Posted inଖେଳ

ବୋଲିଂ କରିବ ପଞ୍ଜାବ

ଦୁବାଇ,୨୧।୯: ଚଳିତ ଆଇପିଏଲର ଦ୍ୱିତୀୟ ପର୍ଯ୍ୟାୟରେ ପଞ୍ଜାବ କିଙ୍ଗ୍ସ ପ୍ରଥମ ଦଳ ଭାବେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ପିଚ୍‌ରେ ଘାସ ଥିବାରୁ ଆରମ୍ଭରୁ ବ୍ୟାଟ୍ସମ୍ୟାନଙ୍କ ପାଇଁ ପେସରଙ୍କୁ ଖେଳିବା କଷ୍ଟକର ହୋଇପଡ଼ିବ। ଏଥିଯୋଗୁ ପ୍ରତିପକ୍ଷ ରାଜସ୍ଥାନ ରୟାଲ୍ସ ଦଳକୁ ବ୍ୟାଟିଂ ଆମନ୍ତ୍ରଣ ଦେଇଛନ୍ତି ପଞ୍ଜାବ ଅଧିନାୟକ ଲୋକେଶ ରାହୁଲ। ଉଲ୍ଲେଖଯୋଗ୍ୟ, ଏଥି ପୂର୍ବରୁ ଖେଳାଯାଇଥିବା ଉଭୟ ମ୍ୟାଚ୍‌ରେ ଟସ୍‌ ଜିତି ଥିବା ଦଳର ଅଧିନାୟକ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ: ଆଜିଠାରୁ ମୁକାବିଲା, ଭାଗନେବେ ୧୨ ଦେଶ

କଟକ ଅଫିସ,୧୭ା୭-ବୁଧବାରଠାରୁ କଟକରେ ଆରମ୍ଭ ହେବ ୨୧ତମ ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ କ୍ରୀଡ଼ାର ମହାମୁକାବିଲା। ପ୍ରତିଯୋଗିତା ସ୍ଥଳ ଜବାହାରଲାଲ ନେହେରୁ ଇନଡୋର ଷ୍ଟାଡିୟମ ଏଥିପାଇଁ ସମ୍ପୂର୍ଣ୍ଣ...

ଭାରତ-ନ୍ୟୁଜିଲାଣ୍ଡ ସେମିଫାଇନାଲ ମ୍ୟାଚ: ବର୍ଷା ବାଧକ, ୪୬.୧ ଓଭରରେ ନ୍ୟୁଜିଲାଣ୍ଡ କରିଛି ୨୧୧ ରନ; ଆଜି ଖେଳାଯିବ ମ୍ୟାଚର ଅବଶିିଷ୍ଟାଂଶ

ମାଞ୍ଚେଷ୍ଟର, ୧୦।୭ (ପି.ଟି.)- ଏଠାରେ ମଙ୍ଗଳବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚଳିତ ଆଇସିସି ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲ ମ୍ୟାଚ ଖେଳଯାଉଥିବା ବେଳେ ବର୍ଷା ବାଧା...

କୋହଲି, ସ୍ମିଥଙ୍କ ରେକର୍ଡ ଭାଙ୍ଗିଲେ ନେପାଳ ଅଧିନାୟକ

କାଠମାଣ୍ଡୁ ,୩୦।୯: ନେପାଳ କ୍ରିକେଟ ଦଳର ଅଧିନାୟକ ପାରସ ଖାଡ୍‌କା ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହାଇଛନ୍ତି। ଶନିବାର ସିଙ୍ଗାପୁର ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ଶତକ...

କାର ଦୁର୍ଘଟଣାରେ ଟାଇଗର ଉଡ୍ସ ଗୁରୁତର

ଲସ୍‌ ଏଞ୍ଜେଲ୍ସ, ୨୫।୨ (ପି.ଟି.): ଆମେରିକୀୟ ଗଲ୍ଫ ସୁପରଷ୍ଟାର ଟାଇଗର ଉଡର୍‌ସ କାର ଦୁର୍ଘଟଣାରେ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କ ଦୁଇ ଗୋଡ଼ରେ ଗଭୀର...

ହାମିଲଟନ ଜିତିଲେ କାନାଡିଆନ୍‌ ଗ୍ରାଁପ୍ରି

ମଣ୍ଟ୍ରିଲ, ୧୦ା୬ (ଏଏଫ୍‌ପି)-ମର୍ସିଡିଜ୍‌ର ଲୁଇସ୍‌ ହାମିଲଟନ କନାଡିଆନ୍‌ ଫର୍ମୁଲା ଓ୍ବାନ୍‌ ମୋଟର ରେସ୍‌ ଗ୍ରାଁ ପ୍ରି ଟାଇଟଲ ଜିତିଛନ୍ତି। ରବିବାର ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ୫...

ଓ୍ବିଲିୟମସନ୍‌ ଶ୍ରେଷ୍ଠ ଦିନିକିଆ କ୍ରିକେଟର

ଅକ୍‌ଲାଣ୍ଡ,୩୦।୪ (ପି.ଟି.): ଅଧିନାୟକ କେନ୍‌ ଓ୍ବିଲିୟମସନ ଗୁରୁବାର ନ୍ୟୁଜିଲାଣ୍ଡର ଶ୍ରେଷ୍ଠ ଦିନିକିଆ ପ୍ଲେୟାର ଅଫ୍‌ ଦି ଇୟର ବିବେଚିତ ହୋଇଛନ୍ତି। ସାରା ବର୍ଷରେ ଦମ୍‌ଦାର ପ୍ରଦର୍ଶନ...

ଟସ୍‌ ହାରି ପ୍ରଥମେ ବ୍ୟାଟିଂ ସୁଯୋଗ ପାଇଲେ ରୋହିତ୍‌ ଶର୍ମା

ଆବୁଧାବି, ୨୩।୯: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣର ୫ମ ମୁକାବିଲାରେ ବୁଧବାର ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ କୋଲକାତା ନାଇଟ୍‌ ରାଇଡର୍ସ ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି।...

ଭିଭିଆନ୍‌ ରିଚାର୍ଡସଙ୍କ ଜୋତା ସଫା କରୁଥିଲେ ଏହି ମହାନ ଖେଳାଳି

ଓ୍ବେଷ୍ଟଇଣ୍ଡିଜର ମହାନ ବ୍ୟାଟ୍ସମ୍ୟାନ୍‌ ବ୍ରାଏନ ଲାରା ଏକ ବଡ ଖୁଲାସା କରିଛନ୍ତି। ସେ କହିଛନ୍ତି, ଯେତେବେଳେ ପ୍ରଥମେ ଟିମ୍‌ରେ ଏଣ୍ଟ୍ରି କରିଥିଲି ସେତେବେଳେ ମୋ ଉପରେ...

Advertisement
Archives

Model This Week