ପେଟିଏମ୍‌ ଆଣିଲା ନୂଆ ଛୋଟ ସାଉଣ୍ଡ ବକ୍ସ, କେବଳ ମୋବାଇଲରେ ନୁହେଁ କାର୍ଡରେ ବି ହେବ ପେମେଣ୍ଟ…

ନୂଆଦିଲ୍ଲୀ,୫।୯: ଅନଲାଇନ୍‌ ପେମେଣ୍ଟ କରୁଥିବା ବ୍ୟକ୍ତିଙ୍କ ଲାଗି ଭଲ ଖବର। ଫିନ୍‌ଟେକ୍‌ ଫାର୍ମ ପେଟିଏମ୍‌ ଗ୍ରାହକଙ୍କ ଲାଗି ଏକ ନୂଆ ସାଉଣ୍ଡ ବକ୍ସ(ପେଟିଏମ୍‌ କାର୍ଡ ସାଉଣ୍ଡ ବକ୍ସ) ବଜାରକୁ ଆଣିଛି। ଏହି ସାଉଣ୍ଡ ବକ୍ସରୁ ଗ୍ରାହକ ଏବେ କ୍ୟୁଆର୍‌ କୋର୍ଡ ଅର୍ଥାତ ମୋବାଇଲ ବ୍ୟତିତ କାର୍ଡରୁ ମଧ୍ୟ ପେମେଣ୍ଟ କରିପାରିବେ। ଏହାର ଦାମ ୯୯୯ ଟଙ୍କା ରହିଛି। କମ୍ପାନୀ ସର୍ବଦା ଦେଶର ଛୋଟ ବ୍ୟବସାୟୀଙ୍କ ଲାଗି ପେମେଣ୍ଟ ଏବଂ ଫାଇନାନ୍ସିଆଲ ସର୍ଭିସେସ ସମସ୍ୟାକୁ ସମାଧାନ କରିବାକୁ ଲାଗି ଆଗୁଆ ଥିବା ପ୍ରତିଷ୍ଠାତା ତଥା ସିଇଓ ବିଜୟ ଶେଖର ବର୍ମା କହିଛନ୍ତି।

ସାଉଣ୍ଡ ବକ୍ସକୁ ଭାରତର ୫୫୦ ସହରରେ ପହଞ୍ଚାଇବାକୁ ଅଭିଯାନ ଆରମ୍ଭ ହୋଇଛି। ଏହାଦ୍ୱାରା ବ୍ୟବସାୟୀ ୫୦୦୦ ଟଙ୍କା ପର୍ଯ୍ୟନ୍ତ କାର୍ଡରୁ ଟଙ୍କା ଗ୍ରହଣ କରିପାରିବେ। ଏହା ଭିଜା, ମାଷ୍ଟରକାର୍ଡ, ଆମେରିକାନ ଏକ୍ସପ୍ରେସ, ରୁପେ ନେଟଓ୍ବର୍କରେ ପେମେଣ୍ଟ ଆକ୍ସେପ୍ଟ କରିଥାଏ। ଏହା ୪ଜି କନେକ୍ସନ ସହ ଚାଲୁଥିବା ବେଳେ ୪ଓ୍ବାଟ ସ୍ପିକର ଏବଂ ୫ ଦିନର ବ୍ୟାଟେରୀ ଲାଇଫ୍‌ ରହିଛି। ଏହା ୧୧ ଭାଷାରେ ଆଲର୍ଟ ପ୍ରଦାନ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ଦୁର୍ଘଟଣା: ବାପା-ଝିଅଙ୍କ ଉପରେ ମାଡ଼ିଗଲା ଟ୍ରକ, ଆଉ ତା’ପରେ…

ସୋର,୭।୬(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଉତ୍ତରେଶ୍ୱର ବସ୍‌ ଷ୍ଟପ୍‌ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ…

‘କକ୍ରୋଚ ଜନତା ପାର୍ଟି’, ପରେ ‘ପିମ୍ପୁଡ଼ି ଜନତା ପାର୍ଟି’ ନୂଆ ଦଳ ଗଠନ କଲେ ପୂର୍ବତନ ଭାଜପା ନେତା

ମେରଠ,୭।୬: ମେରଠରେ ଏକ ନୂଆ ରାଜନୈତିକ ଦଳ ଗଠନ ଘୋଷଣା କରାଯାଇଛି। ପୂର୍ବତନ ଭାଜପା ନେତା ଅନୁପ ରାଘବ ‘ଚିଣ୍ଟିି ଜନତା ପାର୍ଟି’ ନାମରେ ଏକ ସଂଗଠନ…

ଲଣ୍ଡା ହୋଇ ଶପଥ ନେଲେ…ଗ୍ରାମବାସୀ କହିଲେ ଆମେ ଆଉ ମଦ ପିଇବୁନି

ଆନନ୍ଦପୁର,୭ା୬(ସୁଶାନ୍ତ କୁମାର ସାହୁ ): ମଦ ପରିତ୍ୟାଗ କରି ୧୫ରୁ ଊର୍ଦ୍ଧ୍ବ ବ୍ୟକ୍ତି ଲଣ୍ଡା ହେବା ସହ ନଦୀରେ ବୁଡ଼ ପକାଇଛନ୍ତି ଏବଂ ଠାକୁରଙ୍କ ପାଖରେ ଶପଥ…

ଜଳୁଛି ଲକ୍ଷ୍ମୀପୁର… ଆଦିବାସୀ ଯୁବକଙ୍କୁ ଛୁରାମାଡ଼ ଘଟଣା, ଗିରଫ ଦାବିରେ ଦୋକାନ ଭାଙ୍ଗିଲେ ଆଦିବାସୀ

ଲକ୍ଷ୍ମୀପୁର,୭।୬(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକରେ ଶନିବାର ସନ୍ଧ୍ୟାରେ କୌଣସି ଏକ ଘଟଣାକୁ ନେଇ ବଡ଼ ଶଙ୍ଖା ଗ୍ରାମରେ ଜଣେ ଆଦିବାସୀ ଯୁବକକୁ ଲକ୍ଷ୍ମୀପୁରର…

ଦାରିଙ୍ଗବାଡ଼ିର ୩ ବିଦ୍ୟାଳୟରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ

ଦାରିଙ୍ଗବାଡ଼ି,୭ା୬(ଅରୁଣ ସାହୁ): ଶିକ୍ଷାର ବ୍ୟବସ୍ଥାରେ ଆଉ ଗୋଟିଏ ପାଦ ଆଗକୁ ବଢ଼ିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଛି ପଦକ୍ଷେପ। ରବିବାର କନ୍ଧମାଳ…

ବଡ଼ ହଲଚଲ! TMCରେ ଫାଟ ଭିତରେ ଦିଲ୍ଲୀ ଗସ୍ତ କଲେ ମମତା, ବୈଠକରେ ହୋଇପାରେ ବଡ଼ ନିଷ୍ପତ୍ତି

କୋଲକାତା,୭।୬: ସୋମବାର ଦିନ ଜାତୀୟ ରାଜଧାନୀ ଦିଲ୍ଲୀରେ ଇଣ୍ଡିଆ ବ୍ଲକ୍‌ର ଏକ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ଯୋଗଦେବା ପାଇଁ ଟିଏମ୍‌ସି ସୁପ୍ରିମୋ ମମତା…

ଭାଜପା ଛାଡିବା ପରେ ନୂଆ ଆନ୍ଦୋଳନ ଆରମ୍ଭ କଲେ ଆନ୍ନାମଲାଇ, ଆଖି ପିଛୁଳାକେ ଯୋଡି ହେଲେ ୧୫ ଲକ୍ଷରୁ ଅଧିକ ସଦସ୍ୟ

ନୂଆଦିଲ୍ଲୀ,୭।୬: ତାମିଲନାଡୁର ପୂର୍ବତନ ଭାଜପା ଅଧ୍ୟକ୍ଷ କେ. ଆନ୍ନାମଲାଇ ଦଳରୁ ଇସ୍ତଫା ଦେବାର କିଛି ଦିନ ପରେ ଏକ ନୂତନ ରାଜନୈତିକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଏହି…

ଦୁର୍ନୀତି ପଦାରେ ପଡ଼ିବା ପରେ ତରବରିଆ ଭାବେ ଆରମ୍ଭ ହେଲା କାର୍ଯ୍ୟ, ମେଟାଲ ଉପରେ ପଡୁଛି…

ଥୁଆମୂଳ ରାମପୁର,୭ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବାଗଡ଼ିଆଣି ଗ୍ରାମପଞ୍ଚାୟତ ଅନ୍ତର୍ଗତ କମରାଘାଟ ଗ୍ରାମର ମନରେଗା ରାସ୍ତା କାର୍ଯ୍ୟରେ ବ୍ୟାପକ ଅନିୟମିତତା ସମ୍ପର୍କରେ ‘ଧରିତ୍ରୀ’ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri