ଦ୍ର ରଥଙ୍କ ଏକମାତ୍ର ପୁତ୍ର ବିକି…

ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଫସଲ ନଷ୍ଟ ହୋଇଥିଲେ ମିଳିବ ଏତେ…

ଭୁବନେଶ୍ୱର , ୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ହଜାରେ କୋଟି…

ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବର; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri