ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ଚେନ୍ନାଇ

ମୁମ୍ବାଇ,୨୫।୪: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ସୋମବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୩୮ତମ ମ୍ୟାଚ ପଞ୍ଜାବ କିଙ୍ଗ୍ସ ଓ ଚେନ୍ନାଇ ସୁପରକିଙ୍ଗ୍ସ ମଧ୍ୟରେ ଖେଳାଯାଉଛି। ଚେନ୍ନାଇ ସୁପରକିଙ୍ଗ୍ସ ଅଧିନାୟକ ରବିନ୍ଦ୍ର ଜାଡେଜା ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ପଞ୍ଜାବ କିଙ୍ଗ୍ସ ପ୍ରଥମେ ବ୍ୟାଟିଂ କରିବ।

ପଞ୍ଜାବ କିଙ୍ଗ୍ସ: ମୟାଙ୍କ ଅଗ୍ରଓ୍ବାଲ(ଅଧିନାୟକ), ଶିଖର ଧାଓ୍ବନ, ଜନି ବେଆରଷ୍ଟୋ, ଲିଆମ ଲିଭିଙ୍ଗ୍‌ଷ୍ଟୋନ, ଜିତେଶ ଶର୍ମା (ଓ୍ବିକେଟ କିପର), ଭାନୁକା ରାଜପୋକ୍ସା, ରିଷି ଧାଓ୍ବନ, କାଗିସୋ ରବଡ଼ା, ରାହୁଲ ଚହର, ସନ୍ଦୀପ ଶର୍ମା, ଅର୍ଶଦୀପ ସିଂହ।

ଚେନ୍ନାଇ ସୁପର କିଙ୍ଗ୍ସ: ରବିନ୍ଦ୍ର ଜାଡେଜା(ଅଧିନାୟକ), ରୁତୁରାଜ ଗାଏକ୍ୱାଡ, ରବିନ ଉଥପ୍ପା, ଅମ୍ବାଟି ରାୟଡୁ, ଶିଭମ ଦୁବେ, ଏମ୍‌.ଏସ୍‌ ଧୋନୀ ( ଓ୍ବିକେଟ କିପର), ମିଶେଲ ସାଣ୍ଟନର, ଡ୍ବେନ ବ୍ରାଭୋ, ଡ୍ବେନ ପ୍ରିଟୋରିୟସ୍‌, ମୁକେଶ ଚୌଧୁରୀ, ମହେଶ ଥିକ୍ସଣା।

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ଆଉ ଏକ ଝଟକା….ପୁଣି ଥରେ ବଢ଼ିଲା CNG ଦର, ୧୨ ଦିନ ମଧ୍ୟରେ ଚତୁର୍ଥ ଥର ପାଇଁ ବୃଦ୍ଧି

ନୂଆଦିଲ୍ଲୀ,୨୬।୫:  ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ସହିତ ଜଡ଼ିତ ସାଧାରଣ ଲୋକଙ୍କୁ ପୁଣି ମହଙ୍ଗା ମାଡ଼ । CNG ମଧ୍ୟ କ୍ରମଶଃ ମହଙ୍ଗା ହେଉଛି। ମଙ୍ଗଳବାର…

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି ।…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri