Posted inଖେଳ

ଇସ୍ତଫା ଦେଇପାରନ୍ତି ରମିଜ ରାଜା

କରାଚୀ,୧୦ା୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ବିଦାୟ ପରେ ଇସ୍ତଫା ଦେବା ଲାଗି ଚିନ୍ତା କରୁଛନ୍ତି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଚେୟାରମ୍ୟାନ ରମିଜ ରାଜା। ଇମ୍ରାନଙ୍କ ଭଳି ପାକିସ୍ତାନର ପୂର୍ବତନ ଅଧିନାୟକ ରମିଜ ଏବେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ବୈଠକ ପାଇଁ ଦୁବାଇରେ ଅଛନ୍ତି।

ଇମ୍ରାନଙ୍କ ପରାମର୍ଶକ୍ରମେ ରମିଜ ପିସିବି ଦାୟିତ୍ୱଭାର ନେବାକୁ ରାଜି ହୋଇଥିଲେ। ତା’ ପୂର୍ବରୁ ସେ ଭାଷ୍ୟକାର ଏବଂ କ୍ରିକେଟ ବିଶେଷଜ୍ଞ ଭାବେ ସକ୍ରିୟ ଥିଲେ। ପ୍ରଧାନମନ୍ତ୍ରୀଙ୍କ ସୁପାରିସ ଏବଂ ଔପଚାରିକ ନିର୍ବାଚନ ପ୍ରକ୍ରିୟାରେ ଚେୟାରମ୍ୟାନ ପଦବୀ ପାଇଥିବା ରମିଜ ଆଗକୁ ଏହି ଦାୟିତ୍ୱରେ ରହିବାର ବିଶେଷ ସମ୍ଭାବନା ନାହିଁ। ଯଦି ନୂଆ ପ୍ରଧାନମନ୍ତ୍ରୀ ଚାହାନ୍ତି ତେବେ ଏହା ସମ୍ଭବ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ସୂର୍ଯ୍ୟ ଉତ୍କର୍ଷ ଅନେକ ଦିନର ଚିକିତ୍ସା ପରେ ଏକ ନୂଆ ଜୀବନ ପାଇଥିଲେ। ପରେ ସେ ତାଙ୍କ ଜୀବନକୁ ସାମାଜିକ…

ସିଧା ମନାକଲା ଇରାନ, ଆମେରିକା ସହ ହେବ ନାହିଁ କୌଣସି ଶାନ୍ତି ଆଲୋଚନା

ତେହରାନ,୨୦।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନ ପାକିସ୍ତାନ ସହିତ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନାରେ ଅଂଶଗ୍ରହଣ କରିବାକୁ ମନା କରିଦେଇଛି। ଫଳରେ, ଏହି ଅଞ୍ଚଳରେ ଉତ୍ତେଜନା…

କ୍ୟୁବା ଉପରେ ନଜର

ଜର୍ମାନୀର ନାଜି ଶାସକ ଆଡ୍‌ଲଫ୍‌ ହିଟ୍‌ଲର। ଦ୍ବିତୀୟ ବିଶ୍ବଯୁଦ୍ଧ ସମୟରେ ବିଶ୍ବ ଦେଖିଥିଲା ଏହି ନାଜି ଏକଚ୍ଛତ୍ରବାଦୀଙ୍କ ଶାସନର କ୍ରୂରତା। ହିଟ୍‌ଲରଙ୍କ କୁଖ୍ୟାତି ଇତିହାସରେ ଲିପିବଦ୍ଧ ହୋଇ…

ପେସା ଆଇନକୁ ପେଷି ଦିଆଯାଉଛି

ଭାରତବର୍ଷର ଯେଉଁ କେତୋଟି ଆଇନ ଆଦିବାସୀମାନଙ୍କୁ ପ୍ରକୃତ ସଶକ୍ତୀକରଣ କରିବାରେ ସାହାଯ୍ୟ କରେ, ସେଥିମଧ୍ୟରୁ ପଞ୍ଚାୟତ(ଏକ୍ସଟେନସନ ଟୁ ଦି ସିଡ୍ୟୁଲଡ ଏରିୟାଜ) ଆକ୍ଟ ବା ପେସା ଆଇନ…

ଜନଗଣନା କାର୍ଯ୍ୟ କରୁଥିଲେ ପ୍ରଧାନଶିକ୍ଷକ, ଚାଲିଗଲା ଜୀବନ, ଅଂଶୁଘାତ ଅଭିଯୋଗ ଆଣି ସ୍ତ୍ରୀ…

ଅମରପାଲି,୨୦ା୪(ପୀତାମ୍ବର ସାହୁ): ଜନଗଣନା କାର୍ଯ୍ୟ କରୁଥିବାବେଳେ ଜଣେ ପ୍ରଧାନଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ କ୍ଲଷ୍ଟର ସୁନାପାଲି…

୧୨ କଲରାପତରିଆ ‘ନରଖାଦକ’ ଅଭିଯୋଗମୁକ୍ତ

ଡେରାଡୁନ୍‌,୨୦ା୪: ଉତ୍ତରାଖଣ୍ଡ ବନ ବିଭାଗ ୧୨ କଲରାପତରିଆ ବାଘଙ୍କୁ ‘ନରଖାଦକ’ ଅଭିଯୋଗରୁ ମୁକ୍ତ କରିଛି। ମଣିଷ ମାରି ଖାଇଥିବା ଅଭିଯୋଗ ପରେ ବାଘଗୁଡ଼ିକୁ ବର୍ଷେ ହେଲା ପିଞ୍ଜରାରେ…

୨ ଯାଆଁଳା ଝିଅଙ୍କୁ ଗଳାକାଟି ହତ୍ୟା, ଧରାଦେଲେ ବାପା

କାନପୁର,୨୦ା୪: ଉତ୍ତରପ୍ରଦେଶର କାନପୁରରେ ଜଣେ ୪୮ ବର୍ଷୀୟ ବ୍ୟକ୍ତି ତାଙ୍କ ୧୧ ବର୍ଷର ୨ ଯମଜ ଝିଅଙ୍କ ଗଳାକାଟି ହତ୍ୟା କରିବା ପରେ ପୋଲିସ ନିକଟରେ ଆତ୍ମସମର୍ପଣ…

ପଞ୍ଜାବର ପଞ୍ଚମ ବିଜୟ

ମୁଲାନପୁର,୧୯ା୪: ପ୍ରିୟାଂଶ ଆର୍ଯ୍ୟ ଓ କୁପର କନୋଲୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ରବିବାର ରାତିରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri