Paytm Crisis: ପେମେଣ୍ଟ ବ୍ୟାଙ୍କଠୁ ନିଜକୁ ଦୂରେଇ ରଖିଲା ପେଟିଏମ,ସଙ୍କଟ ମଧ୍ୟରେ ନେଲା ଏହି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧।୩: ଚାଲିଥିବା ସଙ୍କଟ ମଧ୍ୟରେ ଫିଣ୍ଟେକ କମ୍ପାନୀ ପେଟିଏମ ଏକ ବଡ଼ ପଦକ୍ଷେପ ନେଇଛି। ପେଟିଏମର ପ୍ୟାରେଣ୍ଟ କମ୍ପାନୀ ଓ୍ବାନ୯୭ କମ୍ୟୁନିକେଶନ ବିବାଦରେ ଫସିଥିବା ପେଟିଏମ ପେମେଣ୍ଟ ବ୍ୟାଙ୍କ ଠାରୁ ଏହାର ଦୂରତା ବୃଦ୍ଧି କରିଛି। ଏଥିପାଇଁ ଅନେକ ଇଣ୍ଟର- କମ୍ପାନୀ ଚୁକ୍ତିନାମାକୁ ସମାପ୍ତ କରିଦିଆଯାଇଛି ।

ପେଟିଏମର ପ୍ରତିଷ୍ଠାତା ବିଜୟ ଶେଖର ଶର୍ମା ଶୁକ୍ରବାର ସକାଳେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସର ଏକ ଅପଡେଟରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ପେଟିଏମ ଏବଂ ପିପିବିଏଲ (ପେଟିଏମ ପେମେଣ୍ଟସ ବ୍ୟାଙ୍କ ଲିମିଟେଡ) ର ଅଂଶୀଦାରମାନେ ବିଭିନ୍ନ ଇଣ୍ଟର- କମ୍ପାନୀ ଚୁକ୍ତିନାମା ବନ୍ଦ କରିବାକୁ ରାଜି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଥ୍ୟାଙ୍କ ୟୁ ପାକିସ୍ତାନ…’, ଭାରତ ସହ ଖେଳିବାକୁ ମନା କଲା ପାକ୍‌, ଖୁସିରେ ନାଚି ଉଠିଲା ବାଂଲାଦେଶ!

ନୂଆଦିଲ୍ଲୀ,୬।୨: ବାଂଲାଦେଶ ଏବଂ ପାକିସ୍ତାନ ଟି-୨୦ ବିଶ୍ୱକପରେ ଭାରତ ବିରୁଦ୍ଧରେ ଚୁପଚାପ ଏକତ୍ରିତ ହୋଇଥିଲେ। ଏହା ଏବେ ସାମ୍ନାକୁ ଆସିଛି। ବାଂଲାଦେଶର କ୍ରୀଡା ପରାମର୍ଶଦାତା ଆସିଫ ନଜରୁଲ…

ରେପୋ ରେଟ୍‌ ଅପରିବର୍ତ୍ତିତ ରଖିଲା RBI: ସୁଧ ହାରରେ ମିଳିଲାନି ଆଶ୍ୱସ୍ତି

ମୁମ୍ବାଇ,୬।୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଚଳିତ ଆର୍ଥିକ ବର୍ଷର ଶେଷ ମୁଦ୍ରାନୀତି ଘୋଷଣା କରିଛି। ଆର୍‌ବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସୁଧ…

ଶିକ୍ଷା ବ୍ୟବସ୍ଥା ପ୍ରଶ୍ନକୁ ଏଡାଇ ଚାଲିଗଲେ ଜିଲାପାଳ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ନୀତି ଆୟୋଗଙ୍କ ‘ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ’ (Aspirational Blocks Programme) ଅଧୀନରେ…

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି…

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର…

ବିଶ୍ୱ ବଜାରରେ ଚାଇନାକୁ ପଛରେ ପକାଇବ ଭାରତ: ଆମେରିକାର ୩୦ ବିଲିୟନ ଡଲାର ନିବେଶ ଘୋଷଣା

ନୂଆଦିଲ୍ଲୀ,୬ା୨: ବିଶ୍ୱ ଅର୍ଥନୀତିର ଗତିପଥ ବଦଳାଇବା ପାଇଁ ଭାରତ ଓ ଆମେରିକା ମଧ୍ୟରେ ଏକ ବଡ଼ ରଣନୈତିକ ବୁଝାମଣା ହୋଇଛି। ଚାଇନାର ଏକାଧିପତ୍ୟକୁ ରୋକିବା ପାଇଁ ଆମେରିକା…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri