ପେଟିଏମ୍‌ର କ୍ୟାଶବ୍ୟାକ ଧମାକା

ଭୁବନେଶ୍ୱର,୨୨।୧୦: ଦେଶର ପ୍ରମୁଖ ଡିଜିଟାଲ ଇକୋସିଷ୍ଟମ ପେଟିଏମ ନିକଟରେ ଏହାର ପାର୍ବଣ ଅଫର ସମ୍ପର୍କରେ ଘୋଷଣା କରିଛି। କମ୍ପାନୀ ପାର୍ବଣ ଅବସରରେ ୧୦୦ କୋଟିର ମାର୍କେଟିଂ କ୍ୟାମ୍ପନେ ତା’ର ପାର୍ଟନରମାନଙ୍କ ଜରିଆରେ କରିବ ବୋଲି ଜଣାପଡିଛି। କମ୍ପାନୀ ଚଳିତ ପାର୍ବଣରେ ପେ ଟିଏମ କ୍ୟାଶବ୍ୟାକ ଧାମାକା ନାମରେ ଫେଷ୍ଟିଭାଲ ଅଫରର ସୁବିଧା ଆରମ୍ଭ କରିଛି। ଏହି ସୁବିଧା ୧୪ ଅକ୍ଟୋବରରୁ ଆରମ୍ଭ ହୋଇଯାଇଛି। ଏହା ଜରିଆରେ ୟୁଜର ମନି ଟ୍ରାନ୍ସଫର ସାଙ୍ଗକୁ ଅନଲଶଇନ ଓ ଅଫଲାଇନ ପେମେଣ୍ଟ କିମ୍ବା ଆପ ଜରିଆରେ ରିଚ୍ଚାର୍ଜ ଆଦିରେ କ୍ୟାଶବ୍ୟାକ ସୁବିଧା ପାଇପାରିବେ ବୋଲି ସୂଚନା ମିଳିଛି। ଦେଶର ସମସ୍ତ ଜିଲାରେ ଏହି ଅଫର ଓ ସୁବିଧା ଉପଲବ୍ଧ ରହିଛି। ତେବେ ଏହି ଅଫର ଗୁଜୁରାଟ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା ଏବଂ କର୍ଣ୍ଣାଟକ ଭଳି ରାଜ୍ୟ ପାଇଁ କମ୍ପାନୀସ୍ବତନ୍ତ୍ର ଫୋକସ ଦେଉଥିବା ଏହାର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଏହି ଅଫର ୧୪ ଅକ୍ଟୋବରରୁ ୧୪ ନଭେମ୍ବର ପର୍ଯ୍ୟନ୍ତ ରହିବ। ଏହି ଅଫର ମାଧ୍ୟମରେ ପ୍ରତି ଦିନ ୧୦ ଭାଗ୍ୟଶାଳୀ ବିଜେତାଙ୍କୁ ୧ ଲକ୍ଷ ଟଙ୍କା ପୁରସ୍କାର ସ୍ବରୂପ ମିଳିବ ବୋଲି ଜଣାପଡିଛି। ସେହିଭଳି ୧୦ ହଜାର ବିଜେତା ୧୦୦ଟଙ୍କାର କ୍ୟାଶବ୍ୟାକ ଏବଂ ଆଉ ଦଶ ହଜାର ୟୁଜର୍ସ ୫୦ଟଙ୍କା ଲେଖାଏ କ୍ୟାଶବ୍ୟାକର ବିଜେତା ହୋଇପାରିବେ। ସେହିପରି ନଭେମ୍ବର ୧ରୁ ୩ ତାରିଖ ମଧ୍ୟରେ ୟୁଜରମାନେ ପ୍ରତିଦିନ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପୁରସ୍କାର ଜିତିବାର ସୁଯୋଗ ରହିଛି। ଅପରପକ୍ଷରେ ପେଟିଏମ ବ୍ୟବହାରକାରୀମାନେ ମଧ୍ୟ ଆଇଫୋନ-୧୩, ୨୦-୨୦ ବିଶ୍ୱକପ ଟିକଟ, ଲାଭାଇସ ଭଲି ବ୍ରାଣ୍ଡର ଭାଉଚର ସମେତ ଅନେକ କିଛି ପୁରସ୍କାର ଜିତିବାର ସୁଯୋଗ ରହିଛି ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri