Posted inଖେଳ

୪ ଓ୍ବିକେଟରେ ଜିତିଲା ପିବିକେଏସ…

ଚେନ୍ନାଇ,୩୦।୪ : ଆଇପିଏଲ ୨୦୨୩ର ୪୧ ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ବିପକ୍ଷରେ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ୪ ଓ୍ବିକେଟରେ ବିଜୟ ହାସଲ କରିଛି। ଧାର୍ଯ୍ୟ ୨୦ ଓଭରରେ ପିବିକେଏସ ୬ ଓ୍ବିକେଟ ହରାଇ ୨୦୧ ରନ କରିଛି।

ପିବିକେଏସ ପକ୍ଷରୁ ପ୍ରଭସିମରନ ସିଂ ୪୨ ରନ କରିଥିବାବେଳେ ଶିଖର ଧାଓ୍ବନ ୨୮ ରନ, ଅର୍ଥବ ତାଇଡେ ୧୩, ଲିଆମ ଲିଭିଂଷ୍ଟୋନ ୪୦, ସାମ କୁରାନ ୨୯, ଜିତେଶ ଶର୍ମା ୨୧, ସୀକନ୍ଦର ରାଜା ୧୩ ରନ କରିଥିଲେ।

ଚେନ୍ନାଇର ଘରୋଇ ଗ୍ରାଉଣ୍ଡ ଏମ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ସିଏସକେ ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ ଏମଲସ ଧୋନିଙ୍କ ନେତୃତ୍ୱରେ ଦଳ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା। ସେହିପରି ଅଧିନାୟକ ଶିଖର ଧାୱନଙ୍କ ନେତୃତ୍ୱରେ ପିବିକେଏସ ଦଳ ବୋଲିଂ ଆରମ୍ଭ କରିଥିଲା।
ଧାର୍ଯ୍ୟ ୨୦ ଓଭରରେ ସିଏସକେ ୪ ଓ୍ବିକେଟ ହରାଇ ୨୦୦ ରନ କରିଥିଲା। ଫଳରେ ପିବିକେଏସ ପାଇଁ ବିଜୟ ଲକ୍ଷ୍ୟ ୨୦୧ ରନ ରହିଥିଲା।

ସିଏସକେ ପକ୍ଷରୁ ଋତୂରାଜ ଗାଇକ୍ୱାଡେ ୩୭ ରନ କରିଥିବା ବେଳେ ଡେଭୋନ କୋନୟେ ୯୨ ରନ, ଶିଭବ ଦୁବେ ୨୮, ମୋଇନ ଅଲି ୧୦, ରବିନ୍ଦ୍ର ଜାଡ଼େଜା ୧୨, ଏମଏସ ଧୋନି ରନ ୧୩ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?