ମନି ଲଣ୍ଡରିଂ ନିୟମ ଉଲ୍ଲଂଘନ ପାଇଁ ପେଟିଏମ୍ ଉପରେ ଲାଗିଲା ୫.୪୯ କୋଟି ଟଙ୍କା ଜରିମାନା

ନୂଆଦିଲ୍ଲୀ,୧।୩: ମନି ଲଣ୍ଡରିଂ ନିୟମ ଉଲ୍ଲଂଘନ ପାଇଁ ପେଟିଏମ୍ ପେମେଣ୍ଟ ବ୍ୟାଙ୍କ ଉପରେ ୫.୪୯ କୋଟି ଟଙ୍କା ଜୋରିମାନା ଲଗାଇଛି ଫାଇନାନ୍ସିଆଲ ଇଣ୍ଟେଲିଜେନ୍ସ ୟୁନିଟ୍-ଇଣ୍ଡିଆ। ଏକ ବିବୃତ୍ତିରେ ଅର୍ଥ ମନ୍ତ୍ରଣାଳୟ କହିଛି ଯେ ଏହାର ଆର୍ଥିକ ଇଣ୍ଟେଲିଜେନ୍ସ ୟୁନିଟ୍ ଅନଲାଇନରେ ସଂଗଠିତ ତଥା ସୁବିଧା ସମେତ ଜୁଆ ଖେଳରେ କିଛି ସଂସ୍ଥା ଏବଂ ସେମାନଙ୍କ ବ୍ୟବସାୟ ନେଟୱାର୍କ ବେଆଇନ କାର୍ଯ୍ୟରେ ଲିପ୍ତ ଥିବା ସୂଚନା ପାଇବା ପରେ ଅବରୋଧିତ ପେମେଣ୍ଟ ବ୍ୟାଙ୍କଗୁଡିକ ଉପରେ ନଜର ରଖିବା ଆରମ୍ଭ କରିଛି।

ଅର୍ଥମନ୍ତ୍ରାଳୟ ପକ୍ଷରୁ ଜାରି ବିବୃତ୍ତିରେ ଆହୁରି ମଧ୍ୟ କୁହାଯାଇଛି ଯେ ଏହି ବେଆଇନ କାର୍ଯ୍ୟରୁ ଉତ୍ପାଦିତ ଅର୍ଥ ଅର୍ଥାତ ଅପରାଧର ଆୟ ପେଟିଏମ୍ ପେମେଣ୍ଟସ୍ ବ୍ୟାଙ୍କ ଲିମିଟେଡ୍ ସହିତ ଏହି ସଂସ୍ଥାଗୁଡ଼ିକ ଦ୍ୱାରା ପରିଚାଳିତ ବ୍ୟାଙ୍କ ଆକାଉଣ୍ଟ ମାଧ୍ୟମରେ ଚ୍ୟାନେଲ କରାଯାଇଥିଲା।

ତେବେ ପେଟିଏମ୍ ପେମେଣ୍ଟସ୍ ବ୍ୟାଙ୍କ ଦ୍ୱାରା ଲିଖିତ ଏବଂ ମୌଖିକ ଉପସ୍ଥାପନା ଉପରେ ବିଚାର କରିବା ପରେ ରେକର୍ଡରେ ଉପଲବ୍ଧ ବହୁମୂଲ୍ୟ ସାମଗ୍ରୀ ଉପରେ ଆଧାର କରି ପେଟିଏମ୍ ବିରୋଧରେ ଅଭିଯୋଗ ପ୍ରମାଣିତ ହୋଇଥିବା ଏଫୟୁୟୁ-ଇଣ୍ଡିଆ ନିର୍ଦ୍ଦେଶକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri