Posted inଖେଳ

ବିଶ୍ୱକପ୍‌ ଟିମ୍‌ରେ ମିଳି ନ ଥିଲା ସୁଯୋଗ, ଏବେ ପିସିବି ତରଫରୁ ସରଫରାଜଙ୍କୁ ମିଳିଲା ଖୁସିଖବର 

ଲାହୋର,୨୧।୧୦: ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ବିଶ୍ୱକପ୍‌ ପୂର୍ବରୁ ଘୋଷଣା କରାଯାଇଥିବା ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାର ସମୀକ୍ଷା କରିବା ପରେ ପୂର୍ବତନ ଅଧିନାୟକ ସରଫରାଜ ଅହମ୍ମଦଙ୍କୁ ପଦୋନ୍ନତି ଦେଇଛି। ସେ ଏବେ ‘ଗ୍ରୁପ୍‌ ଡି’ରୁ ‘ ଗ୍ରୁପ୍‌ ବି’ରେ ସାମିଲ ହୋଇଛନ୍ତି।
ଖେଳାଳିଙ୍କ ଚୁକ୍ତି ତାଲିକାର ସମୀକ୍ଷା କରିବା ପରେ ‘ଗ୍ରୁପ୍‌ ବି’ରେ ସରଫରାଜଙ୍କୁ ସାମିଲ କରାଯାଇଥିବା ଶୁକ୍ରବାର ପିସିବି କହିଛି। ପିସିବିର ଚୁକ୍ତିନାମାରେ ୫ ଅତିରିକ୍ତ ଖେଳାଳିଙ୍କୁ ମଧ୍ୟ ଯୋଡ଼ାଯାଇଛି। ଫଳରେ ଅନୁବନ୍ଧିତ ଖେଳାଳିଙ୍କ ମୋଟ ସଂଖ୍ୟା ୩୦ ହୋଇଛି। ଗତ ମାସରେ ବୋର୍ଡ ୩ ବର୍ଷ ଲାଗି ସେମାନଙ୍କ ସହ ଚୁକ୍ତି କରିଥିଲା। ଏହା ଜୁଲାଇ ପହିଲା ୨୦୨୩ରୁ ୩୦ ଜୁନ୍‌ ୨୦୨୬ ପର୍ଯ୍ୟନ୍ତ ପ୍ରଭାବଶାଳୀ ରହିବ।
ପିସିବିର ସମୀକ୍ଷା ପରେ ଚୁକ୍ତି ତାଲିକା କିଛି ଏଭଳି:
ଗ୍ରୁପ ଏ- ବାବର ଆଜମ, ମହମ୍ମଦ ରିଜଓ୍ବାନ୍‌, ଶାହିନ ଶାହା ଆଫ୍ରିଦି
ଗ୍ରୁପ ବି-ଫକର ଜମାନ, ହରିସ ରାଓଫ, ଇମାମ-ଉଲ-ହକ, ମହମ୍ମଦ ନଓ୍ବାଜ, ନସୀମ ଶାହା, ସରଫରାଜ ଅହମ୍ମଦ, ଶାଦାବ ଖାନ୍‌
ଗ୍ରୁପ୍‌ ସି- ଆମିର ଜମାଲ, ଅରଶଦ ଇକବାଲ, ଫହିମ ଅଶରଫ, ହସନ ଅଲି, ଇଫ୍‌ତିଖାର ଅହମ୍ମଦ, ଏହସାନୁଲ୍ଲା, ମହମ୍ମଦ ହରିସ, ମହମ୍ମଦ ଓ୍ବାସିମ ଜୁନିୟର, ସଇମ ଅୟୁବ, ସଲମାନ ଅଲି ଆଗା, ସଉଦ ସକିଲ, ଶାହନଓ୍ବାଜ ଦହାନୀ, ଶାନ ମସୁଦ, ତୈୟବ ତାହିର, ଉସ୍ମାନ ମିର ଏବଂ ଜମା ଖାନ୍‌

Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?