Posted inଖେଳ

ବିଶ୍ୱକପରେ ଖରାପ ପ୍ରଦର୍ଶନ ପରେ ପାକିସ୍ତାନରେ ଉତ୍ତେଜନା, ମୁଖ୍ୟ ଚୟନକର୍ତ୍ତା ଇଞ୍ଜମାମଙ୍କ ଇସ୍ତଫା ସ୍ବୀକାର କଲା ପିସିବି

ଇସଲାମବାଦ,୯।୧୧: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏବଂ ମୁଖ୍ୟ ଚୟନକର୍ତ୍ତା ଇଞ୍ଜମାମଙ୍କ ମଧ୍ୟରେ ମତଭେଦ ବୃଦ୍ଧି ପାଇଛି। ଏହି ସମୟରେ ଦେଶର କ୍ରିକେଟ ବୋର୍ଡ ପୂର୍ବତନ ଅଧିନାୟକଙ୍କ ଇସ୍ତଫା ସ୍ବୀକାର କରିଛି। ବିଶ୍ୱକପରେ ପାକିସ୍ତାନ ଦଳ ଭଲ ପ୍ରଦର୍ଶନ କରିପାରିନାହିଁ। ସେ ୮ଟି ମ୍ୟାଚରୁ ୮ ପଏଣ୍ଟ ପାଇଛି ଏବଂ ସେମିଫାଇନାଲ ଦୌଡରୁ ଓହରିଯାଇଛି। ଏବେ ପାକିସ୍ତାନକୁ ଇଂଲଣ୍ଡ ବିପକ୍ଷ ଶେଷ ମ୍ୟାଚ ଖେଳିବାକୁ ପଡିବ। ତେବେ ସେମିଫାଇନାଲରେ ପହଞ୍ଚିବା ପାଇଁ ପାକିସ୍ତାନକୁ ଚମତ୍କାର ପ୍ରଦର୍ଶନ କରିବାକୁ ପଡିବ।

ଭାରତରେ ଚାଲିଥିବା କ୍ରିକେଟ ବିଶ୍ୱକପ ବାବର ଆଜମ ନେତୃତ୍ୱାଧୀନ ପାକିସ୍ତାନ ଦଳ ସେମିଫାଇନାଲର ଶେଷ ସ୍ଥାନ ପାଇଁ ଯୋଗ୍ୟତା ଅର୍ଜନ କରିବାକୁ ଚେଷ୍ଟା କରୁଥିବା ବେଳେ ପିସିବି ଗୁରୁବାର ଏକ ବିବୃତ୍ତି ଜାରି କରି କହିଛି ଯେ, ପୂର୍ବତନ ଅଧିନାୟକଙ୍କ ଇସ୍ତଫା ସ୍ବୀକାର କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ବ୍ୟବସ୍ଥା ପ୍ରଶ୍ନକୁ ଏଡାଇ ଚାଲିଗଲେ ଜିଲାପାଳ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ନୀତି ଆୟୋଗଙ୍କ ‘ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ’ (Aspirational Blocks Programme) ଅଧୀନରେ…

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି…

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର…

RCBର ଚମତ୍କାର ବିଜୟ ପରେ କହୁ କହୁ ଏମିତି କହିଦେଲେ ବିରାଟ କୋହଲି

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଜବରଦସ୍ତ ବିଜୟ ପରେ, ପୂର୍ବତନ ପୁରୁଷ ଦଳର ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ…

ବିଶ୍ୱ ବଜାରରେ ଚାଇନାକୁ ପଛରେ ପକାଇବ ଭାରତ: ଆମେରିକାର ୩୦ ବିଲିୟନ ଡଲାର ନିବେଶ ଘୋଷଣା

ନୂଆଦିଲ୍ଲୀ,୬ା୨: ବିଶ୍ୱ ଅର୍ଥନୀତିର ଗତିପଥ ବଦଳାଇବା ପାଇଁ ଭାରତ ଓ ଆମେରିକା ମଧ୍ୟରେ ଏକ ବଡ଼ ରଣନୈତିକ ବୁଝାମଣା ହୋଇଛି। ଚାଇନାର ଏକାଧିପତ୍ୟକୁ ରୋକିବା ପାଇଁ ଆମେରିକା…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

ଏଫ୍‌ଆଇଏଚ୍ ପ୍ରୋ-ଲିଗ୍‌: ଭାରତୀୟ ଦଳରେ ୫ ଓଡ଼ିଆ, ରୋଶନ କୁଜୁରଙ୍କୁ ପ୍ରଥମ ଥର ସୁଯୋଗ

ରାଉରକେଲା,୬ା୨: ଫେବ୍ରୁଆରୀ ୧୦ରୁ ୧୫ ପର୍ଯ୍ୟନ୍ତ ରାଉରକେଲାର ବିର୍ସା ମୁଣ୍ଡା ଆନ୍ତର୍ଜାତୀୟ ହକି ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ଏଫ୍‌ଆଇଏଚ୍ ପ୍ରୋ-ଲିଗ୍ (ପୁରୁଷ) ପାଇଁ ହକି ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri