Posted inଖେଳ

୪୫ ତମ ମ୍ୟାଚରେ ପିବିକେଏସ-ଏମଆଇ ମୁହାଁମୁହିଁ…

ମୋହାଲି,୩।୫ :ଆଇପିଏଲ ସିଜିନ ୧୬ର ୪୫ ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ବୁଧବାର ସନ୍ଧ୍ୟା ସାଢ଼େ ୭ଟାରେ ମୁହାଁମୁହିଁ ହେବେ। ମୋହାଲିର ପଞ୍ଜାବ କ୍ରିକେଟ ଆସେସିଏଶନ ଆଇଏସ ବିନ୍ଦ୍ରା କ୍ରିକେଟ ଷ୍ଟାଡିୟମରେ ଦୁଇ ଟିମ ବଳ କଷିବେ।

ପଏଣ୍ଟ ଟେବୁଲରେ ପିବିକେଏସ ଷଷ୍ଠ ସ୍ଥାନରେ ରହିଛି। ୯ ମ୍ୟାଚରୁ ୫ ଜିତି ୪ ହାରି ଏହା ୧୦ ପଏଣ୍ଟ ହାସଲ କରିଛି। ଏହାର ରନ ରେଟ ମାଇନସ ୦.୪୪୭ ରହିଛି। ସେହିପରି ଏମଆଇ ସପ୍ତମ ସ୍ଥାନରେ ରହିଛି। ୮ ମ୍ୟାଚରୁ ୪ ଜିତି ୪ ହାରି ଏହା ୮ ପଏଣ୍ଟ ହାସଲ କରିଛି। ଏହାର ରନ ରେଟ ମାଇନସ ୦.୫୦୨ ରହିଛି।

ପଞ୍ଜାବ କିଙ୍ଗ୍ସ ଦଳରେ ଶିଖର ଧାୱନ (ଅଧିନାୟକ), ଜିତେଶ ଶର୍ମା (ଓ୍ବିକେଟ କିପର), ପ୍ରଭାସମ୍ରନ ସିଂ, ଅଥର୍ବା ଟାଇଡେ, ଲିଆମ ଲିଭିଙ୍ଗଷ୍ଟୋନ, ସାମ କୁରାନ, ଶାହାରୁଖ ଖାନ, ସିକନ୍ଦର ରଜା, ହରପ୍ରୀତ ବ୍ରାର, କାଗିସୋ ରାବାଡା, ରାହୁଲ ଚହର, ଅର୍ଶଦୀପ ସିଂ, ମାଥ୍ୟୁ ସର୍ଟ, ଋଷି ଧାୱନ, ମୋହିତ ରାଠୀ, ଶିବମ ସିଂ, ହରପ୍ରୀତ ସିଂ ଭାଟିଆ, ଭାନୁକା ରାଜପକ୍ସା, ବାଲଟେଜ ସିଂ, ବିଦ୍ୱତ କାଭେରପ୍ପା, ନାଥାନ ଏଲିସ, ଗର୍ନୁର ବ୍ରାର
ରହିଛନ୍ତି।

ସେହିପରି ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ରୋହିତ ଶର୍ମା (ଅଧିନାୟକ), ଇଶାନ କିଶନ (ଓ୍ବିକେଟ କିପର), କ୍ୟାମେରନ ଗ୍ରୀନ, ସୂର୍ଯ୍ୟକୁମାର ଯାଦବ, ତିଲକ ବର୍ମା, ଟିମ ଡେଭିଡ, ଜୋଫ୍ରା ଆର୍ଚ୍ଚର, ପୀୟୁଷ ଚାୱଲା, କୁମାର କାର୍ତ୍ତିକେୟ, ରେଲି ମେରେଡିଥ, ଅର୍ଶଦ ଖାନ, ନେହଲ ୱାଡେରା, ଅର୍ଜୁନ ତେନ୍ଦୁଲକର, ବିଷ୍ଣୁ ବିନୋଦ ଶ୍ୟାମ ମୁଲାନି, ରମଣଦୀପ ସିଂ, କ୍ରିସ ଜୋର୍ଡାନ, ଜେସନ ବେହେରେଣ୍ଡର୍ଫ, ସନ୍ଦୀପ ୱାରିଅର୍‌, ହ୍ରିତିକ ଶୋକେନ, ଆକାଶ ମାଡୱାଲ, ଡୁଆନ ଜାନସେନ, ଟ୍ରିଆଷ୍ଟ ଷ୍ଟବ୍ସ, ଡିୱାଲ୍ଡ ବ୍ରେଭିସ, ରାଘବ ଗୋୟଲ ପ୍ରମୁଖ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri