Posted inଜାତୀୟ

ଗୁଗୁଲ ପ୍ଲେ ଷ୍ଟୋରରୁ ହଟିଲା ପେଟିଏମ୍‌

ନୂଆଦିଲ୍ଲୀ,୧୮ ।୯: ଗୁଗୁଲ ଶୁକ୍ରବାର ଗୁଗୁଲ ପ୍ଲେ ଷ୍ଟୋରରୁ ପେଟିଏମ୍ ଆପ୍‌କୁ ହଟାଇ ଦେଇଥିବା ଜଣାପଡିଛି । ଗୁଗୁଲ କହିଛି କୌଣସି ଗ୍ୟାବଲିଙ୍ଗ ବା ଜୁଆ ଖେଳିବା ବାଲା ଆପ୍‌କୁ ସେ ସମର୍ଥନ କରିବ ନାହିଁ । ଜୁଆ ସହ ଜଡିତ ଥିବା ନୀତିର ଉଲ୍ଲଂଘନ କରିଥିବା ଦର୍ଶାଇ ପେଟିଏମ୍‌କୁ ଗୁଗଲ ପ୍ଲେଷ୍ଟୋରରୁ ହଟାଇ ଦେଇଥିବା କହିଛି । ପେଟିଏମ୍ ଓ ୟୁପିଆଇ ଆପ୍ ୱାନ ୯୭ କମ୍ୟୁନିକେଶନ ଲିମିଟେଡ ଦ୍ୱାରା ଡେଭଲପ କରାଯାଇଛି । ହେଲେ ଏହାକୁ ଗୁଗୁଲ ପ୍ଲେ ଷ୍ଟୋରରେ ସର୍ଚ୍ଚ କଲେ ଏବେ ମିଳୁ ନ ଥିବା କୁହାଯାଉଛି । କିନ୍ତୁ ପୂର୍ବରୁ ଆଣ୍ଡ୍ରଏଡ ସ୍ମାର୍ଟଫୋନରେ ଇନ୍‌ଷ୍ଟଲ ହୋଇଥିବା ଆପ ଏବେ କାମ କରୁଛି । ପେଟିଏମ୍ ପେମେଣ୍ଟ ଆପ ବ୍ୟତୀତ କମ୍ପାନୀର ଅନ୍ୟ ଆପ୍ସ ପେଟିଏମ୍ ଫର୍ ବିଜନେସ୍‌, ପେଟିଏମ୍ ମନି, ପେଟିଏମ୍ ମଲ୍ ଆଦି ଗୁଗୁଲ ପ୍ଲେ ଷ୍ଟୋରରେ ଏବେ ଉପଲବ୍ଧ ରହିଛି । ଗୁଗୁଲ ତା’ର ବ୍ଲଗରେ ଲେଖିଛି କି ଆମେ ଅନଲାଇନ କ୍ୟାସିନୋକୁ ଅନୁମତି ଦେଇ ନ ଥାଉ । ଏମିତି କୌଣସି ଆପକୁ ଆମେ ସମର୍ଥନ କରୁନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri