Posted inଖେଳ

IPL 2024: ବିଜୟରୁ ସିଜିନ୍ ଆରମ୍ଭ କଲା ପଞ୍ଜାବ କିଙ୍ଗସ୍, ପ୍ରତ୍ୟାବର୍ତ୍ତନରେ ଋଷଭଙ୍କ ହାତରେ ଲାଗିଲା ପରାଜୟ

ନୂଆଦିଲ୍ଲୀ,୨୩।୩: ଚଣ୍ଡିଗଡ଼ର ମହାରାଜା ଯାଦବିନ୍ଦ୍ର ସିଂ ଷ୍ଟାଡିୟମରେ ଖେଳା ଯାଉଥିବା ଆଇପିଏଲ୍ ୨୦୨୪ ର ଦ୍ୱିତୀୟ ମ୍ୟାଚରେ ବିଜୟୀ ହୋଇଛି ପଞ୍ଜାବ କିଙ୍ଗସ୍। ପଞ୍ଜାବ କିଙ୍ଗ୍ସର ଅଧିନାୟକ ଶିଖର ଧାୱନ ଟସ୍ ଜିତି ଦିଲ୍ଲୀ କ୍ୟାପିଟାଲ୍ସକୁ ପ୍ରଥମେ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲେ।

ଆରମ୍ଭରୁ ଦିଲ୍ଲୀର ଦୁଇ ଓପନର ଡେଭିଡ ୱାର୍ନର ଏବଂ ମିଚେଲ ମାର୍ଶ ଭଲ ଆରମ୍ଭ କରିଥିଲେ। ତେବେ ମଧ୍ୟ କ୍ରମର ବ୍ୟାଟରଙ୍କ ବିଫଳତା ପାଇଁ ଦିଲ୍ଲୀ ବ୍ୟାଟିଂରେ ସଂଘର୍ଷ କରୁଥିବା ପରି ମନେ ହେଉଥିଲା, କିନ୍ତୁ ଶେଷ ଓଭରରେ ଅଭିଷେକ ପୋରେଲ ହର୍ଷଲ ପଟେଲଙ୍କ ଓଭରରେ ୨୫ ରନ୍ ସଂଗ୍ରହ କରି ଦିଲ୍ଲୀର ସ୍କୋରକୁ ଏକ ସମ୍ମାନଜନକ ୧୭୪ ରନରେ ପହଞ୍ଚାଇଥିଲେ।

ଟାର୍ଗେଟକୁ ପିଛା କରି ପଞ୍ଜାବ ଦ୍ରୁତ ଆରମ୍ଭ କରିଥିଲା। ଭଲ ଆରମ୍ଭ ପରେ ଗୋଟିଏ ପଟେ ୱିକେଟ୍ ଖସି ଚାଲିଥିବା ବେଳେ ଅନ୍ୟପଟେ ସାମ କୁରାନ୍ ଶେଷ ପର୍ଯ୍ୟନ୍ତ କ୍ରିଜରେ ରହି ଦଳକୁ ବିଜୟର ଦ୍ୱାରଦେଶରେ ପହଂଚାଇଥିଲେ। ସେ ୪୭ ବଲରେ ୬୩ ରନର ଇନିଂସ ଖେଳିଥିଲେ। ଏହି ସମୟରେ ଖଲିଲ ଅହମ୍ମଦ ଉଣେଇଶ ତମ ଓଭରରେ କ୍ରମାଗତ ୨ ୱିକେଟ୍ ନେଇ ମ୍ୟାଚକୁ ରୋମାଞ୍ଚକର କରିଥିଲେ। ୨୧ ଟି ବଲରେ ଲିଆମ୍ ଲିଭିଙ୍ଗଷ୍ଟୋନଙ୍କ ଇନିଂସ ଯୋଗୁଁ ପଞ୍ଜାବ କିଙ୍ଗସ୍ ଶେଷରେ ୪ ୱିକେଟ୍ ହାତରେ ଥାଇ ମ୍ୟାଚ୍ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri