Posted inଖେଳ

୩୧ ରନରେ ଜିତିଲା ପିବିକେଏସ …

ନୂଆଦିଲ୍ଲୀ,୧୩।୫ : ଆଇପିଏଲ ୨୦୨୩ର ୫୯ ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)  ବିପକ୍ଷରେ   ପଞ୍ଜାବ କିଙ୍ଗ୍ସ(ପିବିକେଏସ) ୩୧ ରନରେ  ବିଜୟ ହାସଲ କରିଛି ।

ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଡିସି  ୨୦ ଓଭରରେ  ୮ ୱିକେଟ ହରାଇ  ୧୩୬  ରନ କରିଥିଲା ।

ଡିସି ପକ୍ଷରୁ ଡେଭିଡ ୱାର୍ନର ୫୪ ରନ କରିଥିବାବେଳେ ଫିଲିପ ସଲ୍ଟ ୨୧ ରନ, ଅମନ ହକିମ ଖାନ ୧୬ ରନ , ପ୍ରବିନ ଦୁବେ ୧୬ ରନ କରିଥିଲେ ।

ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଡିସି ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଟିମ୍‌ ଅଧିନାୟକ ଡେଭିଡ ଓ୍ବାର୍ନରଙ୍କ ନେତୃତ୍ୱରେ ବୋଲିଂ କରିବାକୁ ଦଳ ପଡ଼ିଆକୁ ଓହ୍ଲାଇଥିଲେ। ସେହିପରି ପିବିକେଏସ ଦଳ ଅଧିନାୟକ ଶିଖର ଧାଓ୍ବନଙ୍କ ନେତୃତ୍ୱରେ ବ୍ୟାଟିଂ କରିବା ଆରମ୍ଭ କରିଥିଲା।

ଧାର୍ଯ୍ୟ ୨୦ ଓଭରରେ ପିବିକେଏସ ୭ ଓ୍ବିକେଟ ହରାଇ ୧୬୭ ରନ କରିଥିଲା। ଫଳରେ ଡିସି ପାଇଁ ବିଜୟ ଲକ୍ଷ୍ୟ ୧୬୮ ରନ ରହିଥିଲା।

ପିକିକେଏସ ପକ୍ଷରୁ ପ୍ରଭସିମରନ ସିଂ ୧୦୩ ରନ କରିଥିବାବେଳେ ସାମ କୁରେନ ୨୦ ରନ, ସିକନ୍ଦର ରାଜା ୧୧ ରନ କରିଥିଲେ। ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ଦୁଇ ଅଙ୍କରେ ପହଞ୍ଚି ପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri